Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଆସନ୍ତାକାଲି ଚିଲିକା ନିର୍ବାଚନମଣ୍ଡଳୀରେ ୬୬୦ ଜଣ ନେବେ ଉଭୟ ଡୋଜ ଟୀକା
ଆଞ୍ଚଳିକ

ଆସନ୍ତାକାଲି ଚିଲିକା ନିର୍ବାଚନମଣ୍ଡଳୀରେ ୬୬୦ ଜଣ ନେବେ ଉଭୟ ଡୋଜ ଟୀକା

July 26, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଚିଲିକା: ଆସନ୍ତାକାଲି ଖୋର୍ଦ୍ଧା ଜିଲ୍ଲା ଚିଲିକା ନିର୍ବାଚନ ମଣ୍ଡଳୀରେ ୬ ଶହ ୬୦ ଜଣ ନାଗରିକଙ୍କୁ ଉଭୟ ଡୋଜ ଟୀକା ଦିଆଯିବ। ବାଣପୁର ଏବଂ ବାଲୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ଅଧିକାରୀ ଏନେଇ ସୂଚନା ଦେଇଛନ୍ତି।

ଜାଣନ୍ତୁ ବାଣପୁରରେ କେଉଁ କେନ୍ଦ୍ରରେ କେତେ ଡୋଜ ଦିଆଯିବ ଟୀକା:

ବାଣପୁର: ସବୁ ବର୍ଗର ନାଗରିକ (ଉଭୟ ଡୋଜ)

୧- ସହିଦ କୃତ୍ତିବାସ ଭବନ, ପଲଟନ ପଡିଆ- ୨୬୦ ଡୋଜ ମଧ୍ୟରୁ ପ୍ରଥମ ଡୋଜ- ୧୦୦, ଦ୍ଵିତୀୟ ଡୋଜ- ୯୦, ଗର୍ଭବତୀ ମହିଳା- ୪୦ (ଉଭୟ ଡୋଜ ), ସ୍ୱତନ୍ତ୍ର ଶ୍ରେଣୀର ବ୍ୟକ୍ତିବିଶେଷ- ୩୦ (ଉଭୟ ଡୋଜ )

୨- ଗମ୍ଭାରୀମୁଣ୍ଡା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର- ୧୦୦ ଡୋଜ, ଦ୍ଵିତୀୟ ଡୋଜ- ୮୦, ଗର୍ଭବତୀ ମହିଳା- ୨୦ (ଉଭୟ ଡୋଜ)

ବାଣପୁରର ସବୁ ଟିକାକେନ୍ଦ୍ରରେ ସକାଳ ୬.୩୦ ଘଟିକାରୁ ଟୀକାକରଣ କାର୍ଯ୍ୟକ୍ରମ ଆରମ୍ଭ ହେବ।

ଚିଲିକା: ସବୁ ବର୍ଗର ନାଗରିକ (ଉଭୟ ଡୋଜ)

୧- ରାମପୁର ପ୍ରାଥମିକ ବିଦ୍ୟାଳୟ (ବାଲୁଗାଁ ଏନଏସି )- ୧୦୦ ଡୋଜ

୨- ଛତ୍ରଗଡ ପ୍ରାଥମିକ ବିଦ୍ୟାଳୟ (ଡୁଙ୍ଗମାଳ ଗ୍ରା.ପ)- ୫୦ ଡୋଜ

୩- ମାଣ୍ଡିଆମେରୁ ପ୍ରାଥମିକ ବିଦ୍ୟାଳୟ (ବଉଳାବନ୍ଧ ଗ୍ରା.ପ)- ୫୦ ଡୋଜ

୪- ବାଲିନାସି ପ୍ରାଥମିକ ବିଦ୍ୟାଳୟ (କଳକଳେଶ୍ୱର ଗ୍ରା.ପ)- ୫୦ ଡୋଜ

୫- ବିରିବାଡି ବାତ୍ୟା ଆଶ୍ରୟସ୍ଥଳୀ ( ବିରିବାଡ଼ି ଗ୍ରା.ପ)- ୫୦ ଡୋଜ

ଚିଲିକାର ସବୁ ଟିକାକେନ୍ଦ୍ରରେ ଟୀକାକରଣ ସମୟ- ସକାଳ ୯ ଘଟିକାରୁ ଅପରାହ୍ନ ୧ ଘଟିକା (ପ୍ରଥମ ଡୋଜ)

ଅପରାହ୍ନ ୨ ଘଟିକାରୁ ଅପରାହ୍ନ ୪ ଘଟିକା ପର୍ଯ୍ୟନ୍ତ ଦ୍ଵିତୀୟ ଡୋଜ ଟୀକା ଦେବା ପାଇଁ ସମୟ ନିର୍ଦ୍ଧାରଣ କରଯାଇଛି।

ଚିଲିକା ବାଣପୁର ବାଲୁଗାଁ
Share. Facebook Twitter LinkedIn Email WhatsApp Copy Link

Related Posts

ଶ୍ରୀରଙ୍କ ନାଥ ଦେବଙ୍କ ପୀଠରେ ରୁକ୍ମିଣୀ ବିବାହ ସମ୍ପନ୍ନ: ଗୁଆଲି ଯାତ୍ରାରେ ନଗର ପରିକ୍ରମା କରିବେ ଦେବଦମ୍ପତି

June 26, 2026

ରଣପୁର ବ୍ଲକରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026

ବାଣପୁର ଓ ବାଲୁଗାଁରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026

ଶ୍ରୀ ମହିଳା ସଂଘ ପକ୍ଷରୁ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026
Latest News

ଏକା ବିମାନରେ ଫଡନଭିସ-ଉଦ୍ଧବ! ମହାରାଷ୍ଟ୍ର ରାଜନୀତିରେ ଚର୍ଚ୍ଚାର ଝଡ଼

June 26, 2026

ନିର୍ବାଚନ ମୋଡ୍‌ରେ କଂଗ୍ରେସ, ୟୁପିରେ ନୂଆ ରାଜନୈତିକ ସମୀକରଣ ଆରମ୍ଭ

June 26, 2026

ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଜାଲରେ ଧରାପଡ଼ିଲେ ପ୍ରାଣୀଧନ ନିରୀକ୍ଷକ

June 26, 2026

ସ୍ୱାସ୍ଥ୍ୟ କ୍ଷେତ୍ରରେ ‘ଜନ ବିଶ୍ୱାସ’ ସଂସ୍କାରର ଶୁଭାରମ୍ଭ: ଜନସ୍ୱାସ୍ଥ୍ୟ ଓ ଉପଭୋକ୍ତା ସୁରକ୍ଷା ଉପରେ ଗୁରୁତ୍ୱ

June 26, 2026

ମାଦକ ଦ୍ରବ୍ୟ ନିୟନ୍ତ୍ରଣ ଭିଜନ ଡକ୍ୟୁମେଣ୍ଟ ଓ ଏନସିବିର ବାର୍ଷିକ ରିପୋର୍ଟ- ୨୦୨୫’ ଉନ୍ମୋଚିତ

June 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.