Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଆସନ୍ତାକାଲି ଚିଲିକାରେ ୧୧ ଶହ ନାଗରିକ ନେବେ ଟୀକା: ଦୁଇଟି କେନ୍ଦ୍ର ପାଇଁ ଅନଲାଇନ ସ୍ଲଟ ବୁକିଂ ବ୍ୟବସ୍ଥା
ଆଞ୍ଚଳିକ

ଆସନ୍ତାକାଲି ଚିଲିକାରେ ୧୧ ଶହ ନାଗରିକ ନେବେ ଟୀକା: ଦୁଇଟି କେନ୍ଦ୍ର ପାଇଁ ଅନଲାଇନ ସ୍ଲଟ ବୁକିଂ ବ୍ୟବସ୍ଥା

August 2, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଚିଲିକା: ଖୋର୍ଦ୍ଧା ଜିଲ୍ଲା ଚିଲିକା ନିର୍ବାଚନମଣ୍ଡଳୀରେ ଆସନ୍ତାକାଲି ୧୧ ଶହ ନାଗରିକ ଟୀକା ନେବେ। ତେବେ ଖୁସିର କଥା ହେଉଛି ଆସନ୍ତାକାଲି ବାଣପୁର ସହରାଞ୍ଚଳର ସବୁ ବର୍ଗର ନାଗରିକମାନେ ଅନଲାଇନ ସ୍ଲଟ ବୁକିଂ କରି ଦୁଇ ଗୋଟି ଟୀକା କେନ୍ଦ୍ରରେ ଟୀକା ନେଇପାରିବେ। ଏ ନେଇ ଉଭୟ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ସୂଚନା ଦେଇଛନ୍ତି।

ଜାଣନ୍ତୁ ବାଣପୁରର କେଉଁ କେନ୍ଦ୍ରରେ କେତେ ଟୀକା ଏବଂ କିପରି ନେବେ:

ବାଣପୁର ଏନଏସି (ଅନଲାଇନ, ବୁକିଂ ସମୟ ଆଜି ଅପରାହ୍ନ ୪ ଟା ୩୦ ରୁ ଆରମ୍ଭ)

୧- ଟିକିରାଇ ୟୁଜି ମଧ୍ୟ ପ୍ରାଥମିକ ବିଦ୍ୟାଳୟ- ୪୫ ବର୍ଷରୁ ଉର୍ଦ୍ଧ୍ଵ ନାଗରିକ- ୧୦୦ଟି ପ୍ରଥମ ଡୋଜ, ୨୦ ଟି ଦ୍ଵିତୀୟ ଡୋଜ  ଏବଂ ଗର୍ଭବତୀ ମହିଳା (ଅଫଲାଇନ)- ୩୦ ଡୋଜ

୨- କୃତିବାସ ଭବନ- ପ୍ରଥମ ଡୋଜ- ୧୫୦ (କେବଳ ୧୮-୪୪ ବର୍ଷୀୟ ନାଗରିକ)

ବାଣପୁର ଗ୍ରାମାଞ୍ଚଳ-

୩- ଭାପୁର ବାତ୍ୟା ଆଶ୍ରୟସ୍ଥଳୀ- ସବୁ ବର୍ଗର ନାଗରିକ:

– ୭୦ ଟି ପ୍ରଥମ ଡୋଜ, ୨୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ଡୋଜ

୪- ପୁଞ୍ଜିଆମା ବାତ୍ୟା ଆଶ୍ରୟସ୍ଥଳୀ- ସବୁ ବର୍ଗର ନାଗରିକ:

– ୭୦ ଟି ପ୍ରଥମ ଡୋଜ, ୨୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ଡୋଜ

୫- ଗମ୍ଭାରୀମୁଣ୍ଡା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର – ସବୁ ବର୍ଗର ନାଗରିକ:

– ୭୦ ଟି ପ୍ରଥମ ଡୋଜ, ୨୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ଡୋଜ

୬- ସୁନାଖଳା ଉପ ସ୍ୱାସ୍ଥ୍ୟ କେନ୍ଦ୍ର- ସବୁ ବର୍ଗର ନାଗରିକ:

– ୭୦ ଟି ପ୍ରଥମ ଡୋଜ, ୨୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ଡୋଜ

୭- ନୀଳାଦ୍ରିପ୍ରସାଦ ଉପ ସ୍ୱାସ୍ଥ୍ୟ କେନ୍ଦ୍ର – ସବୁ ବର୍ଗର ନାଗରିକ:

