Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଆଗାମୀ ସହରାଞ୍ଚଳ ନିର୍ବାଚନ ଲାଗି ଖୋର୍ଦ୍ଧା ଜିଲ୍ଲା ବିଜେପି ସଂଯୋଜକ ଭାବେ ନିଯୁକ୍ତି ପାଇଲେ ବିଦ୍ୟୁତ୍
ଆଞ୍ଚଳିକ

ଆଗାମୀ ସହରାଞ୍ଚଳ ନିର୍ବାଚନ ଲାଗି ଖୋର୍ଦ୍ଧା ଜିଲ୍ଲା ବିଜେପି ସଂଯୋଜକ ଭାବେ ନିଯୁକ୍ତି ପାଇଲେ ବିଦ୍ୟୁତ୍

August 1, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲାରେ ଆଗାମୀ ସହରାଞ୍ଚଳ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ସହରାଞ୍ଚଳ ନିର୍ବାଚନ ପୂର୍ବରୁ ନିଜର ସ୍ଥିତିକୁ ମଜବୁତ କରିବା ପାଇଁ ବିଜେପିର ଖୋର୍ଦ୍ଧା ଜିଲ୍ଲା ନେତୃତ୍ଵ ଉଦ୍ୟମ ଆରମ୍ଭ କରିଦେଇଛନ୍ତି। ସେଥିପାଇଁ ବିଜେପି ଜିଲ୍ଲା ସଭାପତି ରଶ୍ମି ରଞ୍ଜନ ମହାପାତ୍ର ୨ ଟି ପୌର ପରିଷଦ ଏବଂ ୨ ଟି ବିଜ୍ଞାପିତ ଅଞ୍ଚଳ ପାଇଁ ୪ ଜଣଙ୍କୁ ସଂଯୋଜକ ଭାବେ ନିଯୁକ୍ତି ଦେଇଥିବା ବେଳେ ଜିଲ୍ଲା ସଂଯୋଜକ ଭାବେ ବିଦ୍ୟୁତ କୁମାର କାଣ୍ଡିଙ୍କୁ ନିଯୁକ୍ତି ଦେଇଛନ୍ତି। ବର୍ତ୍ତମାନ ଶ୍ରୀ କାଣ୍ଡି ଜିଲ୍ଲାର ସମ୍ପାଦକ ଭାବେ କାର୍ଯ୍ୟ କରୁଛନ୍ତି। ଖୋର୍ଦ୍ଧା ପୌରପରିଷଦ, ଜଟଣୀ ପୌରପରିଷଦ, ବାଲୁଗାଁ ବିଜ୍ଞାପିତ ଅଞ୍ଚଳ ପରିଷଦ ଏବଂ ବାଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦ ପାଇଁ ୪ ଜଣଙ୍କୁ ସଂଯୋଜକ ଭାବେ ଦାୟିତ୍ଵ ଦିଆଯାଇଛି।

ଏହି ୪ଟି ଅଞ୍ଚଳର ସଂଯୋଜକଙ୍କ ନାମ ଖୁବ ଶୀଘ୍ର ଜିଲ୍ଲା ସଭାପତି ରଶ୍ମୀରଞ୍ଜନ ମହାପାତ୍ର ଘୋଷଣା କରିବେ ବୋଲି ଜଣାପାଡିଛି। ଆଜି ଚିଠି ନମ୍ବର ଏଲ.ଡି ୧୧୦/୨୧ ମାଧ୍ୟମରେ ରାଜ୍ୟ ସାଧାରଣ ସମ୍ପାଦକ (ସଂଗଠନ) ମାନସ ରଞ୍ଜନ ମହାନ୍ତିଙ୍କୁ ଏନେଇ ଜିଲ୍ଲା ସଭାପତି ଶ୍ରୀ ମହାପାତ୍ର ଅବଗତ କରାଇଥିଲେ।

ଜିଲ୍ଲା ସଂଯୋଜକ ବିଜେପି ସହରାଞ୍ଚଳ ନିର୍ବାଚନ
Share. Facebook Twitter LinkedIn Email WhatsApp Copy Link

Related Posts

ମହାଭାରତ ବେଳେ ଦୁଇ ଗୋଷ୍ଠୀ ମୁହାଁମୁହିଁ

May 28, 2026

ଆଜି ୧୨ ଘଣ୍ଟିଆ ଜୟପୁର ବନ୍ଦ

May 28, 2026

ବାଣପୁର ବ୍ଲକ ପରିସରରେ ଆଇନ ସଚେତନତା ଶିବିର

May 27, 2026

ଗୋଦାବାରୀଶ ଉଚ୍ଚ ବିଦ୍ୟାଳୟର ଯୁକ୍ତ ଦୁଇ ପରୀକ୍ଷା ଫଳାଫଳ

May 25, 2026
Latest News

‘ନିର୍ବାଚନ ଚିହ୍ନ ଦଖଲ କରିବାକୁ ଏକାଠି ହେଲେ ୫୦ ବିଧାୟକ’: ଟିଏମସିର ବିଭାଜନ ସମ୍ପର୍କରେ ବଡ଼ ଦାବି

June 2, 2026

ସୁନାର ଚମକ କମିଛି ନା ବଢିଛି?: ଜାଣନ୍ତୁ ଆଜିର ରୂପା ମୂଲ୍ୟ

June 2, 2026

ଆଇଆଇସି ସନ୍ଧ୍ୟାରାଣୀ ଜେନାଙ୍କ ନାଁରେ ମାମଲା ରୁଜୁ

June 2, 2026

ଆଜି ଶପଥ ଗ୍ରହଣ କରିବେ ସୁପ୍ରିମକୋର୍ଟର ୫ ନୂତନ ବିଚାରପତି

June 2, 2026

ଆସନ୍ତା ୧୯ରେ ରାଷ୍ଟ୍ରପତି, ୨୦ରେ ଆସିବେ ପ୍ରଧାନମନ୍ତ୍ରୀ

June 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.