Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଆସନ୍ତାକାଲି ଚିଲିକାରେ ୧ ହଜାର ୯୩୦ ଡୋଜ ଟୀକା: ବାଣପୁରର ଚାରି ଗୋଟି କେନ୍ଦ୍ରରେ ଅନଲାଇନ ପଞ୍ଜିକରଣ
ଆଞ୍ଚଳିକ

ଆସନ୍ତାକାଲି ଚିଲିକାରେ ୧ ହଜାର ୯୩୦ ଡୋଜ ଟୀକା: ବାଣପୁରର ଚାରି ଗୋଟି କେନ୍ଦ୍ରରେ ଅନଲାଇନ ପଞ୍ଜିକରଣ

August 8, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଚିଲିକା: ଖୋର୍ଦ୍ଧା ଜିଲ୍ଲା ଚିଲିକା ନିର୍ବାଚନମଣ୍ଡଳୀରେ ଆସନ୍ତାକାଲି ୧ ହଜାର ୯୩୦ ଜଣ ନାଗରିକଙ୍କ ପାଇଁ ଟୀକା ବ୍ୟବସ୍ଥା ହୋଇଥିବାବେଳେ ବାଣପୁର ର ଚାରି ଗୋଟି ଟୀକା କେନ୍ଦ୍ରରେ ସବୁ ବର୍ଗର ନାଗରିକମାନେ ଅନଲାଇନ ସ୍ଲଟ ବୁକିଂ କରି ଟୀକା ନେଇପାରିବେ। ଏ ନେଇ ଉଭୟ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ସୂଚନା ଦେଇଛନ୍ତି।

ଜାଣନ୍ତୁ ବାଣପୁରର କେଉଁ କେନ୍ଦ୍ରରେ କେତେ ଟୀକା ଏବଂ କିପରି ନେବେ:

ଅନଲାଇନ (ବୁକିଂ ସମୟ ଆଜି ଅପରାହ୍ନ ୪ ଟା ୩୦ ରୁ ଆରମ୍ଭ)

୧- ଟିକିରାଇ ୟୁଜିଏମଇ ବିଦ୍ୟାଳୟ- ୪୫ ବର୍ଷରୁ ଉର୍ଦ୍ଧ୍ଵ ନାଗରିକ- ୧୦୦ଟି ପ୍ରଥମ ଡୋଜ, ୨୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳା(ଅଫଲାଇନ) ୩୦ ଟି ଡୋଜ

୨- କୃତିବାସ ଭବନ- ପ୍ରଥମ ଡୋଜ- ୧୫୦ (କେବଳ ୧୮-୪୪ ବର୍ଷୀୟ ନାଗରିକ)

୩- ଗମ୍ଭାରୀମୁଣ୍ଡା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର– ସବୁ ବର୍ଗର ନାଗରିକ
– ୮୦ ଟି ପ୍ରଥମ ଡୋଜ, ୨୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ଡୋଜ

୪- ସୁନାଖଳା ଉପ ସ୍ୱାସ୍ଥ୍ୟ କେନ୍ଦ୍ର- ସବୁ ବର୍ଗର ନାଗରିକ:
୮୦ ଟି ପ୍ରଥମ ଡୋଜ, ୨୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ଡୋଜ

ଅଫଲାଇନ

୫- ଭାପୁର ବାତ୍ୟା ଆଶ୍ରୟସ୍ଥଳୀ- ସବୁ ବର୍ଗର ନାଗରିକ:

– ୭୦ ଟି ପ୍ରଥମ ଡୋଜ, ୨୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

୬- ପୁଞ୍ଜିଆମା ବାତ୍ୟା ଆଶ୍ରୟସ୍ଥଳୀ- ସବୁ ବର୍ଗର ନାଗରିକ:

– ୭୦ ଟି ପ୍ରଥମ ଡୋଜ, ୨୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

୭- ନୀଳାଦ୍ରିପ୍ରସାଦ ଉପ ସ୍ୱାସ୍ଥ୍ୟ କେନ୍ଦ୍ର – ସବୁ ବର୍ଗର ନାଗରିକ:

– ୮୦ ଟି ପ୍ରଥମ ଡୋଜ, ୨୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

୮- ହଳନ୍ଦା ଉପ ସ୍ୱାସ୍ଥ୍ୟ କେନ୍ଦ୍ର– ସବୁ ବର୍ଗର ନାଗରିକ:

