Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଚିଲିକା ଟୀକାକରଣ ଅପଡେଟ: ଆସନ୍ତାକାଲି ୧ ହଜାର ୨୯୦ ଜଣ ନେବେ ଟୀକା
ଆଞ୍ଚଳିକ

ଚିଲିକା ଟୀକାକରଣ ଅପଡେଟ: ଆସନ୍ତାକାଲି ୧ ହଜାର ୨୯୦ ଜଣ ନେବେ ଟୀକା

August 15, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଚିଲିକା: ଖୋର୍ଦ୍ଧା ଜିଲ୍ଲା ଚିଲିକା ନିର୍ବାଚନମଣ୍ଡଳୀରେ ଆସନ୍ତାକାଲି (ଅଗଷ୍ଟ ୧୬ ତାରିଖ) ରେ ୧ ହଜାର ୨୯୦ ଜଣ ନାଗରିକଙ୍କ ପାଇଁ ଟୀକା ବ୍ୟବସ୍ଥା ହୋଇଥିବାବେଳେ ବାଣପୁର ର ଚାରି ଗୋଟି ଟୀକା କେନ୍ଦ୍ରରେ ସବୁ ବର୍ଗର ନାଗରିକମାନେ ଅନଲାଇନ ସ୍ଲଟ ବୁକିଂ କରି ଟୀକା ନେଇପାରିବେ। ଏ ନେଇ ଉଭୟ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ସୂଚନା ଦେଇଛନ୍ତି।

ଜାଣନ୍ତୁ ବାଣପୁରର କେଉଁ କେନ୍ଦ୍ରରେ କେତେ ଟୀକା ଏବଂ କିପରି ନେବେ:

ଅନଲାଇନ (ବୁକିଂ ସମୟ ଆଜି ଅପରାହ୍ନ ୪ ଟା ୩୦ ରୁ ଆରମ୍ଭ)

୧- ଟିକିରାଇ ୟୁଜିଏମଇ ବିଦ୍ୟାଳୟ- ୪୫ ବର୍ଷରୁ ଉର୍ଦ୍ଧ୍ଵ ନାଗରିକ- ୭୦ ଟି ପ୍ରଥମ ଡୋଜ, ୨୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳା(ଅଫଲାଇନ) ୧୦ ଟି ଡୋଜ

୨- କୃତିବାସ ଭବନ- ପ୍ରଥମ ଡୋଜ- ୧୦୦ (କେବଳ ୧୮-୪୪ ବର୍ଷୀୟ ନାଗରିକ)

୩- ଗମ୍ଭାରୀମୁଣ୍ଡା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର– ସବୁ ବର୍ଗର ନାଗରିକ

– ୭୦ ଟି ପ୍ରଥମ ଡୋଜ, ୨୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

୪- ସୁନାଖଳା ଉପ ସ୍ୱାସ୍ଥ୍ୟ କେନ୍ଦ୍ର- ସବୁ ବର୍ଗର ନାଗରିକ:

– ୭୦ ଟି ପ୍ରଥମ ଡୋଜ, ୨୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

ଅଫଲାଇନ ଟୀକାକରଣ:

୫- ଭାପୁର ବାତ୍ୟା ଆଶ୍ରୟସ୍ଥଳୀ- ସବୁ ବର୍ଗର ନାଗରିକ:

– ୭୦ ଟି ପ୍ରଥମ ଡୋଜ, ୧୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

୬- ପୁଞ୍ଜିଆମା ବାତ୍ୟା ଆଶ୍ରୟସ୍ଥଳୀ- ସବୁ ବର୍ଗର ନାଗରିକ:

– ୭୦ ଟି ପ୍ରଥମ ଡୋଜ, ୧୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

୭- ନୀଳାଦ୍ରିପ୍ରସାଦ ଉପ ସ୍ୱାସ୍ଥ୍ୟ କେନ୍ଦ୍ର – ସବୁ ବର୍ଗର ନାଗରିକ:

– ୭୦ ଟି ପ୍ରଥମ ଡୋଜ, ୧୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

୮- ହଳନ୍ଦା ଉପ ସ୍ୱାସ୍ଥ୍ୟ କେନ୍ଦ୍ର– ସବୁ ବର୍ଗର ନାଗରିକ:

– ୭୦ ଟି ପ୍ରଥମ ଡୋଜ, ୧୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

ତେବେ ବାଣପୁରର ସମସ୍ତ ଟୀକାକେନ୍ଦ୍ରରେ ସକାଳ ୮.୩୦ରୁ ଟୀକାକରଣ ଆରମ୍ଭ ହେବ।

ଚିଲିକା: ସବୁ ବର୍ଗର ନାଗରିକ (ଉଭୟ ଡୋଜ, ଅଫଲାଇନ)

