Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଆସନ୍ତାକାଲି ଚିଲିକାରେ ୧ ହଜାର ୮୭୦ ଜଣ ନେବେ ଟୀକା: ଜାଣନ୍ତୁ କେଉଁ କେନ୍ଦ୍ର ପାଇଁ କେତେ ଡୋଜ
ଆଞ୍ଚଳିକ

ଆସନ୍ତାକାଲି ଚିଲିକାରେ ୧ ହଜାର ୮୭୦ ଜଣ ନେବେ ଟୀକା: ଜାଣନ୍ତୁ କେଉଁ କେନ୍ଦ୍ର ପାଇଁ କେତେ ଡୋଜ

August 9, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଚିଲିକା: ଖୋର୍ଦ୍ଧା ଜିଲ୍ଲା ଚିଲିକା ନିର୍ବାଚନମଣ୍ଡଳୀରେ ଆସନ୍ତାକାଲି ୧ ହଜାର ୮୭୦ ଜଣ ନାଗରିକଙ୍କ ପାଇଁ ଟୀକା ବ୍ୟବସ୍ଥା ହୋଇଥିବାବେଳେ ବାଣପୁର ର ଚାରି ଗୋଟି ଟୀକା କେନ୍ଦ୍ରରେ ସବୁ ବର୍ଗର ନାଗରିକମାନେ ଅନଲାଇନ ସ୍ଲଟ ବୁକିଂ କରି ଟୀକା ନେଇପାରିବେ। ଏ ନେଇ ଉଭୟ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ସୂଚନା ଦେଇଛନ୍ତି।

ଜାଣନ୍ତୁ ବାଣପୁରର କେଉଁ କେନ୍ଦ୍ରରେ କେତେ ଟୀକା ଏବଂ କିପରି ନେବେ:

ଅନଲାଇନ (ବୁକିଂ ସମୟ ଆଜି ଅପରାହ୍ନ ୪ ଟା ୩୦ ରୁ ଆରମ୍ଭ)

୧- ଟିକିରାଇ ୟୁଜିଏମଇ ବିଦ୍ୟାଳୟ- ୪୫ ବର୍ଷରୁ ଉର୍ଦ୍ଧ୍ଵ ନାଗରିକ- ୧୦୦ଟି ପ୍ରଥମ ଡୋଜ,

– ୨୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳା(ଅଫଲାଇନ) ୩୦ ଟି ଡୋଜ

୨- କୃତିବାସ ଭବନ- ପ୍ରଥମ ଡୋଜ- ୧୫୦ (କେବଳ ୧୮-୪୪ ବର୍ଷୀୟ ନାଗରିକ)

୩- ଗମ୍ଭାରୀମୁଣ୍ଡା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର– ସବୁ ବର୍ଗର ନାଗରିକ

– ୮୦ ଟି ପ୍ରଥମ ଡୋଜ, ୨୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ଡୋଜ

୪- ସୁନାଖଳା ଉପ ସ୍ୱାସ୍ଥ୍ୟ କେନ୍ଦ୍ର- ସବୁ ବର୍ଗର ନାଗରିକ:

– ୮୦ ଟି ପ୍ରଥମ ଡୋଜ, ୨୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ଡୋଜ

ଅଫଲାଇନ

୫- ଭାପୁର ବାତ୍ୟା ଆଶ୍ରୟସ୍ଥଳୀ- ସବୁ ବର୍ଗର ନାଗରିକ:

– ୭୦ ଟି ପ୍ରଥମ ଡୋଜ, ୨୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

୬- ପୁଞ୍ଜିଆମା ବାତ୍ୟା ଆଶ୍ରୟସ୍ଥଳୀ– ସବୁ ବର୍ଗର ନାଗରିକ:

– ୭୦ ଟି ପ୍ରଥମ ଡୋଜ, ୨୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

୭- ନୀଳାଦ୍ରିପ୍ରସାଦ ଉପ ସ୍ୱାସ୍ଥ୍ୟ କେନ୍ଦ୍ର– ସବୁ ବର୍ଗର ନାଗରିକ:

– ୭୦ ଟି ପ୍ରଥମ ଡୋଜ, ୨୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

୮- ହଳନ୍ଦା ଉପ ସ୍ୱାସ୍ଥ୍ୟ କେନ୍ଦ୍ର– ସବୁ ବର୍ଗର ନାଗରିକ:

– ୭୦ ଟି ପ୍ରଥମ ଡୋଜ, ୨୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

ତେବେ ବାଣପୁରର ସମସ୍ତ ଟୀକାକେନ୍ଦ୍ରରେ ସକାଳ ୮.୩୦ରୁ ଟୀକାକରଣ ଆରମ୍ଭ ହେବ।

ଚିଲିକା: ସବୁ ବର୍ଗର ନାଗରିକ (ଉଭୟ ଡୋଜ)

