Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର: ଖବର ପ୍ରସାରଣ ପରେ ଦୀର୍ଘଦିନ ଧରି ପଡିରହିଥିବା ଅର୍ଦ୍ଧନିର୍ମିତ ନଳକୂପକୁ କରାଗଲା କାର୍ଯ୍ୟକ୍ଷମ
ଆଞ୍ଚଳିକ

ବାଣପୁର: ଖବର ପ୍ରସାରଣ ପରେ ଦୀର୍ଘଦିନ ଧରି ପଡିରହିଥିବା ଅର୍ଦ୍ଧନିର୍ମିତ ନଳକୂପକୁ କରାଗଲା କାର୍ଯ୍ୟକ୍ଷମ

July 28, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଣପୁର: ଖବର ପ୍ରସାରଣ ହେବାର ତିନି ଘଣ୍ଟା ମଧ୍ୟରେ ବାଣପୁର ବ୍ଲକ ନନ୍ଦପୁର ପଞ୍ଚାୟତ ଅନ୍ତର୍ଗତ ଅନ୍ତରକିଆରୀ ଗ୍ରାମରେ ସ୍ଥାପିତ ହେଲା ନୂତନ ନଳକୂପ। ସୂଚନା ଥାଉକି ଆଜି ସକାଳେ ସମୀକ୍ଷାରେ ଏକ ଖବର ପ୍ରସାରଣ କରାଯାଇଥିଲା। ଯେଉଁଥିରେ ଅନ୍ତରକିଆରୀ ଗ୍ରାମରେ ନୂତନ ନଳକୂପ ନିମନ୍ତେ ଏକ ବୋରିଂ କରାଯାଇ ଖୋଲାରେ ଛାଡିଦିଆଯାଇଥିଲା।

ତେବେ ଆଜି ପୂର୍ବାହ୍ନରେ ପଞ୍ଚାୟତ ପକ୍ଷରୁ ଯୁଦ୍ଧକାଳିନ ଭିତ୍ତିରେ ଉକ୍ତ ସ୍ଥାନରେ ନୂତନ ନଳକୂପ ସ୍ଥାପନ କରାଯାଇ କାର୍ଯ୍ୟକ୍ଷମ କରାଯାଇଛି। ଉକ୍ତ କାର୍ଯ୍ୟରେ ଗ୍ରାମବାସୀ ମାନେ ମଧ୍ୟ ପଞ୍ଚାୟତ କର୍ମଚାରୀଙ୍କୁ ସହଯୋଗ କରିଥିଲେ।

ନଳକୂପ ବାଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

କରୁଣାଶାନ୍ତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ପାଳିତ

October 10, 2026

ବାରୁଦ ଓ ବାଣ ସାମଗ୍ରୀ ଜବତ, ଅଭିଯୁକ୍ତ ଗିରଫ

October 9, 2026

୧୬ ଦାଦନ ଶ୍ରମିକ ଉଦ୍ଧାର

October 9, 2026

ମା’ ଭଗବତୀଙ୍କ ପୀଠରେ ପ୍ରସିଦ୍ଧ ଭେଟ ଯାତ୍ରା: ଏହି ଦିନ ଦୁଇ ଭଉଣୀଙ୍କ ହେବ ଅପୂର୍ବ ମିଳନ ଉତ୍ସବ

October 9, 2026
Latest News

ମା’ ଗଡ଼ଚଣ୍ଡୀଙ୍କ ପୀଠରେ ଆରମ୍ଭ ହେଲା ଷୋଡ଼ଶ ଉପଚାର ପୂଜା

October 11, 2026

ବନ ବିଭାଗ ଚଢ଼ାଉ: ୧୧୩୦ଟି ବଜ୍ରକାପ୍ତା କାତି ଜବତ, ୩ ଗିରଫ

October 11, 2026

ମହଙ୍ଗା ପଡ଼ିଲା ଜନ୍ତୁ ଶିକାର ପାଇଁ ବିଦ୍ୟୁତ ତାର ବିଛାଇବା: ଅଭିଯୁକ୍ତ ଗିରଫ

October 11, 2026

ବସ୍ କଣ୍ଡକ୍ଟରକୁ ମାରଣାନ୍ତକ ଆକ୍ରମଣ: ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି

October 11, 2026

ତୃତୀୟ ଦିନିକିଆରେ ଅଷ୍ଟ୍ରେଲିଆକୁ ପରାସ୍ତ କଲା ଭାରତ: ତଥାପି ସିରିଜ ହାରିଲା ଟିମ ଇଣ୍ଡିଆ

October 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.