– ୭୦ ଟି ପ୍ରଥମ ଡୋଜ, ୨୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

ତେବେ ବାଣପୁରର ସମସ୍ତ ଟୀକାକେନ୍ଦ୍ରରେ ସକାଳ ୮.୩୦ରୁ ଟୀକାକରଣ ଆରମ୍ଭ ହେବ।

ଚିଲିକା: ସବୁ ବର୍ଗର ନାଗରିକ (ଉଭୟ ଡୋଜ)

୧- ବାଲୁଗାଁ ଏନଏସି– ୨୦୦ ଡୋଜ

୨- ଇଂଜନପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ(ଅଠରବାଟିଆ ଗ୍ରାପ)– ୨୦୦ ଡୋଜ

୩- ଗଙ୍ଗାଧରପୁର ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟ(ହରିପୁର ଗ୍ରାପ)- ୨୦୦ ଡୋଜ

୪- ଜରିପଡ଼ା ଉପ ସ୍ୱାସ୍ଥ୍ୟ କେନ୍ଦ୍ର (ଜରିପଡ଼ା ଗ୍ରାପ)- ୨୦୦ ଡୋଜ

୫- ସୋରଣ ପ୍ରାଥମିକ ବିଦ୍ୟାଳୟ(ସୋରଣ ଗ୍ରାପ)- ୨୦୦ ଡୋଜ

– ଚିଲିକାର ସବୁ ଟିକାକେନ୍ଦ୍ରରେ ଟୀକାକରଣ ସମୟ- ସକାଳ ୯ ଘଟିକାରୁ ଅପରାହ୍ନ ୧ ଘଟିକା (ପ୍ରଥମ ଡୋଜ)

– ସେହିଭଳି ଅପରାହ୍ନ ୨ ଘଟିକାରୁ ଅପରାହ୍ନ ୪ ଘଟିକା ପର୍ଯ୍ୟନ୍ତ ଦ୍ଵିତୀୟ ଡୋଜ ଟୀକା ଦେବା ପାଇଁ ସମୟ ନିର୍ଦ୍ଧାରଣ କରଯାଇଛି।

ଅନଲାଇନ ପଞ୍ଜିକରଣ ଚିଲିକା ନିର୍ବାଚନମଣ୍ଡଳୀ ବାଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

‘ଓଡ଼ିଶା ଫାର୍ମାସୀ ଅଧିକାରୀ ସେବା ସଂଘ’ର ବାର୍ଷିକ ସମ୍ମିଳନୀରେ ଯୋଗଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

August 23, 2026

ଦିଲ୍ଲୀରେ ସ୍ୱାଇନ୍ ଫ୍ଲୁ ର ଆତଙ୍କ!: ଏପର୍ଯ୍ୟନ୍ତ ୧୭୭୭ ମାମଲା ଚିହ୍ନଟ

August 23, 2026

ଭାରତରେ ବଢ଼ୁଛି ମଧୁମେହ-ମୋଟପାର ବୋଝ: ଜୀବନଶୈଳୀ ରୋଗ ନେଇ ବଢ଼ିଲା ଚିନ୍ତା

August 23, 2026

ବାଣପୁର: ପ୍ରଜାପିତା ବ୍ରହ୍ମକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ପକ୍ଷରୁ ରକ୍ତଦାନ ଶିବିର

August 22, 2026
Latest News

ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ନିକଟରେ ହାତାହାତି

August 23, 2026

ନକଲି ଇ-ଚାଲାଣ ନାଁରେ ବଡ଼ ସାଇବର ଠକେଇ: ଖାଲି ହୋଇପାରେ ବ୍ୟାଙ୍କ ଖାତା

August 23, 2026

ଆସନ୍ତାକାଲି ନବରଙ୍ଗପୁରରେ ସ୍କୁଲ ଓ ଅଙ୍ଗନବାଡ଼ି ବନ୍ଦ

August 23, 2026

ସ୍ତ୍ରୀର ତଣ୍ଟି କାଟି ହତ୍ୟା କଲା ସ୍ବାମୀ

August 23, 2026

ତୁଳସୀକ୍ଷେତ୍ରରେ ରାଧାଗୋବିନ୍ଦଙ୍କ ଦିବ୍ୟ ଝୁଲଣ ଲୀଳା ଦର୍ଶନ ପାଇଁ ଭକ୍ତଙ୍କ ସମାଗମ

August 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.