Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଆସନ୍ତାକାଲି ଚିଲିକାରେ ୧ ହଜାର ୩୦ ଜଣ ନାଗରିକ ନେବେ ଟୀକା: ଜାଣନ୍ତୁ କେଉଁଠି ମିଳିବ କେତେ ଡୋଜ
ଆଞ୍ଚଳିକ

ଆସନ୍ତାକାଲି ଚିଲିକାରେ ୧ ହଜାର ୩୦ ଜଣ ନାଗରିକ ନେବେ ଟୀକା: ଜାଣନ୍ତୁ କେଉଁଠି ମିଳିବ କେତେ ଡୋଜ

July 29, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଚିଲିକା: ଆସନ୍ତାକାଲି ଖୋର୍ଦ୍ଧା ଜିଲ୍ଲା ଚିଲିକା ନିର୍ବାଚନ ମଣ୍ଡଳୀରେ ୧ ହଜାର ୩୦ ଜଣ ନାଗରିକଙ୍କୁ ଉଭୟ ଡୋଜ ଟୀକା ଦିଆଯିବ। ବାଣପୁର ଏବଂ ବାଲୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ଅଧିକାରୀ ଏନେଇ ସୂଚନା ଦେଇଛନ୍ତି।

ଜାଣନ୍ତୁ ବାଣପୁରରେ କେଉଁ କେନ୍ଦ୍ରରେ କେତେ ଡୋଜ ଦିଆଯିବ ଟୀକା:

ବାଣପୁର: ସବୁ ବର୍ଗର ନାଗରିକ (ଉଭୟ ଡୋଜ)
୧- ସହିଦ କୃତ୍ତିବାସ ଭବନ, ପଲଟନ ପଡିଆ- ୪୩୦ ଡୋଜ ରୁ ପ୍ରଥମ ଡୋଜ ୩୫୦, ଦ୍ଵିତୀୟ ଡୋଜ ୫୦ ଏବଂ ଗର୍ଭବତୀ ମହିଳା ୩୦

୨- ଗମ୍ଭାରୀମୁଣ୍ଡା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର- ୧୦୦ ଡୋଜରୁ ପ୍ରଥମ ଡୋଜ ୭୦, ଦ୍ଵିତୀୟ ଡୋଜ ୨୦ ଏବଂ ଗର୍ଭବତୀ ମହିଳା ୧୦

୩- ସୁନାଖଳା ଉପ ସ୍ୱାସ୍ଥ୍ୟ କେନ୍ଦ୍ର- ୧୦୦ ଡୋଜରୁ ପ୍ରଥମ ଡୋଜ ୭୦, ଦ୍ଵିତୀୟ ଡୋଜ ୨୦ ଏବଂ ଗର୍ଭବତୀ ମହିଳା ୧୦

୪- ନୀଳାଦ୍ରିପ୍ରସାଦ ଉପସ୍ୱାସ୍ଥ୍ୟ କେନ୍ଦ୍ର- ୧୦୦ ଡୋଜରୁ ପ୍ରଥମ ଡୋଜ ୭୦, ଦ୍ଵିତୀୟ ଡୋଜ ୨୦ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

୫- ହଳନ୍ଦା ଉପ ସ୍ୱାସ୍ଥ୍ୟ କେନ୍ଦ୍ର- ୧୦୦ ଡୋଜରୁ ପ୍ରଥମ ଡୋଜ ୭୦ ଏବଂ ଗର୍ଭବତୀ ମହିଳା ପାଇଁ ୩୦ ଡୋଜ

ବାଣପୁରର ସବୁ ଟିକାକେନ୍ଦ୍ରରେ ସକାଳ ୬.୩୦ ଘଟିକାରୁ ଟୀକାକରଣ କାର୍ଯ୍ୟକ୍ରମ ଆରମ୍ଭ ହେବ।

ଚିଲିକା: ସବୁ ବର୍ଗର ନାଗରିକ (ଉଭୟ ଡୋଜ)

