Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଆସନ୍ତାକାଲି ବାଣପୁରରେ ୧ ହଜାର ୧ ଶହ ଜଣେ ନେବେ ଟୀକା: ନୂଆ କେନ୍ଦ୍ରକୁ ମିଶାଇ ୧୧ ଟି କେନ୍ଦ୍ରରେ ହେଲା ବ୍ୟବସ୍ଥା
ଆଞ୍ଚଳିକ

ଆସନ୍ତାକାଲି ବାଣପୁରରେ ୧ ହଜାର ୧ ଶହ ଜଣେ ନେବେ ଟୀକା: ନୂଆ କେନ୍ଦ୍ରକୁ ମିଶାଇ ୧୧ ଟି କେନ୍ଦ୍ରରେ ହେଲା ବ୍ୟବସ୍ଥା

August 31, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁରରେ ଆସନ୍ତାକାଲି (ସେପ୍ଟେମ୍ବର ୧ ତାରିଖ) ରେ ୧ ହଜାର ୧ ଶହ ଜଣ ନାଗରିକଙ୍କ ପାଇଁ ଟୀକା ବ୍ୟବସ୍ଥା ହୋଇଥିବାବେଳେ ବାଣପୁରର ୬ ଟି ଟୀକା କେନ୍ଦ୍ରରେ ସବୁ ବର୍ଗର ନାଗରିକମାନେ ଅନଲାଇନ ସ୍ଲଟ ବୁକିଂ କରି ଟୀକା ନେଇପାରିବେ। ଏ ନେଇ ବାଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ସୂଚନା ଦେଇଛନ୍ତି।

ଜାଣନ୍ତୁ ବାଣପୁରର କେଉଁ କେନ୍ଦ୍ରରେ କେତେ ଟୀକା ଏବଂ କିପରି ନେବେ:

ଅନଲାଇନ (ବୁକିଂ ସମୟ ଆଜି ଅପରାହ୍ନ ୪ ଟା ୩୦ ରୁ ଆରମ୍ଭ)

୧- ଟିକିରାଇ ୟୁଜିଏମଇ ବିଦ୍ୟାଳୟ:

– ୪୫ ବର୍ଷରୁ ଉର୍ଦ୍ଧ୍ଵ ନାଗରିକ- ୫୦ ଟି ପ୍ରଥମ ଡୋଜ ଏବଂ ୫୦ ଟି ଦ୍ଵିତୀୟ ଡୋଜ

୨- କୃତିବାସ ଭବନ:

– ପ୍ରଥମ ଡୋଜ- ୭୦ (କେବଳ ୧୮-୪୪ ବର୍ଷୀୟ ନାଗରିକ), ଗର୍ଭବତୀ ମହିଳା – ୩୦ ଟି ପ୍ରଥମ ଡୋଜ

୩- ଗମ୍ଭାରୀମୁଣ୍ଡା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର– ସବୁ ବର୍ଗର ନାଗରିକ:

– ୬୦ ଟି ପ୍ରଥମ ଡୋଜ, ୩୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

୪- ସୁନାଖଳା ଉପ ସ୍ୱାସ୍ଥ୍ୟ କେନ୍ଦ୍ର- ସବୁ ବର୍ଗର ନାଗରିକ:

– ୬୦ ଟି ପ୍ରଥମ ଡୋଜ, ୩୦ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

୫- ହଳନ୍ଦା ଉପ ସ୍ୱାସ୍ଥ୍ୟ କେନ୍ଦ୍ର – ସବୁ ବର୍ଗର ନାଗରିକ:

– ୬୦ ଟି ପ୍ରଥମ ଡୋଜ ଏବଂ ୪୦ ଟି ଦ୍ଵିତୀୟ ଡୋଜ

୬ – ପୁଞ୍ଜିଆମା ବାତ୍ୟା ଆଶ୍ରୟସ୍ଥଳୀ- ସବୁ ବର୍ଗର ନାଗରିକ:

– ୭୦ ଟି ପ୍ରଥମ ଡୋଜ ଏବଂ ୩୦ ଟି ଦ୍ଵିତୀୟ ଡୋଜ

ଅଫଲାଇନ ଟୀକାକରଣ:

