Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଟୀକାକରଣ ଅପଡେଟ୍: ଆସନ୍ତାକାଲି ଚିଲିକାରେ ୧ ହଜାର ୮୩୦ ଜଣଙ୍କୁ ଟୀକା, ଏହି ସମୟରେ ଆରମ୍ଭ ହେବ ସ୍ଲଟ ବୁକିଂ
ଆଞ୍ଚଳିକ

ଟୀକାକରଣ ଅପଡେଟ୍: ଆସନ୍ତାକାଲି ଚିଲିକାରେ ୧ ହଜାର ୮୩୦ ଜଣଙ୍କୁ ଟୀକା, ଏହି ସମୟରେ ଆରମ୍ଭ ହେବ ସ୍ଲଟ ବୁକିଂ

August 4, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଚିଲିକା: ଖୋର୍ଦ୍ଧା ଜିଲ୍ଲା ଚିଲିକା ନିର୍ବାଚନମଣ୍ଡଳୀରେ ଆସନ୍ତାକାଲି ୧ ହଜାର ୮୩୦ ଜଣ ନାଗରିକଙ୍କ ପାଇଁ ଟୀକା ବ୍ୟବସ୍ଥା ହୋଇଥିବାବେଳେ ବାଣପୁର ସହରାଞ୍ଚଳର ସବୁ ବର୍ଗର ନାଗରିକମାନେ ଅନଲାଇନ ସ୍ଲଟ ବୁକିଂ କରି ଦୁଇଟି ଟୀକା କେନ୍ଦ୍ରରେ ଟୀକା ନେଇପାରିବେ। ଏ ନେଇ ଉଭୟ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ସୂଚନା ଦେଇଛନ୍ତି।

ଜାଣନ୍ତୁ ବାଣପୁରର କେଉଁ କେନ୍ଦ୍ରରେ କେତେ ଟୀକା ଏବଂ କିପରି ନେବେ:

ବାଣପୁର ଏନଏସି (ଅନଲାଇନ ବୁକିଂ ସମୟ ଆଜି ଅପରାହ୍ନ ୪ ଟା ୩୦ ରୁ ଆରମ୍ଭ)

୧- ଟିକିରାଇ ୟୁଜିଏମଇ ବିଦ୍ୟାଳୟ- ୪୫ ବର୍ଷରୁ ଉର୍ଦ୍ଧ୍ଵ ନାଗରିକ- ୧୦୦ଟି ପ୍ରଥମ ଡୋଜ, ୨୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳା (ଅଫଲାଇନ)- ୩୦ ଡୋଜ

୨- କୃତିବାସ ଭବନ- ପ୍ରଥମ ଡୋଜ- ୧୫୦ (କେବଳ ୧୮-୪୪ ବର୍ଷୀୟ ନାଗରିକ)

ବାଣପୁର ଗ୍ରାମାଞ୍ଚଳ:

୩- ଭାପୁର ବାତ୍ୟା ଆଶ୍ରୟସ୍ଥଳୀ- ସବୁ ବର୍ଗର ନାଗରିକ:

– ୭୦ ଟି ପ୍ରଥମ ଡୋଜ, ୨୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ଡୋଜ

୪- ପୁଞ୍ଜିଆମା ବାତ୍ୟା ଆଶ୍ରୟସ୍ଥଳୀ- ସବୁ ବର୍ଗର ନାଗରିକ:

– ୭୦ ଟି ପ୍ରଥମ ଡୋଜ, ୨୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ଡୋଜ

୫- ଗମ୍ଭାରୀମୁଣ୍ଡା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର – ସବୁ ବର୍ଗର ନାଗରିକ:

– ୧୨୦ ଟି ପ୍ରଥମ ଡୋଜ, ୨୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ଡୋଜ

୬- ସୁନାଖଳା ଉପ ସ୍ୱାସ୍ଥ୍ୟ କେନ୍ଦ୍ର- ସବୁ ବର୍ଗର ନାଗରିକ:

– ୧୨୦ ଟି ପ୍ରଥମ ଡୋଜ, ୨୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ଡୋଜ

୭- ନୀଳାଦ୍ରିପ୍ରସାଦ ଉପ ସ୍ୱାସ୍ଥ୍ୟ କେନ୍ଦ୍ର – ସବୁ ବର୍ଗର ନାଗରିକ:

– ୧୦୦ ଟି ପ୍ରଥମ ଡୋଜ, ୨୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ଡୋଜ

୮- ହଳନ୍ଦା ଉପ ସ୍ୱାସ୍ଥ୍ୟ କେନ୍ଦ୍ର– ସବୁ ବର୍ଗର ନାଗରିକ:

