Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଆସନ୍ତାକାଲି ବାଣପୁରରେ ୮ ଶହ ୮୦ ଲୋକ ନେବେ ଟୀକା: ଜାଣନ୍ତୁ କେଉଁ କେନ୍ଦ୍ରରେ ମିଳିବ କେତେ ଡୋଜ
ଆଞ୍ଚଳିକ

ଆସନ୍ତାକାଲି ବାଣପୁରରେ ୮ ଶହ ୮୦ ଲୋକ ନେବେ ଟୀକା: ଜାଣନ୍ତୁ କେଉଁ କେନ୍ଦ୍ରରେ ମିଳିବ କେତେ ଡୋଜ

August 29, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଚିଲିକା: ଖୋର୍ଦ୍ଧା ଜିଲ୍ଲା ବାଣପୁରରେ ଆସନ୍ତାକାଲି (ଅଗଷ୍ଟ ୩୦ ତାରିଖ) ରେ ୮ ଶହ ୮୦ ଜଣ ନାଗରିକଙ୍କ ପାଇଁ ଟୀକା ବ୍ୟବସ୍ଥା ହୋଇଥିବାବେଳେ ବାଣପୁରର ୬ ଟି ଟୀକା କେନ୍ଦ୍ରରେ ସବୁ ବର୍ଗର ନାଗରିକମାନେ ଅନଲାଇନ ସ୍ଲଟ ବୁକିଂ କରି ଟୀକା ନେଇପାରିବେ। ଏ ନେଇ ବାଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ସୂଚନା ଦେଇଛନ୍ତି।

ଜାଣନ୍ତୁ ବାଣପୁରର କେଉଁ କେନ୍ଦ୍ରରେ କେତେ ଟୀକା ଏବଂ କିପରି ନେବେ:

ଅନଲାଇନ (ବୁକିଂ ସମୟ ଆଜି ଅପରାହ୍ନ ୪ ଟା ୩୦ ରୁ ଆରମ୍ଭ)

୧- ଟିକିରାଇ ୟୁଜିଏମଇ ବିଦ୍ୟାଳୟ:

– ୪୫ ବର୍ଷରୁ ଉର୍ଦ୍ଧ୍ଵ ନାଗରିକ- ୬୦ ଟି ପ୍ରଥମ ଡୋଜ ଏବଂ ୩୦ ଟି ଦ୍ଵିତୀୟ ଡୋଜ

୨- କୃତିବାସ ଭବନ:

– ପ୍ରଥମ ଡୋଜ- ୮୦ (କେବଳ ୧୮-୪୪ ବର୍ଷୀୟ ନାଗରିକ), ଗର୍ଭବତୀ ମହିଳା – ୧୦ ଟି ପ୍ରଥମ ଡୋଜ

୩- ଗମ୍ଭାରୀମୁଣ୍ଡା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର– ସବୁ ବର୍ଗର ନାଗରିକ:

– ୬୦ ଟି ପ୍ରଥମ ଡୋଜ, ୨୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

୪- ସୁନାଖଳା ଉପ ସ୍ୱାସ୍ଥ୍ୟ କେନ୍ଦ୍ର- ସବୁ ବର୍ଗର ନାଗରିକ:

– ୬୦ ଟି ପ୍ରଥମ ଡୋଜ, ୨୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

୫- ହଳନ୍ଦା ଉପ ସ୍ୱାସ୍ଥ୍ୟ କେନ୍ଦ୍ର – ସବୁ ବର୍ଗର ନାଗରିକ:

– ୬୦ ଟି ପ୍ରଥମ ଡୋଜ ଏବଂ ୨୦ ଟି ଦ୍ଵିତୀୟ ଡୋଜ

୬ – ପୁଞ୍ଜିଆମା ବାତ୍ୟା ଆଶ୍ରୟସ୍ଥଳୀ- ସବୁ ବର୍ଗର ନାଗରିକ:

– ୬୦ ଟି ପ୍ରଥମ ଡୋଜ ଏବଂ ୨୦ ଟି ଦ୍ଵିତୀୟ ଡୋଜ

ଅଫଲାଇନ ଟୀକାକରଣ:

