Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଆସନ୍ତାକାଲି ଚିଲିକାରେ ମାତ୍ର ୩ ଶହ ୫୦ ଜଣ ନେବେ ଟୀକା: ଜାଣନ୍ତୁ କେଉଁ କେନ୍ଦ୍ରରେ କେତେ ଡୋଜ
ଆଞ୍ଚଳିକ

ଆସନ୍ତାକାଲି ଚିଲିକାରେ ମାତ୍ର ୩ ଶହ ୫୦ ଜଣ ନେବେ ଟୀକା: ଜାଣନ୍ତୁ କେଉଁ କେନ୍ଦ୍ରରେ କେତେ ଡୋଜ

July 21, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଚିଲିକା: ଆସନ୍ତାକାଲି ଖୋର୍ଦ୍ଧା ଜିଲ୍ଲା ଚିଲିକା ନିର୍ବାଚନ ମଣ୍ଡଳୀରେ ୩ ଶହ ୫୦ ଜଣ ନାଗରିକଙ୍କୁ ଦ୍ଵିତୀୟ ଡୋଜ ଟୀକା ଦିଆଯିବ ଯେଉଁଥିରେ ବାଣପୁର ବ୍ଲକ ଓ ଏନଏସି ର ୫୦ ଜଣ ଗର୍ଭବତୀ ମହିଳା ପ୍ରଥମ ଡୋଜ ଟୀକା ନେବେ। ବାଣପୁର ଏବଂ ବାଲୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ଅଧିକାରୀ ଏନେଇ ସୂଚନା ଦେଇଛନ୍ତି।

ଜାଣନ୍ତୁ ବାଣପୁରରେ କେଉଁ କେନ୍ଦ୍ରରେ କେତେ ଡୋଜ ଦିଆଯିବ ଟୀକା:

ବାଣପୁର: ୪୫ ବର୍ଷରୁ ଉର୍ଦ୍ଧ୍ଵ ନାଗରିକ (ଦ୍ଵିତୀୟ ଡୋଜ)

୧- ବାଣପୁର ମାଇନର ସ୍କୁଲ- ୧୦୦ ଡୋଜ ( ତନ୍ମଧ୍ୟରୁ ଗର୍ଭବତୀ ମହିଳାଙ୍କୁ ୫୦ ଡୋଜ)

ବାଣପୁରର ଟିକାକେନ୍ଦ୍ରରେ ସକାଳ ୬.୩୦ ଘଟିକାରୁ ଟୀକାକରଣ କାର୍ଯ୍ୟକ୍ରମ ଆରମ୍ଭ ହେବ।

ଚିଲିକା: ୪୫ ବର୍ଷରୁ ଉର୍ଦ୍ଧ୍ଵ ନାଗରିକ (ଦ୍ଵିତୀୟ ଡୋଜ)

୧- ବାଲୁଗାଁ ଉଚ୍ଚ ବିଦ୍ୟାଳୟ (ବାଲୁଗାଁ ଏନଏସି)- ୧୦୦ ଡୋଜ

୨- ବଡ଼କୁଳ ଉଚ୍ଚ ବିଦ୍ୟାଳୟ (ବଡ଼କୁଳ ଗ୍ରା.ପ)- ୫୦ ଡୋଜ

୩- ଲିଙ୍ଗରାଜ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ (ସାନ ନଈରୀ ଗ୍ରା.ପ)- ୫୦ ଡୋଜ

୪- ଚଣ୍ଡେଶ୍ୱର ପ୍ରାଥମିକ ବିଦ୍ୟାଳୟ (ଚଣ୍ଡେଶ୍ୱର ଗ୍ରା.ପ)- ୫୦ ଡୋଜ

ଚିଲିକାର ସବୁ ଟିକାକେନ୍ଦ୍ରରେ ସକାଳ ୯ ଘଟିକାରୁ ଟୀକାକରଣ କାର୍ଯ୍ୟକ୍ରମ ଆରମ୍ଭ ହେବ।

ଚିଲିକା ଦ୍ଵିତୀୟ ଡୋଜ ଟୀକା ବାଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ବାଲୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର
Share. Facebook Twitter LinkedIn Email WhatsApp Copy Link

Related Posts

ସୋଆ ଦନ୍ତ ଚିକିତ୍ସା ଛାତ୍ରୀଙ୍କୁ ସମ୍ମାନଜନକ ଆଇସିଏମ୍‌ଆର୍ ଏମ୍‌ଡିଏସ୍ ଥେସିସ୍ ଗ୍ରାଂଟ

September 20, 2026

ବୋଲେରୋ-ବାଇକ ମୁହାଁମୁହିଁ ଧକ୍କା, ପୂର୍ବତନ ସମିତିସଭ୍ୟ ମୃତ; ଜଣେ ଗୁରୁତର

September 19, 2026

ଚ଼ିଲିକା ବ୍ଲକର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ସମ୍ପର୍କରେ ଆଲୋଚନା କଲେ ଆଇନ ମନ୍ତ୍ରୀ

September 18, 2026

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିବସରେ ବାଣପୁର ନଗର ମଣ୍ଡଳ ବିଜେପି ପକ୍ଷରୁ ଦୀପଦାନ

September 17, 2026
Latest News

ଭାରତ ମସଲା ଓଡ଼ିଶା ଟି-୨୦ ଲିଗ୍‌-ମୁଖ୍ୟମନ୍ତ୍ରୀ ଟ୍ରଫି ଉଦ୍‌ଘାଟିତ

September 20, 2026

ସମୁଦ୍ରରୁ ବଳ ଗୋଟାଉଛି ଲଘୁଚାପ, ରାଜ୍ୟରେ ୫ ଦିନ ଧରି ପ୍ରବଳ ବର୍ଷିବ

September 20, 2026

ଏଣିକି ପୁଲିସ କର୍ମଚାରୀଙ୍କୁ ମହଙ୍ଗା ପଡ଼ିିବ ସୋସିଆଲ୍ ମିଡିଆ ପ୍ରେମ

September 20, 2026

ପାନୀୟ ଜଳର ଗୁଣବତ୍ତା ନିରୀକ୍ଷଣ ଓ ପରିମଳ ବ୍ୟବସ୍ଥାକୁ ସୁଦୃଢ଼ କରିଛି ପୂର୍ବତଟ ରେଳପଥ

September 20, 2026

‘ଶ୍ରୀ ଜଗନ୍ନାଥ ଦର୍ଶନ ଯୋଜନା’ର ଶୁଭାରମ୍ଭ

September 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.