Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁରରେ ଆସନ୍ତାକାଲି ୧ ହଜାର ୨୫୦ ଜଣ ନାଗରିକ ନେବେ ଟୀକା: ୬ ଟି କେନ୍ଦ୍ରରେ ଅନଲାଇନ ବ୍ୟବସ୍ଥା
ଆଞ୍ଚଳିକ

ବାଣପୁରରେ ଆସନ୍ତାକାଲି ୧ ହଜାର ୨୫୦ ଜଣ ନାଗରିକ ନେବେ ଟୀକା: ୬ ଟି କେନ୍ଦ୍ରରେ ଅନଲାଇନ ବ୍ୟବସ୍ଥା

August 27, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଚିଲିକା: ଖୋର୍ଦ୍ଧା ଜିଲ୍ଲା ବାଣପୁରରେ ଆସନ୍ତାକାଲି (ଅଗଷ୍ଟ ୨୫୮ ତାରିଖ) ରେ ୧ ହଜାର ୨୫୦ ଜଣ ନାଗରିକଙ୍କ ପାଇଁ ଟୀକା ବ୍ୟବସ୍ଥା ହୋଇଥିବାବେଳେ ବାଣପୁରର ୬ ଟି ଟୀକା କେନ୍ଦ୍ରରେ ସବୁ ବର୍ଗର ନାଗରିକମାନେ ଅନଲାଇନ ସ୍ଲଟ ବୁକିଂ କରି ଟୀକା ନେଇପାରିବେ। ଏ ନେଇ ବାଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ସୂଚନା ଦେଇଛନ୍ତି।

ଜାଣନ୍ତୁ ବାଣପୁରର କେଉଁ କେନ୍ଦ୍ରରେ କେତେ ଟୀକା ଏବଂ କିପରି ନେବେ:

ଅନଲାଇନ (ବୁକିଂ ସମୟ ଆଜି ଅପରାହ୍ନ ୪ ଟା ୩୦ ରୁ ଆରମ୍ଭ)

୧- ଟିକିରାଇ ୟୁଜିଏମଇ ବିଦ୍ୟାଳୟ:

– ୪୫ ବର୍ଷରୁ ଉର୍ଦ୍ଧ୍ଵ ନାଗରିକ- ୧୨୦ ଟି ପ୍ରଥମ ଡୋଜ ଏବଂ ୩୦ ଟି ଦ୍ଵିତୀୟ ଡୋଜ

୨- କୃତିବାସ ଭବନ:

– ପ୍ରଥମ ଡୋଜ- ୧୨୦ (କେବଳ ୧୮-୪୪ ବର୍ଷୀୟ ନାଗରିକ), ଗର୍ଭବତୀ ମହିଳା – ୩୦ ଟି ପ୍ରଥମ ଡୋଜ

୩- ଗମ୍ଭାରୀମୁଣ୍ଡା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର– ସବୁ ବର୍ଗର ନାଗରିକ:

– ୧୨୦ ଟି ପ୍ରଥମ ଡୋଜ, ୨୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

୪- ସୁନାଖଳା ଉପ ସ୍ୱାସ୍ଥ୍ୟ କେନ୍ଦ୍ର- ସବୁ ବର୍ଗର ନାଗରିକ:

– ୧୦୦ ଟି ପ୍ରଥମ ଡୋଜ, ୨୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

୫- ହଳନ୍ଦା ଉପ ସ୍ୱାସ୍ଥ୍ୟ କେନ୍ଦ୍ର – ସବୁ ବର୍ଗର ନାଗରିକ:

– ୮୦ ଟି ପ୍ରଥମ ଡୋଜ, ୨୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

୬ – ପୁଞ୍ଜିଆମା ବାତ୍ୟା ଆଶ୍ରୟସ୍ଥଳୀ- ସବୁ ବର୍ଗର ନାଗରିକ:

– ୮୦ ଟି ପ୍ରଥମ ଡୋଜ, ୨୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

ଅଫଲାଇନ ଟୀକାକରଣ:

୭ – ଭାପୁର ବାତ୍ୟା ଆଶ୍ରୟସ୍ଥଳୀ- ସବୁ ବର୍ଗର ନାଗରିକ:

– ୮୦ ଟି ପ୍ରଥମ ଡୋଜ, ୨୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

୮- ନୀଳାଦ୍ରିପ୍ରସାଦ ଉପ ସ୍ୱାସ୍ଥ୍ୟ କେନ୍ଦ୍ର– ସବୁ ବର୍ଗର ନାଗରିକ:

– ୧୦୦ ଟି ପ୍ରଥମ ଡୋଜ, ୨୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

୯- ନନ୍ଦପୁର ( ମେଘାମ୍ବରୀ ମନ୍ଦିର ପାଖ ଗୃହ)– ସବୁ ବର୍ଗର ନାଗରିକ:

– ୭୦ ଟି ପ୍ରଥମ ଡୋଜ, ୨୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

୧୦- ଓଡଗାଁ ବିଦ୍ୟାଳୟ– ସବୁ ବର୍ଗର ନାଗରିକ:

– ୮୦ ଟି ପ୍ରଥମ ଡୋଜ, ୨୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

ବାଣପୁରର ସମସ୍ତ ଟୀକାକେନ୍ଦ୍ରରେ ସକାଳ ୮.୩୦ରୁ ଟୀକାକରଣ ଆରମ୍ଭ ହେବ।

ତେବେ ବାଲୁଗାଁ ଏନଏସି ଓ ଚିଲିକା ବ୍ଲକ ନିମନ୍ତେ ଆସନ୍ତାକାଲି ପାଇଁ ଟୀକା ତଥ୍ୟ ଏଯାବତ ମିଳିପାରିନାହିଁ।

ଅନଲାଇନ ବ୍ୟବସ୍ଥା ଅଫଲାଇନ ଟୀକାକରଣ ଚିଲିକା ବାଣପୁର ସ୍ଲଟ ବୁକିଂ
Share. Facebook Twitter LinkedIn Email WhatsApp Copy Link

Related Posts

ସାଂସଦ ନିଶୁଳ୍କ ସ୍ବାସ୍ଥ୍ୟ ଶିବିରକୁ ଉଦ୍ଘାଟନ କଲେ ଅପରାଜିତା ଷଡ଼ଙ୍ଗୀ

March 16, 2026

ବାଣପୁର କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

March 14, 2026

ବାଲୁଗାଁ: ସାମ୍ବାଦିକଙ୍କ ମାତୃ ବିୟୋଗ

March 12, 2026

ଗୋଦାବରୀଶ ମହାବିଦ୍ୟାଳୟରେ ସଡ଼କ ସୁରକ୍ଷା ଉପରେ ଡିଜିଟାଲ ଭିଡିଓ ପ୍ରଦର୍ଶନ କାର୍ଯ୍ୟକ୍ରମ

March 11, 2026
Latest News

ଓଡ଼ିଶା ଓମେନ୍ ଇନ୍ ମିଡିଆର ବୃତ୍ତିଗତ ଦାୟିତ୍ୱ ଓ ବ୍ୟକ୍ତିଗତ ସୁଖର ସନ୍ତୁଳନ ଉପରେ ଆଲୋଚନା

March 16, 2026

ମମତା ବାନାର୍ଜୀ ବିଜୟର ହ୍ୟାଟ୍ରିକ୍ ମାରିବେ, ନା ପ୍ରଥମ ଥର ପାଇଁ ପଦ୍ମ ଫୁଟିବ?: ଜାଣନ୍ତୁ ସର୍ଭେ

March 16, 2026

ଓଡ଼ିଶା ଲଳିତ କଳା ଏକାଡେମୀର ୬୬ତମ ପ୍ରତିଷ୍ଠା ଦିବସ ପାଳିତ

March 16, 2026

ସାଂସଦ ନିଶୁଳ୍କ ସ୍ବାସ୍ଥ୍ୟ ଶିବିରକୁ ଉଦ୍ଘାଟନ କଲେ ଅପରାଜିତା ଷଡ଼ଙ୍ଗୀ

March 16, 2026

ପୋଲିସ ଡିଜି ଙ୍କ ଉପସ୍ଥିତିରେ ଅସ୍ତ୍ରଶସ୍ତ୍ର ସହ ଆତ୍ମସମର୍ପଣ କଲେ ୧୧ ମାଓବାଦୀ

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.