୭– ଭାପୁର ବାତ୍ୟା ଆଶ୍ରୟସ୍ଥଳୀ- ସବୁ ବର୍ଗର ନାଗରିକ:

– ୫୦ ଟି ପ୍ରଥମ ଡୋଜ, ୪୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

୮- ନୀଳାଦ୍ରିପ୍ରସାଦ ଉପ ସ୍ୱାସ୍ଥ୍ୟ କେନ୍ଦ୍ର– ସବୁ ବର୍ଗର ନାଗରିକ:

– ୬୦ ଟି ପ୍ରଥମ ଡୋଜ, ୩୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

୯- ନନ୍ଦପୁର ( ମେଘାମ୍ବରୀ ମନ୍ଦିର ପାଖ ଗୃହ)– ସବୁ ବର୍ଗର ନାଗରିକ:

– ୫୦ ଟି ପ୍ରଥମ ଡୋଜ, ୪୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

୧୦- ଓଡଗାଁ ବିଦ୍ୟାଳୟ– ସବୁ ବର୍ଗର ନାଗରିକ:

– ୬୦ ଟି ପ୍ରଥମ ଡୋଜ, 3୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

୧୧- ଖଣତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ – ସବୁ ବର୍ଗର ନାଗରିକ:

– ୬୦ ଟି ପ୍ରଥମ ଡୋଜ, ୩୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

ବାଣପୁରର ସମସ୍ତ ଟୀକାକେନ୍ଦ୍ରରେ ସକାଳ ୮.୩୦ରୁ ଟୀକାକରଣ ଆରମ୍ଭ ହେବ।

ଅନଲାଇନ ନେବେ ଟୀକା ବାଣପୁର ସ୍ଲଟ ବୁକିଂ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ପ୍ରଜାପିତା ବ୍ରହ୍ମକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ପକ୍ଷରୁ ରକ୍ତଦାନ ଶିବିର

August 22, 2026

ବଡ଼କୂଳ ମଣ୍ଡଳ ଭାଜପା ‘କାର୍ଯ୍ୟକର୍ତ୍ତା ସମାବେଶ’: ଯୋଗଦେଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

August 21, 2026

ମାନସିକ ରୋଗ ଚିକିତ୍ସା ନିମନ୍ତେ ସମ୍ ହସ୍ପିଟାଲ କ୍ୟାମ୍ପସ-୨ରେ ଅତ୍ୟାଧୁନିକ ମୋଡିଫାଏଡ୍ ଇସିଟି ସେବା

August 20, 2026

ସମ୍ ଅଲ୍‌ଟିମେଟ୍ ର ଡାକ୍ତର ବାନାମ୍ବର ରାୟଙ୍କୁ ‘ଅନରିଙ୍ଗ ଆୱାର ଗୁରୁ’ ସମ୍ମାନ

August 18, 2026
Latest News

ସମୁଦ୍ରରେ ଜାହାଜ ନିଖୋଜ, ତାଜା ହେଲା ବ୍ଲାକରୋଜ ସ୍ମୃତି

August 22, 2026

ବିବାହ ପ୍ରତିଶ୍ରୁତି, ଶାରୀରିକ ସମ୍ପର୍କ ପରେ ପ୍ରତାରଣା ଅଭିଯୋଗ: ଜେଲ ଗଲେ SI

August 22, 2026

ଭାରତୀୟ ରେଳର ଆଉ ଏକ ମାଇଲଖୁଣ୍ଟ: ଗୋଟିଏ ଯାତ୍ରାରେ କଲା ୩୯୨୨ ଟନ୍ ମାଲ ପରିବହନ

August 22, 2026

“ବନ୍ଦେ ମାତରମ୍” ପ୍ରସଙ୍ଗ: ନିଜର ମତ ସ୍ପଷ୍ଟ କଲେ କଂଗ୍ରେସ ନେତା ଶଶି ଥରୁର

August 22, 2026

ରକ୍ତ ଜୁଡୁବୁଡୁ ଅବସ୍ଥାରେ ବୃଦ୍ଧଙ୍କ ମୃତଦେହ ଉଦ୍ଧାର: ଥାନାରେ ହତ୍ୟା ଅଭିଯୋଗ

August 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.