– ୭୦ ଟି ପ୍ରଥମ ଡୋଜ, ୨୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ଡୋଜ

୮- ହଳନ୍ଦା ଉପ ସ୍ୱାସ୍ଥ୍ୟ କେନ୍ଦ୍ର – ସବୁ ବର୍ଗର ନାଗରିକ:

– ୭୦ ଟି ପ୍ରଥମ ଡୋଜ, ୨୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ଡୋଜ

ତେବେ ବାଣପୁରର ସମସ୍ତ ଟୀକାକେନ୍ଦ୍ରରେ ସକାଳ ୮ ରୁ ଟୀକାକରଣ ଆରମ୍ଭ ହେବ।

ଚିଲିକା: ସବୁ ବର୍ଗର ନାଗରିକ (ଉଭୟ ଡୋଜ)

୧– ରାମପୁର ପ୍ରାଥମିକ ବିଦ୍ୟାଳୟ (ବାଲୁଗାଁ ଏନଏସି )- ୧୦୦ ଡୋଜ

୨- ସୀଙ୍ଗେଶ୍ୱର ପ୍ରାଥମିକ ବିଦ୍ୟାଳୟ (ସୀଙ୍ଗେଶ୍ୱର ଗ୍ରା.ପ)- ୫୦ ଡୋଜ

୩- ବ୍ରାହ୍ମଣକୁଶଡିହ ବାତ୍ୟା ଆଶ୍ରୟସ୍ଥଳୀ (ଆଙ୍କୁଲା ଗ୍ରା.ପ)- ୫୦ ଡୋଜ

– ଚିଲିକାର ସବୁ ଟିକାକେନ୍ଦ୍ରରେ ଟୀକାକରଣ ସମୟ- ସକାଳ ୯ ଘଟିକାରୁ ଅପରାହ୍ନ ୧ ଘଟିକା (ପ୍ରଥମ ଡୋଜ)

– ଅପରାହ୍ନ ୨ ଘଟିକାରୁ ଅପରାହ୍ନ ୪ ଘଟିକା ପର୍ଯ୍ୟନ୍ତ ଦ୍ଵିତୀୟ ଡୋଜ ଟୀକା ଦେବା ପାଇଁ ସମୟ ନିର୍ଦ୍ଧାରଣ କରଯାଇଛି।

ଅନଲାଇନ ସ୍ଲଟ ବୁକିଂ ଚିଲିକା ଟୀକାକରଣ ବାଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

କୋଭିଡ-୧୯ ର କୌଣସି ଗୁଜବ କିମ୍ବା ଅପପ୍ରଚାରରେ ଭୟଭୀତ ନହୋଇ ସଚେତନ ରହିବାକୁ ଅପିଲ

July 15, 2026

ବାଣପୁର: ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପୂଣ୍ୟତିଥିରେ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

July 14, 2026

ଟାଙ୍ଗୀ ବ୍ଲକ ପରିସରରେ ମିଳିତ ଜନଶୁଣାଣି ଶିବିର

July 13, 2026

ଦିବଙ୍ଗତ କବି ସଂଗ୍ରାମ କେଶରୀ ସାହୁଙ୍କ ଦ୍ଵାଦଶାହ ଶ୍ରଦ୍ଧାଞ୍ଜଳି ସଭା

July 11, 2026
Latest News

ଏବେ ୟୁକେରେ ଏହି ଫସଲକୁ ଟିକସମୁକ୍ତ ବିକ୍ରୟ କରିପାରିବେ ଚାଷୀ: ଜାଣନ୍ତୁ ତାଲିକା

July 15, 2026

ବଦଳି ଯାଇଛି କି ଆପଣଙ୍କ ଡ୍ରାଇଭିଂ ଲାଇସେନ୍ସରେ ଲିଙ୍କ ଥିବା ନମ୍ବର?: ଘରେ ବସି କରନ୍ତୁ ଅପଡେଟ

July 15, 2026

ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା: ଆଜିଠାରୁ ଶସ୍ତା ହେବ ଅନେକ ସାମଗ୍ରୀ

July 15, 2026

‘ଭୁଲ ସ୍ୱୀକାର କରିବା ଉଚିତ’: ମମତା ବାନାର୍ଜୀଙ୍କୁ ଖୋଲା ଚ୍ୟାଲେଞ୍ଜ ଦେଲା କଂଗ୍ରେସ

July 15, 2026

ଆଜିଠାରୁ ଅଗଷ୍ଟ ୧୪ ଯାଏଁ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ପାଇଁ ଆବେଦନ

July 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.