୧- ମଲ୍ଲିକେଶ୍ୱର ଶିବ ମନ୍ଦିର, ସରଳାପଦର (ବାଲୁଗାଁ ଏନଏସି)– ୧୫୦ ଡୋଜ

୨- ଛତ୍ରଗଡ ପ୍ରାଥମିକ ବିଦ୍ୟାଳୟ (ଡୁଙ୍ଗମାଳ ଗ୍ରାପ)– ୨୦୦ ଡୋଜ

୩- ମାଣ୍ଡିଆମେରୁ ପ୍ରାଥମିକ ବିଦ୍ୟାଳୟ (ବଉଳାବନ୍ଧ ଗ୍ରାପ)- ୨୦୦ ଡୋଜ

୪- ଛକଡ଼ିପୁର ପ୍ରାଥମିକ ବିଦ୍ୟାଳୟ (ବିରିବାଡି ଗ୍ରାପ)– ୨୦୦ ଡୋଜ

୫- ବାଲିନାସି ପ୍ରାଥମିକ ବିଦ୍ୟାଳୟ (କଳକଳେଶ୍ୱର ଗ୍ରାପ)– ୨୦୦ ଡୋଜ

– ଚିଲିକାର ସବୁ ଟିକାକେନ୍ଦ୍ରରେ ଟୀକାକରଣ ସମୟ- ସକାଳ ୯ ଘଟିକାରୁ ଅପରାହ୍ନ ୧ ଘଟିକା (ପ୍ରଥମ ଡୋଜ)

– ସେହିଭଳି ଅପରାହ୍ନ ୨ ଘଟିକାରୁ ଅପରାହ୍ନ ୪ ଘଟିକା ପର୍ଯ୍ୟନ୍ତ ଦ୍ଵିତୀୟ ଡୋଜ ଟୀକା ଦେବା ପାଇଁ ସମୟ ନିର୍ଦ୍ଧାରଣ କରଯାଇଛି।

ଅନଲାଇନ ସ୍ଲଟ ବୁକିଂ ଖୋର୍ଦ୍ଧା ଜିଲ୍ଲା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଚିଲିକା
Share. Facebook Twitter LinkedIn Email WhatsApp Copy Link

Related Posts

ଶୋକରୁ ଜୀବନର ଆଶା: ସମ୍ମମରେ ଅଙ୍ଗଦାନର ମହାନ ନିଷ୍ପତ୍ତି

September 9, 2026

ତୋରସିଂହ ଗ୍ରାମପଞ୍ଚାୟତର କାର୍ଯ୍ୟାଳୟ ଗୃହର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମନ୍ତ୍ରୀ ଓ ସାଂସଦ

September 9, 2026

ବାଣପୁର: ବ୍ଲକ ସ୍ତରୀୟ ଇଣ୍ଡୋର ସ୍ପୋର୍ଟ୍ସ ଉଦଯାପିତ

September 9, 2026

ବାଣପୁରରେ ସାକ୍ଷରତା ଦିବସ ଉପଲକ୍ଷେ ୩୫ ଜଣ ସମ୍ମାନିତ

September 9, 2026
Latest News

କୁଲଦୀପ ଯାଦବଙ୍କ ଶ୍ରେଷ୍ଠ ପ୍ରଦର୍ଶନ: ଗୋଟିଏ ମ୍ୟାଚ୍‌ରେ ୧୦ ୱିକେଟ୍ ନେଇ ରଚିଲେ ଇତିହାସ

September 11, 2026

ଭୁଶୁଡ଼ିଲା କଂକ୍ରିଟ୍ ସ୍ଲାବ୍: ୩ ଶ୍ରମିକଙ୍କ ମୃତ୍ୟୁ

September 11, 2026

ଭୁବନେଶ୍ୱର ଓ ବାରିପଦାରେ ଭିଜିଲାନ୍ସ ଚଢ଼ଉ: ୧୪ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଜବତ, ୨ ଅଡିଟର ଅଟକ

September 11, 2026

ଘରକୁ ମହକାଉଛି, ହେଲେ ଶରୀର ପାଇଁ ବିପଦ ଡାକୁନି ତ ରୁମ୍ ଫ୍ରେଶନର?

September 11, 2026

ଭାରତର GDP ଅଭିବୃଦ୍ଧିରେ IMF ଆଶ୍ଚର୍ଯ୍ୟ: ଜାଣନ୍ତୁ କ’ଣ କହିଲେ ମୁଖପାତ୍ର?

September 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.