Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଆସନ୍ତାକାଲି ଚିଲିକାରେ ୧ ହଜାର ୧୫୦ ଜଣ ନାଗରିକ ନେବେ ଟୀକା: ଜାଣନ୍ତୁ କେଉଁ କେନ୍ଦ୍ରରେ ମିଳିବ କେତେ ଡୋଜ
ଆଞ୍ଚଳିକ

ଆସନ୍ତାକାଲି ଚିଲିକାରେ ୧ ହଜାର ୧୫୦ ଜଣ ନାଗରିକ ନେବେ ଟୀକା: ଜାଣନ୍ତୁ କେଉଁ କେନ୍ଦ୍ରରେ ମିଳିବ କେତେ ଡୋଜ

August 17, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଚିଲିକା: ଖୋର୍ଦ୍ଧା ଜିଲ୍ଲା ଚିଲିକା ନିର୍ବାଚନମଣ୍ଡଳୀ ରେ ଆସନ୍ତାକାଲି (ଅଗଷ୍ଟ ୧୮ ତାରିଖ) ରେ ୧ ହଜାର ୧୫୦ ଜଣ ନାଗରିକଙ୍କ ପାଇଁ ଟୀକା ବ୍ୟବସ୍ଥା ହୋଇଥିବାବେଳେ ବାଣପୁରର ପାଞ୍ଚ ଗୋଟି ଟୀକା କେନ୍ଦ୍ରରେ ସବୁ ବର୍ଗର ନାଗରିକମାନେ ଅନଲାଇନ ସ୍ଲଟ ବୁକିଂ କରି ଟୀକା ନେଇପାରିବେ। ଏ ନେଇ ଉଭୟ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ସୂଚନା ଦେଇଛନ୍ତି।

ଜାଣନ୍ତୁ ବାଣପୁରର କେଉଁ କେନ୍ଦ୍ରରେ କେତେ ଟୀକା ଏବଂ କିପରି ନେବେ:

ଅନଲାଇନ (ବୁକିଂ ସମୟ ଆଜି ଅପରାହ୍ନ ୪ ଟା ୩୦ ରୁ ଆରମ୍ଭ)

୧- ଟିକିରାଇ ୟୁଜିଏମଇ ବିଦ୍ୟାଳୟ– ୪୫ ବର୍ଷରୁ ଉର୍ଦ୍ଧ୍ଵ ନାଗରିକ- ୬୦ ଟି ପ୍ରଥମ ଡୋଜ, ୨୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳା(ଅଫଲାଇନ) ୧୦ ଟି ଡୋଜ

୨- କୃତିବାସ ଭବନ- ପ୍ରଥମ ଡୋଜ- ୮୦ (କେବଳ ୧୮-୪୪ ବର୍ଷୀୟ ନାଗରିକ)

୩- ଗମ୍ଭାରୀମୁଣ୍ଡା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର– ସବୁ ବର୍ଗର ନାଗରିକ

– ୬୦ ଟି ପ୍ରଥମ ଡୋଜ, ୨୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

୪- ସୁନାଖଳା ଉପ ସ୍ୱାସ୍ଥ୍ୟ କେନ୍ଦ୍ର- ସବୁ ବର୍ଗର ନାଗରିକ:

– ୬୦ ଟି ପ୍ରଥମ ଡୋଜ, ୨୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

୫ – ପୁଞ୍ଜିଆମା ବାତ୍ୟା ଆଶ୍ରୟସ୍ଥଳୀ- ସବୁ ବର୍ଗର ନାଗରିକ:

– ୬୦ ଟି ପ୍ରଥମ ଡୋଜ, ୧୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

ଅଫଲାଇନ ଟୀକାକରଣ:

୬ – ଭାପୁର ବାତ୍ୟା ଆଶ୍ରୟସ୍ଥଳୀ- ସବୁ ବର୍ଗର ନାଗରିକ:

– ୫୦ ଟି ପ୍ରଥମ ଡୋଜ, ୩୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

୭- ନୀଳାଦ୍ରିପ୍ରସାଦ ଉପ ସ୍ୱାସ୍ଥ୍ୟ କେନ୍ଦ୍ର – ସବୁ ବର୍ଗର ନାଗରିକ:

– ୬୦ ଟି ପ୍ରଥମ ଡୋଜ, ୨୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

୮- ହଳନ୍ଦା ଉପ ସ୍ୱାସ୍ଥ୍ୟ କେନ୍ଦ୍ର– ସବୁ ବର୍ଗର ନାଗରିକ:

