Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ପଣ୍ଡିତ ଗୋଦାବରୀଶ ମିଶ୍ରଙ୍କ ଶ୍ରାଦ୍ଧ ଦିବସରେ ଭାଲେରୀ ହାଇସ୍କୁଲରେ ଲୋକର୍ପିତ ହେଲା ପ୍ରତିମୂର୍ତ୍ତି
ଆଞ୍ଚଳିକ

ପଣ୍ଡିତ ଗୋଦାବରୀଶ ମିଶ୍ରଙ୍କ ଶ୍ରାଦ୍ଧ ଦିବସରେ ଭାଲେରୀ ହାଇସ୍କୁଲରେ ଲୋକର୍ପିତ ହେଲା ପ୍ରତିମୂର୍ତ୍ତି

July 26, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ପଣ୍ଡିତ ଗୋଦାବରୀଶ ମିଶ୍ରଙ୍କ ଶ୍ରାଦ୍ଧ ଦିବସରେ ଭାଲେରୀ ହାଇସ୍କୁଲରେ ଲୋକର୍ପିତ ହେଲା ପ୍ରତିମୂର୍ତ୍ତି

ଭୁବନେଶ୍ବର, ଆଜି ହେଉଛି ପଣ୍ଡିତ ଗୋଦାବରୀଶ ମିଶ୍ରଙ୍କ 64 ତମ ଶ୍ରାଦ୍ଧ ଦିବସ। ଏହି ପରିପ୍ରେକ୍ଷୀରେ ବାଲୁଗାଁ ନିକଟସ୍ଥ ଚାଷଙ୍ଗରାର ଭାଲେରୀ ହାଇସ୍କୁଲ ନିକଟରେ ଲୋକାର୍ପିତ ହୋଇଛି ଗୋଦାବରୀଶ ପ୍ରତିମୂର୍ତ୍ତି। ସ୍ଥାନୀୟ କାନ୍ଥମହଲ ଶାନ୍ତି କମିଟ ଏବଂ ଉତ୍କଳ ସ୍ବାଭିମାନ ମଞ୍ଚର ମିଳିତ ସହଯୋଗରେ ଏହି ପ୍ରତିମୂର୍ତ୍ତି ପ୍ରତିଷ୍ଠା କରାଯାଇଛି।

ସେହିପରି ଅନ୍ୟ ଏକ କାର୍ଯ୍ୟକ୍ରମରେ ଭାଲେରୀ ହାଇସ୍କୁଲରେ ପାଞ୍ଚଜଣ ମହାପୁରୁଷଙ୍କ ପ୍ରତିମୂର୍ତ୍ତି ଲୋକାର୍ପଣ କରାଯାଇଛି। ଏଥିରେ ମହାତ୍ମା ଗାନ୍ଧୀ, ପଣ୍ଡିତ ଗୋପବନ୍ଧୁ, ମଧୁସୂଦନ ଦାସ, ସୁବାସ ଚନ୍ଦ୍ର ବୋଷ ଏବଂ ଜୟୀରାଜଗୁରୁଙ୍କ ପ୍ରତିମୂର୍ତ୍ତି ଲୋକାର୍ପିତ ହୋଇଛି। ଏଥିରେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବ ଯୋଗଦେଇ ଏହାକୁ ଲୋକାର୍ପଣ କରିଥିଲେ। ଏଥିରେ ଭାଲେରୀ ହାଇସ୍କୁଲର ପ୍ରଧାନ ଶିକ୍ଷୟତ୍ରୀ, ପୂର୍ବତନ ଶିକ୍ଷକ ଗୌରାଙ୍ଗ ବିଶ୍ବାଳ, ଶିକ୍ଷକ ବୈଷ୍ଣବ ନାୟକ ଏବଂ ଚାଷଙ୍ଗରା ଗ୍ରାମର ସଭାପତି ସୋମନାଥ ନରେନ୍ଦ୍ରସିଂ ବର୍ମା ଯୋଗଦେଇଥିଲେ। ସେହିପରି ସ୍କୁଲର ପୂର୍ବତନ ଛାତ୍ର ଏସବିଆଇ ବାଲୁଗାଁ ଅଧିକାରୀ ବୃନ୍ଦାବନ ନାୟକ ଏବଂ ଓଡିଶାର ବରିଷ୍ଠ ସାମ୍ବାଦିକ ଶରତ ପାଇକରାୟ ଉପସ୍ଥିତ ଥିଲେ।

Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁ ମହାବିଦ୍ୟାଳୟ ପରିସରରେ ସ୍ୱଚ୍ଛତା ଅଭିଯାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ

June 20, 2026

ବାଲୁଗାଁ ହାଇସ୍କୁଲର ଆଦର୍ଶ ଶିକ୍ଷକ ଓ ସୁନାମଧନ୍ୟ ସାହିତ୍ୟିକ ଜିତେନ୍ଦ୍ର ନାଥ ବରାଳଙ୍କ ସ୍ମୃତି ଶ୍ରଦ୍ଧାଞ୍ଜଳି ସଭା

June 16, 2026

ବାଣପୁର: ତୋରସିଂ ଗ୍ରାମରେ ପାରମ୍ପରିକ କ୍ରୀଡା ପ୍ରତିଯୋଗିତା

June 15, 2026

ବଡ଼କୁଳ ଓଟିଡିସି ପାନ୍ଥନିବାସ ଠାରେ ଗଣପର୍ବ ରଜ ଉତ୍ସବ ପାଳିତ

June 14, 2026
Latest News

ରାୟଗଡା ଭିଡ଼ ହିଂସା ମାମଲାରେ ବଡ଼ ଆକ୍ସନ୍ : ‘ରେଡ୍ ଫ୍ଲାଗ୍’ କେସ୍ ଘୋଷଣା ପାଇଁ ସୁପାରିଶ

June 21, 2026

ଟ୍ରାଫିକ ଜାମରୁ ମିଳିବ କି ମୁକ୍ତି : ଟ୍ଵିନ ସିଟି ଟ୍ରାଫିକ ସମସ୍ୟା ପାଇଁ କମିଟି ଗଠନ

June 20, 2026

ବାଲୁଗାଁ ମହାବିଦ୍ୟାଳୟ ପରିସରରେ ସ୍ୱଚ୍ଛତା ଅଭିଯାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ

June 20, 2026

ପୁଣି ହର୍ମୁଜ୍‌ରେ ସଙ୍କଟ : ଭାରତକୁ ଆଶ୍ୱସ୍ତି, ୩ ଟ୍ୟାଙ୍କର ସୁରକ୍ଷିତ

June 20, 2026

୪୭,୬୦୦ କୋଟିରୁ ଅଧିକ ମୂଲ୍ୟର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ

June 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.