Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଆସନ୍ତାକାଲି ଚିଲିକାରେ ୯ ଶହ ଲୋକଙ୍କୁ ଦିଆଯିବ ଟୀକା: ଜାଣନ୍ତୁ କେଉଁ କେନ୍ଦ୍ରରେ ମିଳିବ କେତେ ଡୋଜ ଟୀକା
ଆଞ୍ଚଳିକ

ଆସନ୍ତାକାଲି ଚିଲିକାରେ ୯ ଶହ ଲୋକଙ୍କୁ ଦିଆଯିବ ଟୀକା: ଜାଣନ୍ତୁ କେଉଁ କେନ୍ଦ୍ରରେ ମିଳିବ କେତେ ଡୋଜ ଟୀକା

July 25, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଚିଲିକା: ଆସନ୍ତାକାଲି ଖୋର୍ଦ୍ଧା ଜିଲ୍ଲା ଚିଲିକା ନିର୍ବାଚନ ମଣ୍ଡଳୀରେ ୯ ଶହ ଲୋକଙ୍କୁ ଟୀକା ଦିଆଯିବ। ବାଣପୁର ଏବଂ ବାଲୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ଅଧିକାରୀ ଏନେଇ ସୂଚନା ଦେଇଛନ୍ତି।

ଜାଣନ୍ତୁ ବାଣପୁରରେ କେଉଁ କେନ୍ଦ୍ରରେ କେତେ ଡୋଜ ଦିଆଯିବ ଟୀକା:

ବାଣପୁର: ୪୫ ବର୍ଷରୁ ଉର୍ଦ୍ଧ୍ଵ ନାଗରିକ (ଦ୍ଵିତୀୟ ଡୋଜ)
୧- ସହିଦ କୃତ୍ତିବାସ ଭବନ, ପଲଟନ ପଡିଆ- ୩୦୦ ଡୋଜ

୨- ଗମ୍ଭାରୀମୁଣ୍ଡା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର- ୨୦୦ ଡୋଜ

୩– ସୁନାଖଳା ଉପ ସ୍ୱାସ୍ଥ୍ୟ କେନ୍ଦ୍ର- ୧୦୦ ଡୋଜ

୪– ନୀଳାଦ୍ରିପ୍ରସାଦ ଉପସ୍ୱାସ୍ଥ୍ୟ କେନ୍ଦ୍ର- ୧୦୦ ଡୋଜ

ବାଣପୁରର ସବୁ ଟିକାକେନ୍ଦ୍ରରେ ସକାଳ ୬.୩୦ ଘଟିକାରୁ ଟୀକାକରଣ କାର୍ଯ୍ୟକ୍ରମ ଆରମ୍ଭ ହେବ।

ଚିଲିକା: ସବୁ ବର୍ଗର ନାଗରିକ (ଉଭୟ ଡୋଜ)

୧- ଇଞ୍ଜନପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ (ଅଠରବାଟିଆ ଗ୍ରା.ପ )- ୫୦ ଡୋଜ

୨- ପରବଳ ବାତ୍ୟା ଆଶ୍ରୟସ୍ଥଳୀ (ହରିପୁର ଗ୍ରା.ପ)- ୫୦ ଡୋଜ

୩– ଜରିପଡ଼ା ପ୍ରାଥମିକ ବିଦ୍ୟାଳୟ (ଜରିପଡ଼ା ଗ୍ରା.ପ)- ୫୦ ଡୋଜ

୪- ସୋରଣ ପ୍ରାଥମିକ ବିଦ୍ୟାଳୟ (ସୋରଣ ଗ୍ରା.ପ)- ୫୦ ଡୋଜ

ଚିଲିକାର ସବୁ ଟିକାକେନ୍ଦ୍ରରେ ଟୀକାକରଣ ସମୟ- ସକାଳ ୯ ଘଟିକାରୁ ଅପରାହ୍ନ ୧ ଘଟିକା (ପ୍ରଥମ ଡୋଜ)

ଅପରାହ୍ନ ୨ ଘଟିକାରୁ ଅପରାହ୍ନ ୪ ଘଟିକା ପର୍ଯ୍ୟନ୍ତ ଦ୍ଵିତୀୟ ଡୋଜ ଟୀକା ଦେବା ପାଇଁ ସମୟ ନିର୍ଦ୍ଧାରଣ କରଯାଇଛି।

ଚିଲିକା ନିର୍ବାଚନ ମଣ୍ଡଳୀ ଟୀକାକରଣ ବାଣପୁର ବାଲୁଗାଁ
Share. Facebook Twitter LinkedIn Email WhatsApp Copy Link

Related Posts

ଫଳ ପେଟିରେ ଗଞ୍ଜେଇ : ଦୁଇ ଗିରଫ

April 7, 2026

ଗୁଳିମାଡ଼ରେ ଯୁବକ ମୃତ

April 7, 2026

କଣ୍ଢଲ ଆଶ୍ରମ ବିଦ୍ୟାଳୟରେ ସ୍ବତନ୍ତ୍ର ମାର୍ଗଦର୍ଶନ ଓ ପରାମର୍ଶ ଶିବିର

April 6, 2026

ବାପୁଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଅଗ୍ନି ନିରାପତ୍ତା ସଚେତନତା

April 6, 2026
Latest News

କଂଗ୍ରେସ ନେତା ପବନ ଖେଡ଼ାଙ୍କ ଘରେ ପୋଲିସ: ଆସାମ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ଦେଇଥିଲେ ବୟାନ

April 7, 2026

ୟୁପିରୁ ୪ ସନ୍ଦିଗ୍ଧ ଆତଙ୍କବାଦୀ ଗିରଫ: ଆଶ୍ଚର୍ଯ୍ୟଜନକ ଖୁଲାସା କଲା ଏଟିଏସ୍

April 7, 2026

ନୂଆ ଦଳ ଗଠନ କଲେ ନବଜୋତ କୌର ସିଦ୍ଧୁ: ପଞ୍ଜାବ ବିଧାନସଭା ନିର୍ବାଚନ ପୂର୍ବରୁ ନେଲେ ବଡ଼ ନିଷ୍ପତ୍ତି

April 7, 2026

ପଶ୍ଚିମବଙ୍ଗ ଭୋଟର ତାଲିକାରୁ ହଟିଲା ୯୧ ଲକ୍ଷ ନାମ: ଜିଲ୍ଲାୱାରୀ ତାଲିକା ପ୍ରକାଶ କଲେ ନିର୍ବାଚନ କମିଶନ 

April 7, 2026

ଫଳ ପେଟିରେ ଗଞ୍ଜେଇ : ଦୁଇ ଗିରଫ

April 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.