Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଆସନ୍ତାକାଲି ଚିଲିକାରେ ମାତ୍ର ୪୦୦ ଲୋକ ନେବେ ଟୀକା: ଜାଣନ୍ତୁ କେଉଁ କେନ୍ଦ୍ର ପାଇଁ କେତେ ଡୋଜ
ଆଞ୍ଚଳିକ

ଆସନ୍ତାକାଲି ଚିଲିକାରେ ମାତ୍ର ୪୦୦ ଲୋକ ନେବେ ଟୀକା: ଜାଣନ୍ତୁ କେଉଁ କେନ୍ଦ୍ର ପାଇଁ କେତେ ଡୋଜ

July 27, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଚିଲିକା: ଆସନ୍ତାକାଲି ଖୋର୍ଦ୍ଧା ଜିଲ୍ଲା ଚିଲିକା ନିର୍ବାଚନ ମଣ୍ଡଳୀରେ ୪ ଶହ ଜଣ ନାଗରିକଙ୍କୁ ଉଭୟ ଡୋଜ ଟୀକା ଦିଆଯିବ। ବାଣପୁର ଏବଂ ବାଲୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ଅଧିକାରୀ ଏନେଇ ସୂଚନା ଦେଇଛନ୍ତି।

ଜାଣନ୍ତୁ ବାଣପୁରରେ କେଉଁ କେନ୍ଦ୍ରରେ କେତେ ଡୋଜ ଦିଆଯିବ ଟୀକା:

ବାଣପୁର: ସବୁ ବର୍ଗର ନାଗରିକ (ଉଭୟ ଡୋଜ)

୧- ସହିଦ କୃତ୍ତିବାସ ଭବନ, ପଲଟନ ପଡିଆ- ୧୦୦ ଡୋଜ ମଧ୍ୟରୁ ପ୍ରଥମ ଡୋଜ- ୫୦, ଦ୍ଵିତୀୟ ଡୋଜ- ୩୦ଏବଂ ଗର୍ଭବତୀ ମହିଳା- ୨୦ (ଉଭୟ ଡୋଜ )

ବାଣପୁରର ଟିକାକେନ୍ଦ୍ରରେ ସକାଳ ୬.୩୦ ଘଟିକାରୁ ଟୀକାକରଣ କାର୍ଯ୍ୟକ୍ରମ ଆରମ୍ଭ ହେବ।

ଚିଲିକା: ସବୁ ବର୍ଗର ନାଗରିକ (ଉଭୟ ଡୋଜ)

୧– ରାମପୁର ପ୍ରାଥମିକ ବିଦ୍ୟାଳୟ (ବାଲୁଗାଁ ଏନଏସି )- ୧୦୦ ଡୋଜ

୨- ସୀଙ୍ଗେଶ୍ୱର ପ୍ରାଥମିକ ବିଦ୍ୟାଳୟ (ସୀଙ୍ଗେଶ୍ୱର ଗ୍ରା.ପ)- ୫୦ ଡୋଜ

୩- ବ୍ରାହ୍ମଣକୁଶଡିହ ବାତ୍ୟା ଆଶ୍ରୟସ୍ଥଳୀ (ଆଙ୍କୁଲା ଗ୍ରା.ପ)- ୫୦ ଡୋଜ

୪- କାଳିଜାଇ ୟୁଜି ମଧ୍ୟ ଇଂରାଜୀ ବିଦ୍ୟାଳୟ (ମାନସିଂହପୁର ଗ୍ରା.ପ)- ୫୦ ଡୋଜ

୫- ଏସ.ଏନ ଦେବ ପ୍ରାଥମିକ ବିଦ୍ୟାଳୟ ( ହାଟବରଡ଼ି ଗ୍ରା.ପ)- ୫୦ ଡୋଜ

ଚିଲିକାର ସବୁ ଟିକାକେନ୍ଦ୍ରରେ ଟୀକାକରଣ ସମୟ- ସକାଳ ୯ ଘଟିକାରୁ ଅପରାହ୍ନ ୧ ଘଟିକା (ପ୍ରଥମ ଡୋଜ)

ଅପରାହ୍ନ ୨ ଘଟିକାରୁ ଅପରାହ୍ନ ୪ ଘଟିକା ପର୍ଯ୍ୟନ୍ତ ଦ୍ଵିତୀୟ ଡୋଜ ଟୀକା ଦେବା ପାଇଁ ସମୟ ନିର୍ଦ୍ଧାରଣ କରଯାଇଛି।

ଚିଲିକା ଟୀକାକରଣ
Share. Facebook Twitter LinkedIn Email WhatsApp Copy Link

Related Posts

ସାଇଲେଣ୍ଟ କିଲର କିଡନୀ ରୋଗ: ଡେରି ହେବା ପୂର୍ବରୁ ଜାଣନ୍ତୁ ଏହାର ଲକ୍ଷଣ

June 5, 2026

ସମ୍‌ରେ ବିଶ୍ୱ ଜରୁରୀକାଳୀନ ଔଷଧ ଦିବସ ୨୦୨୬ ପାଳିତ

June 3, 2026

ରୋଗୀ-କେନ୍ଦ୍ରିକ ସ୍ୱାସ୍ଥ୍ୟସେବା ସୁନିଶ୍ଚିତ ପାଇଁ ଇଏସ୍ଆଇସିର ଡିଜିଟାଲ୍ ପଦକ୍ଷେପ

June 2, 2026

ଖରାଦିନେ ଗର୍ଭବତୀ ମହିଳା କିପରି ନେବେ ଯତ୍ନ?: ଜାଣନ୍ତୁ

May 31, 2026
Latest News

ଟି-୨୦ ଦଳର କିଏ ହେବ ପରବର୍ତ୍ତୀ ଅଧିନାୟକ?: ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିବ ବିସିସିଆଇ ର ଏହି ନିଷ୍ପତ୍ତି

June 5, 2026

ମମତା ବାନାର୍ଜୀଙ୍କୁ ନିଜ ଆସନ ଯାଚିଲେ ହୁମାୟୁନ୍: କହିଲେ, ଟିଏମସି ର ପରିସ୍ଥିତି ଦେଖି କଷ୍ଟ ହେଉଛି

June 5, 2026

ସାଇଲେଣ୍ଟ କିଲର କିଡନୀ ରୋଗ: ଡେରି ହେବା ପୂର୍ବରୁ ଜାଣନ୍ତୁ ଏହାର ଲକ୍ଷଣ

June 5, 2026

ଭାରତରେ ଲିଭରପୁଲ୍ ବିଶ୍ୱବିଦ୍ୟାଳୟର କ୍ୟାମ୍ପସ ପ୍ରତିଷ୍ଠା ନେଇ ମଞ୍ଜୁରୀ ପତ୍ର ପ୍ରଦାନ

June 5, 2026

କୁଏତ ବିମାନବନ୍ଦର ଆକ୍ରମଣରେ ଜଣେ ଭାରତୀୟଙ୍କ ମୃତ୍ୟୁ; ଆହତ ୧୩ ଜଣଙ୍କୁ ସହାୟତା ପ୍ରଦାନ

June 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.