Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାରିପଦାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସରେ ଜାତୀୟ ପତାକା ଉତ୍ତୋଳନ କଲେ ମନ୍ତ୍ରୀ ପ୍ରତାପ ଜେନା
ଆଞ୍ଚଳିକ

ବାରିପଦାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସରେ ଜାତୀୟ ପତାକା ଉତ୍ତୋଳନ କଲେ ମନ୍ତ୍ରୀ ପ୍ରତାପ ଜେନା

August 15, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ବାରିପଦାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବାସରେ ଜାତୀୟ ପତାକା ଉତ୍ତୋଳନ କଲେ ମନ୍ତ୍ରୀ ପ୍ରତାପ ଜେନା

ବାରିପଦା, ଆଜି ବାରିପଦା ଠାରେ ୭୫ତମ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ଆୟୋଜିତ ଜିଲ୍ଲା ସ୍ତରୀୟ କାର୍ଯ୍ୟକ୍ରମରେ ପଚାଂୟତିରାଜ , ପାନୀୟଜଳ , ଆଇନ , ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରି ଅଭିବାଦନ ଗ୍ରହଣ କରିଥିଲେ ।

ଏହି ଅବସରରେ ମନ୍ତ୍ରୀ ଶ୍ରୀ ଜେନା ଜାତିର ପିତା ମହାତ୍ମା ଗାନ୍ଧୀ ଓ ଅନ୍ୟ ବରପୁତ୍ର ମାନଙ୍କ ଉଦ୍ଦେଶ୍ୟରେ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ଦେଶର ଅଖଣ୍ଡତା ଓ ଶାନ୍ତି ରକ୍ଷା ପାଇଁ ଶହୀଦ ହୋଇଥିବା ଅମର ଜବାନ ଏବଂ କରୋନା ଲଢେଇରେ ଶହୀଦ ହୋଇଥିବା କୋଭିଡ ଯୋଦ୍ଧା ମାନଙ୍କ ପ୍ରତି ମଧ୍ୟ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।

ବାରିପଦା ମନ୍ତ୍ରୀ ପ୍ରତାପ ଜେନା
Share. Facebook Twitter LinkedIn Email WhatsApp Copy Link

Related Posts

ରଣପୁର ବ୍ଲକରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026

ବାଣପୁର ଓ ବାଲୁଗାଁରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026

ଶ୍ରୀ ମହିଳା ସଂଘ ପକ୍ଷରୁ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026

ବାଲୁଗାଁ ମହାବିଦ୍ୟାଳୟ ପରିସରରେ ସ୍ୱଚ୍ଛତା ଅଭିଯାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ

June 20, 2026
Latest News

ବଜ୍ରପାତରେ ଆହତ ହେବା ପରେ ବି ୧୦୦% ଡିଜିଟାଇଜେସନ କାମ ଶେଷ କଲେ ବିଏଲ୍ଓ ପ୍ରମିଳା ଓଝା

June 27, 2026

ପାରାଦୀପର ବିଭିନ୍ନ ପ୍ରଗତିମୂଳକ ପ୍ରକଳ୍ପର ସମୀକ୍ଷା କଲେ ଉଷା ପାଢ଼ୀ

June 27, 2026

ଭାରତରେ ଗ୍ରୀନ୍ ୟୁରିଆ ଉତ୍ପାଦନକୁ ବାସ୍ତବରୂପ ଦେବା ପାଇଁ ରୋଡମ୍ୟାପ୍ ପ୍ରସ୍ତୁତ କରୁଛନ୍ତି ସରକାର

June 27, 2026

ଜିଲ୍ଲାସ୍ତରୀୟ ମେଧାବୀ ଛାତ୍ରଛାତ୍ରୀ ସମ୍ବର୍ଦ୍ଧନା ସମାରୋହରେ ଉପମୁଖ୍ୟମନ୍ତ୍ରୀ

June 27, 2026

ଶ୍ରେୟସ ଆୟରଙ୍କ ଖରାପ ଆରମ୍ଭ: ପ୍ରଥମ ଥର ପାଇଁ ଆୟରଲ୍ୟାଣ୍ଡଠାରୁ ହାରିଲା ଭାରତ

June 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.