୧- ବାଲୁଗାଁ ଏନଏସି ଅଡ଼ିଟୋରିଅମ ହଲ୍ – ୧୩୦ ଡୋଜ

୨- ବୋରିଆ ସାହି ବାତ୍ୟା ଆଶ୍ରୟସ୍ଥଳୀ (ବଡ଼କୁଳ ଗ୍ରାପ)– ୧୦୦ ଡୋଜ

୩- ନିମିକ୍ଷେତା ପ୍ରାଥମିକ ବିଦ୍ୟାଳୟ(ନିମିକ୍ଷେତା ଗ୍ରାପ)- ୧୦୦ ଡୋଜ

୪- ଲିଙ୍ଗରାଜ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ (ସାନନଈରୀ ଗ୍ରାପ)- ୧୦୦ ଡୋଜ

୫- ଚଣ୍ଡେଶ୍ୱର ପ୍ରାଥମିକ ବିଦ୍ୟାଳୟ(ଚଣ୍ଡେଶ୍ୱର ଗ୍ରାପ)- ୧୦୦ ଡୋଜ

– ଚିଲିକାର ସବୁ ଟିକାକେନ୍ଦ୍ରରେ ଟୀକାକରଣ ସମୟ- ସକାଳ ୯ ଘଟିକାରୁ ଅପରାହ୍ନ ୧ ଘଟିକା (ପ୍ରଥମ ଡୋଜ)

– ସେହିଭଳି ଅପରାହ୍ନ ୨ ଘଟିକାରୁ ଅପରାହ୍ନ ୪ ଘଟିକା ପର୍ଯ୍ୟନ୍ତ ଦ୍ଵିତୀୟ ଡୋଜ ଟୀକା ଦେବା ପାଇଁ ସମୟ ନିର୍ଦ୍ଧାରଣ କରଯାଇଛି।

ଚିଲିକା ନିର୍ବାଚନମଣ୍ଡଳୀ ଟୀକାକରଣ
Share. Facebook Twitter LinkedIn Email WhatsApp Copy Link

Related Posts

ଦିବଙ୍ଗତ କବି ସଂଗ୍ରାମ କେଶରୀ ସାହୁଙ୍କ ଦ୍ଵାଦଶାହ ଶ୍ରଦ୍ଧାଞ୍ଜଳି ସଭା

July 11, 2026

କର୍କଟ ରୋଗର ବିପଦ ବୃଦ୍ଧି କରେ ଲଗାତାର ବସି ରହିବା: ଜାଣନ୍ତୁ କାହିଁକି?

July 11, 2026

ଏମ୍ସ ଭୁବନେଶ୍ୱରର ଅନନ୍ୟ ସଫଳତା: ୧୦୦ଟି ସଫଳ ରୋବୋଟିକ୍ ଅସ୍ତ୍ରୋପଚାର ସମ୍ପନ୍ନ

July 10, 2026

ଓଡ଼ିଶାରେ ପ୍ରଥମ: ସମ୍ ହସ୍ପିଟାଲରେ ଅତ୍ୟାଧୁନିକ ମଲିକ୍ୟୁଲାର ଡାଏଗ୍ନୋସିସ୍ ଓ ଜିନୋମିକ୍ସ ଲ୍ୟାବ୍‌

July 10, 2026
Latest News

ଟାଇଟଲ୍ ଦୌଡ଼ରେ ଏବେ ଚାରୋଟି ଦଳ: ଦେଖନ୍ତୁ ଫିଫା ବିଶ୍ୱକପ୍ ର ସେମିଫାଇନାଲ କାର୍ଯ୍ୟସୂଚୀ

July 12, 2026

ICC ଟି-୨୦ ରାଙ୍କିଙ୍ଗରେ କ’ଣ ପରିବର୍ତ୍ତନ ଆସିଛି?: ଦେଖନ୍ତୁ ଶ୍ରେଷ୍ଠ ୧୦ ଦଳ

July 12, 2026

ମାଗଣା ଶିକ୍ଷାଦାନ ବ୍ୟବସ୍ଥାର ସଫଳ ରୂପାୟନ ପାଇଁ ସବୁ ବିଦ୍ୟାଳୟକୁ ସରକାରୀକରଣ କରାଯାଉ: ଓଷ୍ଟା

July 12, 2026

ହର୍ମୁଜରେ ବାଣିଜ୍ୟିକ ଜାହାଜ ଉପରେ ଆକ୍ରମଣ କଲା ଇରାନ: ଭାରତର କଡ଼ା ପ୍ରତିକ୍ରିୟା

July 12, 2026

ଭାରତ-ଇଣ୍ଡୋନେସିଆ ସମ୍ପର୍କ: ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ପ୍ରଶଂସା କଲେ ପାକିସ୍ତାନର ପୂର୍ବତନ ରାଷ୍ଟ୍ରଦୂତ

July 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.