Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଜଗତସିଂହପୁର ପୌରପରିଷଦ ପକ୍ଷରୁ ସ୍ୱାଧୀନତା ସଂଗ୍ରାମୀ ଭାଗୀରଥି ମହାପାତ୍ରଙ୍କ ଶ୍ରାଦ୍ଧ ଦିବସ ପାଳିତ
ଆଞ୍ଚଳିକ

ଜଗତସିଂହପୁର ପୌରପରିଷଦ ପକ୍ଷରୁ ସ୍ୱାଧୀନତା ସଂଗ୍ରାମୀ ଭାଗୀରଥି ମହାପାତ୍ରଙ୍କ ଶ୍ରାଦ୍ଧ ଦିବସ ପାଳିତ

August 3, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ରମେଶ ମହାନ୍ତି
ଜଗତସିଂହପୁର: ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ଭାଗୀରଥି ମହାପାତ୍ରଙ୍କ ଶ୍ରାଦ୍ଧ ଦିବସ ଜଗତସିଂହପୁର ପୌରପରିଷଦ ପକ୍ଷରୁ ପାଳିତ ହୋଇଯାଇଛି। ଏହି ଅବସରରେ ଜଗତସିଂହପୁର ପୌରପରିଷଦ ପରିସରରେ ଅବସ୍ଥିତ ଭାଗୀରଥି ମହାପାତ୍ରଙ୍କ ପ୍ରତିମୂର୍ତ୍ତିରେ ପୌର ନିର୍ବାହୀ ଅଧିକାରୀ ଅଶୋକ କୁମାର କର୍ଣ୍ଣ, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ କାମିନି ରଞ୍ଜନ ପଟ୍ଟନାୟକ, ବରିଷ୍ଠ ସହାୟକ ଦୀପକ ପଟ୍ଟନାୟକ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ। ଏହି କାର୍ଯ୍ୟକ୍ରମରେ ସମସ୍ତ ପୌର କର୍ମଚାରୀ ଉପସ୍ଥିତ ଥିଲେ।

ଜଗତସିଂହପୁର ପୌରପରିଷଦ ଶ୍ରାଦ୍ଧ ଦିବସ ସ୍ୱାଧୀନତା ସଂଗ୍ରାମୀ
Share. Facebook Twitter LinkedIn Email WhatsApp Copy Link

Related Posts

ରଙ୍କନାଥ ମନ୍ଦିରରେ ନୂତନ ପ୍ରବଚନ ମଣ୍ଡପକୁ ଉଦଘାଟନ କଲେ ଆଇନ ମନ୍ତ୍ରୀ

February 15, 2026

ଚିଲିକା ସାମ୍ବାଦିକଙ୍କ ମାତୃ ବିୟୋଗ

February 14, 2026

ରଣପୁର: ଜିଲ୍ଲା ସ୍ତରୀୟ ପାଠଚକ୍ର ଉଦଯାପିତ

February 13, 2026

ରଙ୍କନାଥ ଦେବଙ୍କ ପୀଠରେ ହନୁମାନ ଚାଳିଶା ଯଜ୍ଞ: ମନ୍ଦିର ଉନ୍ନୟନ ପ୍ରକଳ୍ପ ଉଦଘାଟନ କରିବେ ଆଇନ ମନ୍ତ୍ରୀ

February 12, 2026
Latest News

ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ପରିବହନ ପ୍ରକଳ୍ପର ସମୀକ୍ଷା କଲେ ପ୍ରମୁଖ ଶାସନ ସଚିବ

February 16, 2026

ତୃତୀୟ ଆନ୍ତଃ ଜିଲ୍ଲା ଫୁଟବଲ୍ ଟୁର୍ଣ୍ଣାମେଣ୍ଟର ଉଦଯାପନୀ ସମାରୋହରେ ଯୋଗଦେଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ

February 16, 2026

ଓମ୍ଫେଡ୍ ର ସର୍ବକାଳୀନ ରେକର୍ଡ: ଗୋଟିଏ ଦିନରେ ୧ ଲକ୍ଷ ଲିଟର ଦହି ଓ ୧୨ ହଜାର ଲିଟର ଘିଅ ବିକ୍ରି

February 16, 2026

ସେଣ୍ଟ୍ରାଲ ବ୍ୟାଙ୍କ ଡିଜିଟାଲ ମୁଦ୍ରା ଆଧାରିତ ସାଧାରଣ ବଣ୍ଟନ ବ୍ୟବସ୍ଥାର ଶୁଭାରମ୍ଭ କଲେ ଅମିତ ଶାହ

February 16, 2026

ରାଶିଫଳ- ଆଜି ଫେବୃୟାରୀ ୧୬ ତାରିଖ ସୋମବାର କଣ ରହିବ ଆପଣଙ୍କର ଭାଗ୍ୟ

February 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.