୭– ଭାପୁର ବାତ୍ୟା ଆଶ୍ରୟସ୍ଥଳୀ- ସବୁ ବର୍ଗର ନାଗରିକ:

– ୬୦ ଟି ପ୍ରଥମ ଡୋଜ, ୨୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

୮- ନୀଳାଦ୍ରିପ୍ରସାଦ ଉପ ସ୍ୱାସ୍ଥ୍ୟ କେନ୍ଦ୍ର– ସବୁ ବର୍ଗର ନାଗରିକ:

– ୬୦ ଟି ପ୍ରଥମ ଡୋଜ, ୨୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

୯- ନନ୍ଦପୁର ( ମେଘାମ୍ବରୀ ମନ୍ଦିର ପାଖ ଗୃହ)– ସବୁ ବର୍ଗର ନାଗରିକ:

– ୬୦ ଟି ପ୍ରଥମ ଡୋଜ, ୨୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

୧୦- ଓଡଗାଁ ବିଦ୍ୟାଳୟ– ସବୁ ବର୍ଗର ନାଗରିକ:

– ୬୦ ଟି ପ୍ରଥମ ଡୋଜ, ୨୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

ବାଣପୁରର ସମସ୍ତ ଟୀକାକେନ୍ଦ୍ରରେ ସକାଳ ୮.୩୦ରୁ ଟୀକାକରଣ ଆରମ୍ଭ ହେବ।

ଅନଲାଇନ ସ୍ଲଟ ବୁକିଂ ଟୀକାକରଣ ବାଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ରୋଟାରୀ ଜିଲ୍ଲା ୩୨୬୨ ପ୍ରାନ୍ତପାଳଙ୍କ ବାଣପୁର ବାଲୁଗାଁ କ୍ଲବ ପରିଦର୍ଶନ

May 11, 2026

ଆଗୁଆ ପରୀକ୍ଷଣ ଦ୍ୱାରା ଲୁପସ ବ୍ୟାଧିକୁ ପରାସ୍ତ କରି ହେବ: ବିଶେଷଜ୍ଞ

May 10, 2026

ମା’ ଭଗବତୀଙ୍କ ଚାପ କ୍ରୀଡ଼ା: ସାତଦେବା ଦେବୀଙ୍କୁ ସାଥିରେ ଧରି ଭଉଁରୀ ଖେଳିଲେ ମା’ ସାଆନ୍ତାଣି

May 10, 2026

ଆଜି ଜାତୀୟ ସ୍ତରରେ ମାଗଣା ବାର୍ଷିକ ସ୍ବାସ୍ଥ୍ୟ ପରୀକ୍ଷା କାର୍ଯ୍ୟକ୍ରମର ଉଦ୍‌ଘାଟନ କରିବେ କେନ୍ଦ୍ରମନ୍ତ୍ରୀ

May 7, 2026
Latest News

ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବଙ୍କ ମୃତ୍ୟୁ

May 13, 2026

ଆଜିଠାରୁ ମହଙ୍ଗା ହେଲା ସୁନା ଓ ରୁପା

May 13, 2026

ଭୟଙ୍କର ସଡ଼କ ଦୁର୍ଘଟଣା: ଜଣେ ମୃତ, ଦୁଇ ଗୁରୁତର

May 13, 2026

ପ୍ରଥମ ୧୦ ଦିନରେ ଜାମ୍ମୁ-ଶ୍ରୀନଗର ବନ୍ଦେ ଭାରତ ଏକ୍ସପ୍ରେସ୍‌ରେ ଯାତ୍ରା କଲେ ପ୍ରାୟ ୪୫,୦୦୦ ଯାତ୍ରୀ

May 13, 2026

ରାଜ୍ୟଗୋଷ୍ଠୀ କ୍ରୀଡ଼ା ଅଭିଯାନରେ ଯୋଗଦେବାକୁ ଦେଶର ଯୁବପିଢ଼ିଙ୍କୁ ଆମନ୍ତ୍ରଣ

May 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.