Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଆସନ୍ତାକାଲି ଚିଲିକାରେ ୧ ହଜାର ୬୦୦ ନାଗରିକ ନେବେ ଟୀକା: ଗର୍ଭବତୀ ମହିଳା ନେବେ ୫୦୦ ଡୋଜ
ଆଞ୍ଚଳିକ

ଆସନ୍ତାକାଲି ଚିଲିକାରେ ୧ ହଜାର ୬୦୦ ନାଗରିକ ନେବେ ଟୀକା: ଗର୍ଭବତୀ ମହିଳା ନେବେ ୫୦୦ ଡୋଜ

August 5, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଚିଲିକା: ଖୋର୍ଦ୍ଧା ଜିଲ୍ଲା ଚିଲିକା ନିର୍ବାଚନମଣ୍ଡଳୀରେ ଆସନ୍ତାକାଲି ୧ ହଜାର ୬୦୦ ଜଣ ନାଗରିକଙ୍କ ପାଇଁ ଟୀକା ବ୍ୟବସ୍ଥା ହୋଇଥିବାବେଳେ ତନ୍ମଧ୍ୟରୁ ବାଲୁଗାଁ ଏନଏସି ଓ ଚିଲିକା ବ୍ଲକର ୫୦୦ ଜଣ ଗର୍ଭବତୀ ମହିଳା ପ୍ରଥମ ଡୋଜ ଟୀକା ନେବେ ଏବଂ ବାଣପୁର ସହରାଞ୍ଚଳର ସବୁ ବର୍ଗର ନାଗରିକମାନେ ଅନଲାଇନ ସ୍ଲଟ ବୁକିଂ କରି ଦୁଇଟି ଟୀକା କେନ୍ଦ୍ରରେ ଟୀକା ନେଇପାରିବେ। ଏ ନେଇ ଉଭୟ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ସୂଚନା ଦେଇଛନ୍ତି।

ଜାଣନ୍ତୁ ବାଣପୁରର କେଉଁ କେନ୍ଦ୍ରରେ କେତେ ଟୀକା ଏବଂ କିପରି ନେବେ:

ବାଣପୁର ଏନଏସି (ଅନଲାଇନ ବୁକିଂ ସମୟ ଆଜି ଅପରାହ୍ନ ୪ ଟା ୩୦ ରୁ ଆରମ୍ଭ)

୧- ଟିକିରାଇ ୟୁଜିଏମଇ ବିଦ୍ୟାଳୟ– ୪୫ ବର୍ଷରୁ ଉର୍ଦ୍ଧ୍ଵ ନାଗରିକ- ୧୦୦ଟି ପ୍ରଥମ ଡୋଜ, ୨୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳା (ଅଫଲାଇନ)- ୩୦ ଡୋଜ

୨- କୃତିବାସ ଭବନ– ପ୍ରଥମ ଡୋଜ- ୧୫୦ (କେବଳ ୧୮-୪୪ ବର୍ଷୀୟ ନାଗରିକ)

ବାଣପୁର ଗ୍ରାମାଞ୍ଚଳ:

୩- ଭାପୁର ବାତ୍ୟା ଆଶ୍ରୟସ୍ଥଳୀ- ସବୁ ବର୍ଗର ନାଗରିକ:

– ୭୦ ଟି ପ୍ରଥମ ଡୋଜ, ୨୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ଡୋଜ

୪- ପୁଞ୍ଜିଆମା ବାତ୍ୟା ଆଶ୍ରୟସ୍ଥଳୀ- ସବୁ ବର୍ଗର ନାଗରିକ:

– ୭୦ ଟି ପ୍ରଥମ ଡୋଜ, ୨୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ଡୋଜ

୫- ଗମ୍ଭାରୀମୁଣ୍ଡା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର – ସବୁ ବର୍ଗର ନାଗରିକ:

– ୧୨୦ ଟି ପ୍ରଥମ ଡୋଜ, ୨୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

୬- ସୁନାଖଳା ଉପ ସ୍ୱାସ୍ଥ୍ୟ କେନ୍ଦ୍ର- ସବୁ ବର୍ଗର ନାଗରିକ:

– ୧୨୦ ଟି ପ୍ରଥମ ଡୋଜ, ୨୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ଡୋଜ

୭- ନୀଳାଦ୍ରିପ୍ରସାଦ ଉପ ସ୍ୱାସ୍ଥ୍ୟ କେନ୍ଦ୍ର– ସବୁ ବର୍ଗର ନାଗରିକ:

– ୭ ୦ ଟି ପ୍ରଥମ ଡୋଜ, ୨୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ଡୋଜ

୮- ହଳନ୍ଦା ଉପ ସ୍ୱାସ୍ଥ୍ୟ କେନ୍ଦ୍ର– ସବୁ ବର୍ଗର ନାଗରିକ:

– ୭୦ ଟି ପ୍ରଥମ ଡୋଜ, ୨୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ଡୋଜ

ତେବେ ବାଣପୁରର ସମସ୍ତ ଟୀକାକେନ୍ଦ୍ରରେ ସକାଳ ୮ ରୁ ଟୀକାକରଣ ଆରମ୍ଭ ହେବ।

ଚିଲିକା: ସବୁ ବର୍ଗର ନାଗରିକ (ଉଭୟ ଡୋଜ)

