Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଆସନ୍ତାକାଲି ବାଣପୁରର ଏହି ସବୁ ଅଞ୍ଚଳରେ ବନ୍ଦ ରହିବ ବିଦ୍ୟୁତ ସରବରାହ
ଆଞ୍ଚଳିକ

ଆସନ୍ତାକାଲି ବାଣପୁରର ଏହି ସବୁ ଅଞ୍ଚଳରେ ବନ୍ଦ ରହିବ ବିଦ୍ୟୁତ ସରବରାହ

August 7, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ଭୁବନେଶ୍ୱର ଓ କଟକରେ ବିଭିନ୍ନ ସ୍ଥାନରେ ବିଦ୍ୟୁତ ଯୋଗାଣ ବନ୍ଦ ରହିବ।
ଭୁବନେଶ୍ୱର ଓ କଟକରେ ବିଭିନ୍ନ ସ୍ଥାନରେ ବିଦ୍ୟୁତ ଯୋଗାଣ ବନ୍ଦ ରହିବ।

ସୀତାରାମ ଅଗ୍ରୱାଲ

ବାଣପୁର: ଆସନ୍ତାକାଲି ବାଣପୁର ଏନଏସି ଏବଂ ବ୍ଲକରେ ତିନି ଘଣ୍ଟା ପାଇଁ ବିଦ୍ୟୁତ ସରବରାହ ସମ୍ପୂର୍ଣ୍ଣ ବନ୍ଦ ରହିବ। ଏନେଇ ଟି.ପି.ସି.ଓ.ଡି.ଏଲ ବାଲୁଗାଁ ଉପଖଣ୍ଡ ଅଧିକାରୀ ଟୁକୁନା ଦଳେଇ ସୂଚନା ଦେଇଛନ୍ତି। ବାଣପୁର ଦୁଇ ନମ୍ବର ୧୧ କେ.ଭି ଫିଡ଼ରର ଜରୁରୀକାଳୀନ ରକ୍ଷଣାବେକ୍ଷଣ କାର୍ଯ୍ୟ ନିମନ୍ତେ ଆସନ୍ତାକାଲି ସକାଳ ୭ ଘଟିକାରୁ ୧୦ ଘଟିକା ଯାଏଁ ବିଦ୍ୟୁତ ସରବରାହ ବନ୍ଦ ରହିବ। ଉକ୍ତ ଫିଡ଼ର ଅଧୀନରେ ଆସୁଥିବା ସମସ୍ତ ବିଦ୍ୟୁତ ଉପଭୋକ୍ତା ମାନଙ୍କୁ ଏହି ପରିପ୍ରେକ୍ଷୀରେ ସହଯୋଗ କରିବାକୁ ନିବେଦନ କରିଛନ୍ତି ଉପଖଣ୍ଡ ଅଧିକାରୀ ଶ୍ରୀ ଦଳେଇ।

ମିଳିଥିବା ସୂଚନା ଅନୁସାରେ ବାଣପୁର ବ୍ଲକର ନନ୍ଦପୁର, କୁମାରାଙ୍ଗ , ଭବାନୀପୁର, ଦାମିଆ ବରବରା, ତୁମୁରାପୁଟ ପଞ୍ଚାୟତ ଏବଂ ବାଣପୁର ଏନଏସି ଅଞ୍ଚଳରେ ବିଦ୍ୟୁତ ସରବରାହ ସମ୍ପୂର୍ଣ ବନ୍ଦ ରହିବ ବୋଲି ସୂଚନା ରହିଛି।

ବାଣପୁର ବିଦ୍ୟୁତ ସରବରାହ
Share. Facebook Twitter LinkedIn Email WhatsApp Copy Link

Related Posts

ହନୁମାନ ଜୟନ୍ତୀ ଉପଲକ୍ଷେ ବାଇକ ଶୋଭାଯାତ୍ରା

April 14, 2026

ବାଲୁଗାଁ ମହାବିଦ୍ୟାଳୟରେ ଅଗ୍ନି ନିରାପତ୍ତା ସଚେତନତା କାର୍ଯ୍ୟକ୍ରମ

April 13, 2026

ଗୋଦାବରୀଶ ମହାବିଦ୍ୟାଳୟ ରୋଭର ଓ ରେଞ୍ଜର ମାନଙ୍କ ଜଳ ବଣ୍ଟନ କାର୍ଯ୍ୟକ୍ରମ

April 13, 2026

ସାମ୍ବାଦିକ ନୃସିଂହ ମିଶ୍ରଙ୍କ ବିୟୋଗରେ ଶୋକସଭା

April 12, 2026
Latest News

ପୁର୍ବ ଶତ୍ରୁତାକୁ ନେଇ ଯୁବକଙ୍କୁ ନିର୍ମମ ହତ୍ୟା

April 15, 2026

ରାଘବ ଚଢାଙ୍କୁ ମିଳିବ Z ସିକ୍ୟୁରିଟି!: ସୁରକ୍ଷା ପ୍ରତ୍ୟାହାର କରିଥିଲେ ପଞ୍ଜାବର AAP ସରକାର

April 15, 2026

ଆଜି  ପ୍ରକାଶ ପାଇବ CBSE ର ଦଶମ ପରୀକ୍ଷା ଫଳ!: ଯାଞ୍ଚ କରନ୍ତୁ ଫଳାଫଳ

April 15, 2026

ବିହାରର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେଲେ ସମ୍ରାଟ ଚୌଧୁରୀ: ଜେଡିୟୁରୁ ଦୁଇ ଉପମୁଖ୍ୟମନ୍ତ୍ରୀ

April 15, 2026

ରାସଗୋବିନ୍ଦପୁରରେ ଛାତ୍ରୀ ମୃତ୍ୟୁ ମାମଲା: କେନ୍ଦ୍ରାଞ୍ଚଳ RDC ତଦନ୍ତ ନିର୍ଦ୍ଦେଶ

April 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.