– ୬୦ ଟି ପ୍ରଥମ ଡୋଜ, ୨୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

ତେବେ ବାଣପୁରର ସମସ୍ତ ଟୀକାକେନ୍ଦ୍ରରେ ସକାଳ ୮.୩୦ରୁ ଟୀକାକରଣ ଆରମ୍ଭ ହେବ।

ଚିଲିକା: ସବୁ ବର୍ଗର ନାଗରିକ (ଉଭୟ ଡୋଜ, ଅଫଲାଇନ)

୧- ଏନଏସି ଅଡ଼ିଟୋରିଅମ ହଲ୍(ବାଲୁଗାଁ ଏନଏସି )– ୧୫୦ ଡୋଜ

୨- ୟୁଵାଜ୍ୟୋତି ଉଚ୍ଚ ବିଦ୍ୟାଳୟ (କୁମଣ୍ଡଳ ଗ୍ରାପ)– ୧୫୦ ଡୋଜ

୩ – ଇଞ୍ଜନପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ (ଅଠରବାଟିଆ ଗ୍ରାପ)- ୧୫୦ ଡୋଜ

– ଚିଲିକାର ସବୁ ଟିକାକେନ୍ଦ୍ରରେ ଟୀକାକରଣ ସମୟ- ସକାଳ ୯ ଘଟିକାରୁ ଅପରାହ୍ନ ୧ ଘଟିକା (ପ୍ରଥମ ଡୋଜ)

– ସେହିଭଳି ଅପରାହ୍ନ ୨ ଘଟିକାରୁ ଅପରାହ୍ନ ୪ ଘଟିକା ପର୍ଯ୍ୟନ୍ତ ଦ୍ଵିତୀୟ ଡୋଜ ଟୀକା ଦେବା ପାଇଁ ସମୟ ନିର୍ଦ୍ଧାରଣ କରଯାଇଛି।

ଚିଲିକା ଚିଲିକା ନିର୍ବାଚନମଣ୍ଡଳୀ
Share. Facebook Twitter LinkedIn Email WhatsApp Copy Link

Related Posts

ଜିଲ୍ଳାପାଳ ଏବଂ ଏସ୍ ପିଙ୍କ ନାଲିପଡା ଅର୍ଜୁନପୁର ଗ୍ରାମ ପଂଚାୟତରେ ପଲ୍ଲୀରେ ପ୍ରଶାସନ ଜନଶୁଣାଣି

February 16, 2026

ରଙ୍କନାଥ ମନ୍ଦିରରେ ନୂତନ ପ୍ରବଚନ ମଣ୍ଡପକୁ ଉଦଘାଟନ କଲେ ଆଇନ ମନ୍ତ୍ରୀ

February 15, 2026

ଚିଲିକା ସାମ୍ବାଦିକଙ୍କ ମାତୃ ବିୟୋଗ

February 14, 2026

ରଣପୁର: ଜିଲ୍ଲା ସ୍ତରୀୟ ପାଠଚକ୍ର ଉଦଯାପିତ

February 13, 2026
Latest News

ଆଜି ପୁଣି କମିଲା ସୁନା ଓ ରୂପା ମୂଲ୍ୟ: ଜାଣନ୍ତୁ ଭୁବନେଶ୍ଵରରେ କେତେ ରହିଛି ଆଜିର ଦର?

February 17, 2026

ଭାରତ ବଡ଼ କାର୍ଯ୍ୟାନୁଷ୍ଠାନ: ଜବତ କଲା ତିନୋଟି ଇରାନୀ ତେଲ ଟ୍ୟାଙ୍କର!

February 17, 2026

ରୋମାଞ୍ଚକର ସ୍ଥିତିରେ ଟି ୨୦ ବିଶ୍ୱକପ୍‌: ଏହି ପାଞ୍ଚଟି ଦଳ ଉପରେ ଝୁଲୁଛି ଖଣ୍ଡା

February 17, 2026

ବିଆଇଏସ୍‌ ମାନକ ଅନୁପାଳନ ନକରିବାରୁ ସ୍ନାପଡିଲ୍‌କୁ ୫ ଲକ୍ଷ ଜରିମାନା

February 17, 2026

ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମିଟ୍‌ରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଜିଓ ପାଭିଲିଅନ୍ ପରିଦର୍ଶନ

February 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.