୧- ନିମିକ୍ଷେତା ପ୍ରାଥମିକ ବିଦ୍ୟାଳୟ (ନିମିକ୍ଷେତା ଗ୍ରାପ )– ୧୦୦ ଡୋଜ

ଟୀକାକରଣ ସମୟ- ସକାଳ ୯ ଘଟିକାରୁ ଅପରାହ୍ନ ୧ ଘଟିକା (ପ୍ରଥମ ଡୋଜ)

– ସେହିଭଳି ଅପରାହ୍ନ ୨ ଘଟିକାରୁ ଅପରାହ୍ନ ୪ ଘଟିକା ପର୍ଯ୍ୟନ୍ତ ଦ୍ଵିତୀୟ ଡୋଜ ଟୀକା ଦେବା ପାଇଁ ସମୟ ନିର୍ଦ୍ଧାରଣ କରଯାଇଛି।

ତେବେ ବାଲୁଗାଁ ଏନଏସି ଏବଂ ଚିଲିକା ବ୍ଲକର ଗର୍ଭବତୀ ମହିଳାମାନଙ୍କ ପାଇଁ ବାଲୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ୧୫୦ ଡୋଜ, ନଈରୀ ଉପସ୍ୱାସ୍ଥ୍ୟ କେନ୍ଦ୍ରରେ ୧୫୦ ଡୋଜ, ଜରିପଡ଼ା ଉପସ୍ୱାସ୍ଥ୍ୟ କେନ୍ଦ୍ରରେ ୧୦୦ ଡୋଜ ଏବଂ ସୋରଣ ଉପସ୍ୱାସ୍ଥ୍ୟ କେନ୍ଦ୍ରରେ ୧୦୦ ଗୋଟି ପ୍ରଥମ ଡୋଜ ଟୀକା ବ୍ୟବସ୍ଥା କରାଯାଇଛି। ଏଥିପାଇଁ ସକାଳ ୯ ଟାରୁ ଅପରାହ୍ନ ୧ ଘଟିକା ପର୍ଯ୍ୟନ୍ତ ସମୟ ନିର୍ଦ୍ଧାରଣ କରାଯାଇଛି।

ଚିଲିକା ନିର୍ବାଚନମଣ୍ଡଳୀ ଟୀକାକରଣ ବାଣପୁର ବାଲୁଗାଁ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ମା’ ତାରିଣୀଙ୍କ ପୀଠରେ ବିଶ୍ୱଶାନ୍ତି ଗୀତା ମହାଯଜ୍ଞ ଓ ଅଷ୍ଟ ଶମ୍ଭୁ ମିଳନ

April 17, 2026

ଓଡିଶା ଆଦର୍ଶ ବିଦ୍ୟାଳୟର ଛାତ୍ରୀ ଜାତପଦ୍ମାଙ୍କ ସଫଳତା: ସିବିଏସଇ ପରୀକ୍ଷାରେ ରଖିଲେ ୯୮% ନମ୍ବର

April 17, 2026

ବାଲୁଗାଁରେ ପ୍ରଥମ ଥର ହେବ ‘ଚିଲିକା ପୁସ୍ତକ ମେଳା’, ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ବସିଲା ପ୍ରସ୍ତୁତି ବୈଠକ

April 16, 2026

ଉମାମହେଶ୍ବର ଦେବଙ୍କ ପୀଠରେ ଅଷ୍ଟଶମ୍ଭୁ ମିଳନ ମହୋତ୍ସବ

April 15, 2026
Latest News

ଉଧମପୁରରେ ମର୍ମନ୍ତୁଦ ଦୁର୍ଘଟଣା: ଯାତ୍ରୀବାହୀ ବସ୍ ଓଲଟି ୧୫ ମୃତ

April 20, 2026

ଆଜି ଗୁଜୁରାଟ ଟାଇଟାନ୍ସକୁ ଭେଟିବ ମୁମ୍ବାଇ ଇଣ୍ଡିଆନ୍ସ: ଦେଖନ୍ତୁ ଉଭୟ ଦଳର ହେଡ୍-ଟୁ-ହେଡ୍ ରେକର୍ଡ

April 20, 2026

ଭାରତୀୟ ଟ୍ୟାଙ୍କର ଉପରେ ଆକ୍ରମଣ ସମ୍ପର୍କିତ ପ୍ରଶ୍ନରେ ରାଗିଲେ ଟ୍ରମ୍ପ: କାହାକୁ କହିଲେ ‘ବାହାରିଯାଅ’?

April 20, 2026

କାର୍ ଧକ୍କାରେ ମହିଳା ମୃତ

April 20, 2026

“ଆମେରିକା ପାଇଁ ବିପଦଜନକ ପାକିସ୍ତାନ, କିନ୍ତୁ ଭାରତ….”: ଆମେରିକୀୟ ବିଶେଷଜ୍ଞଙ୍କ ଟ୍ରମ୍ପଙ୍କୁ ଚେତାବନୀ

April 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.