୧- ରାମପୁର ପ୍ରାଥମିକ ବିଦ୍ୟାଳୟ(ବାଲୁଗାଁ ଏନଏସି )- ୧୦୦ ଡୋଜ

୨– କୁମାଣ୍ଡଳ ୟୁଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ (କୁମାଣ୍ଡଳ ଗ୍ରା.ପ )- ୫୦ ଡୋଜ

୩- ନିମିକ୍ଷେତା ପ୍ରାଥମିକ ବିଦ୍ୟାଳୟ (ନିମିକ୍ଷେତା ଗ୍ରା.ପ)- ୫୦ ଡୋଜ

ଚିଲିକାର ସବୁ ଟିକାକେନ୍ଦ୍ରରେ ଟୀକାକରଣ ସମୟ- ସକାଳ ୯ ଘଟିକାରୁ ଅପରାହ୍ନ ୧ ଘଟିକା (ପ୍ରଥମ ଡୋଜ)

ଅପରାହ୍ନ ୨ ଘଟିକାରୁ ଅପରାହ୍ନ ୪ ଘଟିକା ପର୍ଯ୍ୟନ୍ତ ଦ୍ଵିତୀୟ ଡୋଜ ଟୀକା ଦେବା ପାଇଁ ସମୟ ନିର୍ଦ୍ଧାରଣ କରଯାଇଛି।

ଚିଲିକା ଟୀକାକରଣ ବାଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ବାଲୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର
Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁ ହାଇସ୍କୁଲର ଆଦର୍ଶ ଶିକ୍ଷକ ଓ ସୁନାମଧନ୍ୟ ସାହିତ୍ୟିକ ଜିତେନ୍ଦ୍ର ନାଥ ବରାଳଙ୍କ ସ୍ମୃତି ଶ୍ରଦ୍ଧାଞ୍ଜଳି ସଭା

June 16, 2026

ବାଣପୁର: ତୋରସିଂ ଗ୍ରାମରେ ପାରମ୍ପରିକ କ୍ରୀଡା ପ୍ରତିଯୋଗିତା

June 15, 2026

ବଡ଼କୁଳ ଓଟିଡିସି ପାନ୍ଥନିବାସ ଠାରେ ଗଣପର୍ବ ରଜ ଉତ୍ସବ ପାଳିତ

June 14, 2026

ସଲପଡିହ ବିଦ୍ୟାଳୟରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ

June 7, 2026
Latest News

ଐତିହାସିକ ଆନ୍ତର୍ଜାତୀୟ ଯୋଗ ଦିବସ ୨୦୨୬ ଉତ୍ସବ ପାଇଁ ପ୍ରସ୍ତୁତ କୋଲକାତା

June 19, 2026

ରାଜ୍ୟରେ ପାଣିରେ ବୁଡ଼ି ମୃତ୍ୟୁ ରୋକିବା ପାଇଁ ମୁଖ୍ୟ ଶାସନ ସଚିବଙ୍କ ସମୀକ୍ଷା ବୈଠକ

June 19, 2026

ଏଲଏନଜି ଯୋଗାଣକୁ ମିଳିବ ଶକ୍ତି: ୬୨,୩୭୦ ମେଟ୍ରିକ୍ ଟନ୍ କାର୍ଗୋ ନେଇ ଦହେଜରେ ପହଞ୍ଚିବ ‘ଦିଶା’

June 19, 2026

କର୍ଣ୍ଣାଟକରେ ବିଜେପି ସହିତ ଖେଳ!: କ୍ରସ୍ ଭୋଟିଂ ମାଧ୍ୟମରେ ପାଞ୍ଚଟି ଆସନ ଜିତିଲା କଂଗ୍ରେସ

June 19, 2026

ଲାଞ୍ଚ ମାମଲାରେ ମଞ୍ଚେଶ୍ୱର ଥାନା ଏଏସଆଇ ଓ ହୋମଗାର୍ଡଙ୍କୁ ଗିରଫ କଲା ଭିଜିଲାନ୍ସ

June 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.