– ୭୦ ଟି ପ୍ରଥମ ଡୋଜ, ୨୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ଡୋଜ

ତେବେ ବାଣପୁରର ସମସ୍ତ ଟୀକାକେନ୍ଦ୍ରରେ ସକାଳ ୮ ରୁ ଟୀକାକରଣ ଆରମ୍ଭ ହେବ।

ଚିଲିକା: ସବୁ ବର୍ଗର ନାଗରିକ (ଉଭୟ ଡୋଜ)

୧- ରାମପୁର ପ୍ରାଥମିକ ବିଦ୍ୟାଳୟ (ବାଲୁଗାଁ ଏନଏସି )- ୩୦୦ ଡୋଜ

୨- ଚଣ୍ଡେଶ୍ୱର ପ୍ରାଥମିକ ବିଦ୍ୟାଳୟ(ଚଣ୍ଡେଶ୍ୱର ଗ୍ରାପ) – ୨୦୦ ଡୋଜ

୩- ଚାଷଙ୍ଗରା ପ୍ରାଥମିକ ବିଦ୍ୟାଳୟ(ନିମିଖେତା ଗ୍ରାପ)- ୧୦୦ ଡୋଜ

୪- କୁମଣ୍ଡଳପାଟଣା ୟୁଜି ୟୁପି ବିଦ୍ୟାଳୟ (କୁମଣ୍ଡଳପାଟଣା ଗ୍ରାପ)- ୨୦୦ ଡୋଜ

– ଚିଲିକାର ସବୁ ଟିକାକେନ୍ଦ୍ରରେ ଟୀକାକରଣ ସମୟ- ସକାଳ ୯ ଘଟିକାରୁ ଅପରାହ୍ନ ୧ ଘଟିକା (ପ୍ରଥମ ଡୋଜ)

– ସେହିଭଳି ଅପରାହ୍ନ ୨ ଘଟିକାରୁ ଅପରାହ୍ନ ୪ ଘଟିକା ପର୍ଯ୍ୟନ୍ତ ଦ୍ଵିତୀୟ ଡୋଜ ଟୀକା ଦେବା ପାଇଁ ସମୟ ନିର୍ଦ୍ଧାରଣ କରଯାଇଛି।

ଅନଲାଇନ ବୁକିଂ ଚିଲିକା ନିର୍ବାଚନମଣ୍ଡଳୀ ବାଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ବଡ଼କୂଳ ମଣ୍ଡଳ ଭାଜପା ‘କାର୍ଯ୍ୟକର୍ତ୍ତା ସମାବେଶ’: ଯୋଗଦେଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

August 21, 2026

ମାନସିକ ରୋଗ ଚିକିତ୍ସା ନିମନ୍ତେ ସମ୍ ହସ୍ପିଟାଲ କ୍ୟାମ୍ପସ-୨ରେ ଅତ୍ୟାଧୁନିକ ମୋଡିଫାଏଡ୍ ଇସିଟି ସେବା

August 20, 2026

ସମ୍ ଅଲ୍‌ଟିମେଟ୍ ର ଡାକ୍ତର ବାନାମ୍ବର ରାୟଙ୍କୁ ‘ଅନରିଙ୍ଗ ଆୱାର ଗୁରୁ’ ସମ୍ମାନ

August 18, 2026

ବର୍ଷା ରୁତୁ ରୋଗ ସଚେତନା ଓ ମାଗଣା ସ୍ଵାସ୍ଥ୍ୟ ଶିବିର

August 17, 2026
Latest News

ରାଶିଫଳ: ଅଗଷ୍ଟ ୨୨ ତାରିଖ ଶନିବାରରେ କଣ ରହିବ ଆପଣଙ୍କ ଭାଗ୍ୟରେ ପଢନ୍ତୁ

August 22, 2026

ମହାନଦୀ ଜଳ ବିବାଦରେ ବଡ଼ ପଦକ୍ଷେପ, CWC ଗଠନ କଲା ବୈଷୟିକ କମିଟି

August 21, 2026

Odisha Investment: ୧୪ ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରି, ୨,୭୮୦ କୋଟି ନିବେଶରେ ୧୪,୧୦୪ ନିଯୁକ୍ତି

August 21, 2026

ଖଣି ବିଲ୍‌କୁ ନେଇ ତେଜିଲା ରାଜନୀତି, ବିଜେପିକୁ ଅରୁଣଙ୍କ ବିତର୍କ ଆହ୍ୱାନ

August 21, 2026

ରାକ୍ଷୀରେ ମିଳିବ ସୁଭଦ୍ରା ଟଙ୍କା, ବକେୟା କିସ୍ତି ନେଇ ଆସିଲା ବଡ଼ ଅପଡେଟ୍‌

August 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.