Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଚିଲିକା ବିଜେଡି ପକ୍ଷରୁ ନିର୍ବାଚନମଣ୍ଡଳୀ ସ୍ତରୀୟ କାର୍ଯ୍ୟକର୍ତ୍ତା ବୈଠକ ଅନୁଷ୍ଠିତ
ଆଞ୍ଚଳିକ

ଚିଲିକା ବିଜେଡି ପକ୍ଷରୁ ନିର୍ବାଚନମଣ୍ଡଳୀ ସ୍ତରୀୟ କାର୍ଯ୍ୟକର୍ତ୍ତା ବୈଠକ ଅନୁଷ୍ଠିତ

August 20, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଚିଲିକା: ଆଜି ଚିଲିକା ବିଜେଡି ପକ୍ଷରୁ ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ଏନଏସି ସ୍ଥିତ ଉମାମହେଶ୍ୱର ବଣିକ ସଂଘ ସଭାଗୃହ ମଧ୍ୟରେ ଏକ ନିର୍ବାଚନ ମଣ୍ଡଳୀ ସ୍ତରୀୟ କାର୍ଯ୍ୟକର୍ତ୍ତା ବୈଠକ ଅନୁଷ୍ଠିତ ହୋଇଯାଇଛି। ମଧ୍ୟାହ୍ନରେ ବାଲୁଗାଁ ଥାନା ନିକଟରୁ ବିଜେଡି ନେତା ଏବଂ କର୍ମୀମାନଙ୍କ ଏକ ବିଶାଳ ରାଲି ବାହାରି ବଣିକ ସଂଘ ଠାରେ ସମାପ୍ତ ହୋଇଥିଲା।

ଉକ୍ତ ବୈଠକରେ ବିଜୁ ଜନତା ଦଳ ଖୋର୍ଦ୍ଧା ଜିଲ୍ଲା ସଭାପତି ବିଭୂତି ବଳବନ୍ତରାୟ , ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଓ ଚିଲିକା ବିଧାୟକ ପ୍ରଶାନ୍ତ କୁମାର ଜଗଦ୍ଦେବ, ପୂର୍ବତନ ମନ୍ତ୍ରୀ ଦେବେନ୍ଦ୍ରନାଥ ମାନସିଂହ, ବିସିଜେଡ଼ି ଜିଲ୍ଲା ସଭାପତି ବିଶ୍ଵଦିପ ପ୍ରଧାନ, ରାଜ୍ୟ ସରକାରଙ୍କ ଗଣମାଧ୍ୟମ ପରାମର୍ଶଦାତା ମାନସ ମଙ୍ଗରାଜ, ଖୋର୍ଦ୍ଧା ଜିଲ୍ଲା ପର୍ଯ୍ୟବେକ୍ଷିକା ପ୍ରମିଳା ମଲ୍ଲିକ, ଖୋର୍ଦ୍ଧା ବିଧାୟକ ଜିତେନ୍ଦ୍ର ନାଥ ମିତ୍ର, ଜିଲ୍ଲା ପରିଷଦ ଅଧ୍ୟକ୍ଷ ପ୍ରଫୁଲ୍ଲ ଦଳାଇ, ଖୋର୍ଦ୍ଧା ମହିଳା ଜନତା ଦଳ ସଭାପତି ଗୀତା ପାଟଶାଣୀ, ରାଜ୍ୟ ସାଧାରଣ ସମ୍ପାଦକ ବିଜୁ ଯୁବ ଜନତା ଦଳ ଅମିତ୍ କୁମାର୍ ମହାରଣାଙ୍କ ସମେତ ଅନେକ ସରପଞ୍ଚ, ୱାର୍ଡ ମେମ୍ବର ଓ କର୍ମକର୍ତ୍ତାଙ୍କ ସମେତ ସ୍ଥାନୀୟ ବିଜୁ ଜନତା ଦଳର ଶହ ଶହ କର୍ମୀମାନେ ଉପସ୍ଥିତ ଥିଲେ।

ଚିଲିକା ନିର୍ବାଚନମଣ୍ଡଳୀର ବିକାଶ କିପରି ହୋଇପାରିବ ଏବଂ ଜନସାଧାରଣଙ୍କ ଦୁଃଖ କିପରି ଦୂର କରାଯାଇପାରିବ ସେ ବିଷୟରେ ବିସ୍ତୃତ ଆଲୋଚନା କରାଯାଇଥିଲା। ଅନୁରୂପ ଭାବେ ଆଗାମୀ ପୌର ଏବଂ ପଞ୍ଚାୟତ ନିର୍ବାଚନରେ ସମଗ୍ର ଚିଲିକା ନିର୍ବାଚନମଣ୍ଡଳୀରେ ବିଜେଡି କିପରି ବାଜିମାତ କରିବ, ସେନେଇ କର୍ମୀମାନଙ୍କୁ ଚିଲିକା ବିଧାୟକ ଗୁରୁମନ୍ତ୍ର ପ୍ରଦାନ କରିଥିଲେ।

ଚିଲିକା ବିଜେଡି
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ବ୍ଲକ ସ୍ତରୀୟ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ, ଦର୍ଶକଙ୍କ ମନ ମୋହିଲା ନୀଳମାଷ୍ଟ୍ରାଣୀ ନାଟକ

August 14, 2026

ବାଣପୁର: ସମାଜସେବୀ ରମେଶ ଷଡ଼ଙ୍ଗୀଙ୍କ ଦ୍ଵାଦଶାହ ଶୋକସଭା

August 12, 2026

ବାଲୁଗାଁ କଲେଜରେ ନିର୍ବାଚନ ସାକ୍ଷରତା କ୍ଲବର ଆଲୋଚନାଚକ୍ର

August 10, 2026

ଉଲୁଣ୍ଡାରେ ଅଘଟଣ: ଘରର କାନ୍ଥ ଭୁଶୁଡ଼ି ବୃଦ୍ଧଙ୍କ ମୃତ୍ୟୁ, ପତ୍ନୀ ଗୁରୁତର

August 2, 2026
Latest News

ରାହୁଲ ଗାନ୍ଧୀଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଆଶ୍ୱସ୍ତି: ବୀର ସାବରକର ମାମଲା ଖାରଜ

August 14, 2026

କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ଏମ୍ସରେ ଭର୍ତ୍ତି: ଆଞ୍ଜିଓଗ୍ରାଫି ପରେ ହସ୍ପିଟାଲ ଜାରି କଲା ସ୍ୱାସ୍ଥ୍ୟ ସୂଚନା

August 14, 2026

୨୦ ଟିଏମସି ବିଦ୍ରୋହୀଙ୍କ ପାଇଁ ବଢିବ ଚିନ୍ତା!: ମମତା ବାନାର୍ଜୀ ନେଲେ ବଡ଼ ନିଷ୍ପତ୍ତି

August 14, 2026

ପାକିସ୍ତାନରେ HIV ଆତଙ୍କ!: କରାଚୀ ହସ୍ପିଟାଲରେ ୬ ଶିଶୁଙ୍କ ମୃତ୍ୟୁ, ୯୪ ପଜିଟିଭ୍

August 14, 2026

ଶ୍ରୀଲଙ୍କା ସିରିଜ୍ ଶେଷ ସୁଯୋଗ!: ଭାରତୀୟ ଖେଳାଳିଙ୍କୁ ଚେତାବନୀ ଦେଲେ ଗୌତମ ଗମ୍ଭୀର

August 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.