Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଆସନ୍ତାକାଲି ଚିଲିକାରେ ୮୦୦ ଡୋଜ ଟୀକା: ପ୍ରଥମ ଥର ଶିକ୍ଷକମାନଙ୍କ ପାଇଁ ସ୍ଵତନ୍ତ୍ର ବ୍ୟବସ୍ଥା
ଆଞ୍ଚଳିକ

ଆସନ୍ତାକାଲି ଚିଲିକାରେ ୮୦୦ ଡୋଜ ଟୀକା: ପ୍ରଥମ ଥର ଶିକ୍ଷକମାନଙ୍କ ପାଇଁ ସ୍ଵତନ୍ତ୍ର ବ୍ୟବସ୍ଥା

August 29, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଚିଲିକା: ଆସନ୍ତାକାଲି ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ଏନଏସି ଏବଂ ଚିଲିକା ବ୍ଲକରେ ୮୦୦ ଡୋଜ ଟୀକା ଦିଆଯିବ। ଯେଉଁଥିରୁ ଶିକ୍ଷକ ମାନଙ୍କୁ ୨୫୦ ଡୋଜ ଟୀକା ଦିଆଯିବ। ଏ ନେଇ ବାଲୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ସୂଚନା ଦେଇଛନ୍ତି।

୧- ବାଲୁଗାଁ ଏନଏସି ଅଡ଼ିଟୋରିଅମ ହଲ: ଉଭୟ ବର୍ଗ ନାଗରିକ ଉଭୟ ଡୋଜ- ୮୦, ଶିକ୍ଷକ- ୫୦, ଗର୍ଭବତୀ ମହିଳା- ୫୦

୨- ଚାଷଙ୍ଗରା ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର: ଉଭୟ ବର୍ଗ ନାଗରିକ ଉଭୟ ଡୋଜ- ୬୦, ଶିକ୍ଷକ- ୫୦, ଗର୍ଭବତୀ ମହିଳା- ୪୦

୩- ନଈରି ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର: ଉଭୟ ବର୍ଗ ନାଗରିକ ଉଭୟ ଡୋଜ- ୭୦, ଶିକ୍ଷକ- ୫୦, ଗର୍ଭବତୀ ମହିଳା- ୪୦

୪- ଜରିପଡା ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର: ଉଭୟ ବର୍ଗ ନାଗରିକ ଉଭୟ ଡୋଜ- ୭୦, ଶିକ୍ଷକ- ୫୦, ଗର୍ଭବତୀ ମହିଳା- ୪୦

୫- ସୋରଣ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର: ଉଭୟ ବର୍ଗ ନାଗରିକ ଉଭୟ ଡୋଜ- ୬୦, ଶିକ୍ଷକ- ୫୦, ଗର୍ଭବତୀ ମହିଳା- ୪୦

ସବୁ କେନ୍ଦ୍ରରେ ଟୀକାକରଣ ସମୟ ସକାଳ ୯ ଘଟିକାରୁ ଅପରାହ୍ନ ୪ ଘଟିକା

ଚିଲିକା ଶିକ୍ଷକ ସ୍ଵତନ୍ତ୍ର ବ୍ୟବସ୍ଥା
Share. Facebook Twitter LinkedIn Email WhatsApp Copy Link

Related Posts

ଚିଲିକାକୁ ବିଶ୍ୱସ୍ତରୀୟ ପର୍ଯ୍ୟଟନ କ୍ଷେତ୍ର ଭାବେ ଗଢ଼ିବା ଲକ୍ଷ୍ୟ: ବିସ୍ତୃତ ଆଲୋଚନା କଲେ ଆଇନ ମନ୍ତ୍ରୀ

July 31, 2026

ଗୋଦାବରୀଶ ମହାବିଦ୍ୟାଳୟର ୬୩ ତମ ପ୍ରତିଷ୍ଠାର ଉଦଯାପନ ଦିବସ

July 28, 2026

ବାଲୁଗାଁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପ୍ରବେଶ ଉତ୍ସବ

July 23, 2026

ବାଣପୁର: ଉତ୍ତରାୟଣୀ ପୀଠରେ ଭାଜପାର ବନ୍ଧୁ ମିଳନ କାର୍ଯ୍ୟକ୍ରମ

July 20, 2026
Latest News

କେବଳ ୬ ଖେଳାଳି ନିଶ୍ଚିତ!: ୨୦୨୭ ବିଶ୍ୱକପ ପାଇଁ ଟିମ୍ ଇଣ୍ଡିଆରେ ମିଳିବ ସୁଯୋଗ

July 31, 2026

‘ଖେଲୋ ଇଣ୍ଡିଆ’: ଜାତୀୟ କ୍ରୀଡ଼ା ମହାସଂଘଗୁଡ଼ିକ ପାଇଁ ବର୍ଦ୍ଧିତ ସହାୟତାକୁ କ୍ୟାବିନେଟ୍ ମଞ୍ଜୁରୀ

July 31, 2026

ରାଜସ୍ବ ମନ୍ତ୍ରୀଙ୍କ ବନ୍ୟା ସମୀକ୍ଷା: ଚାଷୀଙ୍କୁ ମିଳିବ କୃଷି ଓ ରାଜସ୍ୱ ବିଭାଗର ମିଳିତ ପ୍ୟାକେଜ୍

July 31, 2026

୮୪,୦୮୪ କୋଟିର ବ୍ୟୟ ଅଟକଳ ସହ ‘ସମୁଦ୍ର ମନ୍ଥନ’ କୁ କ୍ୟାବିନେଟ ମଞ୍ଜୁରି

July 31, 2026

ପ୍ରଧାନମନ୍ତ୍ରୀଙ୍କ ବିରୋଧରେ ଅଶାଳୀନ ମନ୍ତବ୍ୟ ମାମଲା: କ୍ଷମା ମାଗିଲେ ନାବାଳିକା

July 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.