Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଆସନ୍ତାକାଲି ବାଣପୁରରେ ୧ ହଜାର ୨ ଶହ ଜଣଙ୍କୁ ମିଳିବ ଟୀକା: ଶିକ୍ଷକଙ୍କ ପାଇଁ ଏହି କେନ୍ଦ୍ରରେ ହେଲା ବ୍ୟବସ୍ଥା
ଆଞ୍ଚଳିକ

ଆସନ୍ତାକାଲି ବାଣପୁରରେ ୧ ହଜାର ୨ ଶହ ଜଣଙ୍କୁ ମିଳିବ ଟୀକା: ଶିକ୍ଷକଙ୍କ ପାଇଁ ଏହି କେନ୍ଦ୍ରରେ ହେଲା ବ୍ୟବସ୍ଥା

September 1, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link
ରାଷ୍ଟ୍ରବ୍ୟାପୀ ଏଚପିଭି ଟିକାକରଣ ଅଭିଯାନ
ଆଜି ୧୪ ବର୍ଷର ବାଳିକାଙ୍କ ପାଇଁ ରାଷ୍ଟ୍ରବ୍ୟାପୀ ଏଚପିଭି ଟିକାକରଣ ଅଭିଯାନର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ

ସୀତାରାମ ଅଗ୍ରୱାଲ

ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁରରେ ଆସନ୍ତାକାଲି (ସେପ୍ଟେମ୍ବର ୨ ତାରିଖ) ରେ ୧ ହଜାର ୨ ଶହ ଜଣ ନାଗରିକଙ୍କ ପାଇଁ ଟୀକା ବ୍ୟବସ୍ଥା ହୋଇଥିବାବେଳେ ବାଣପୁରର ୬ ଟି ଟୀକା କେନ୍ଦ୍ରରେ ସବୁ ବର୍ଗର ନାଗରିକମାନେ ଅନଲାଇନ ସ୍ଲଟ ବୁକିଂ କରି ଟୀକା ନେଇପାରିବେ। ଏ ନେଇ ବାଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ସୂଚନା ଦେଇଛନ୍ତି।

ଜାଣନ୍ତୁ ବାଣପୁରର କେଉଁ କେନ୍ଦ୍ରରେ କେତେ ଟୀକା ଏବଂ କିପରି ନେବେ:

ଅନଲାଇନ (ବୁକିଂ ସମୟ ଆଜି ଅପରାହ୍ନ ୪ ଟା ୩୦ ରୁ ଆରମ୍ଭ)

୧- ଟିକିରାଇ ୟୁଜିଏମଇ ବିଦ୍ୟାଳୟ:

– ୪୫ ବର୍ଷରୁ ଉର୍ଦ୍ଧ୍ଵ ନାଗରିକ- ୫୦ ଟି ପ୍ରଥମ ଡୋଜ ଏବଂ ୫୦ ଟି ଦ୍ଵିତୀୟ ଡୋଜ

୨- କୃତିବାସ ଭବନ:

– ପ୍ରଥମ ଡୋଜ- ୭୦ (କେବଳ ୧୮-୪୪ ବର୍ଷୀୟ ନାଗରିକ), ଗର୍ଭବତୀ ମହିଳା – ୩୦ ଟି ପ୍ରଥମ ଡୋଜ

୩- ଗମ୍ଭାରୀମୁଣ୍ଡା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର– ସବୁ ବର୍ଗର ନାଗରିକ:

– ୬୦ ଟି ପ୍ରଥମ ଡୋଜ, ୩୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

୪- ସୁନାଖଳା ଉପ ସ୍ୱାସ୍ଥ୍ୟ କେନ୍ଦ୍ର- ସବୁ ବର୍ଗର ନାଗରିକ:

– ୬୦ ଟି ପ୍ରଥମ ଡୋଜ, ୩୦ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

୫- ହଳନ୍ଦା ଉପ ସ୍ୱାସ୍ଥ୍ୟ କେନ୍ଦ୍ର – ସବୁ ବର୍ଗର ନାଗରିକ:

– ୭୦ ଟି ପ୍ରଥମ ଡୋଜ ଏବଂ ୩୦ ଟି ଦ୍ଵିତୀୟ ଡୋଜ

୬ – ପୁଞ୍ଜିଆମା ବାତ୍ୟା ଆଶ୍ରୟସ୍ଥଳୀ- ସବୁ ବର୍ଗର ନାଗରିକ:

– ୭୦ ଟି ପ୍ରଥମ ଡୋଜ ଏବଂ ୩୦ ଟି ଦ୍ଵିତୀୟ ଡୋଜ

ଅଫଲାଇନ ଟୀକାକରଣ:

୭ – ନୀଳାଦ୍ରିପ୍ରସାଦ ଉପ ସ୍ୱାସ୍ଥ୍ୟ କେନ୍ଦ୍ର– ସବୁ ବର୍ଗର ନାଗରିକ:

– ୬୦ ଟି ପ୍ରଥମ ଡୋଜ, ୩୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

୮- ଓଡଗାଁ ବିଦ୍ୟାଳୟ– ସବୁ ବର୍ଗର ନାଗରିକ:

– ୬୦ ଟି ପ୍ରଥମ ଡୋଜ, ୩୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

୯- ଖଣତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ – ସବୁ ବର୍ଗର ନାଗରିକ:

– ୬୦ ଟି ପ୍ରଥମ ଡୋଜ, ୩୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

୧୦- ସାନହନ୍ତୁଆଡ଼ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ- ଶିକ୍ଷକ, ଶିକ୍ଷୟିତ୍ରୀ ଏବଂ ସେମାନଙ୍କ ପରିବାର ନିମନ୍ତେ ସ୍ୱତନ୍ତ୍ର ଟୀକାକରଣ

– ୨୦୦ ଟି ପ୍ରଥମ ଡୋଜ ଏବଂ ୧୦୦ ଟି ଦ୍ଵିତୀୟ ଡୋଜ

ବାଣପୁରର ସମସ୍ତ ଟୀକାକେନ୍ଦ୍ରରେ ସକାଳ ୯ ଘଟିକାରୁ ଟୀକାକରଣ ଆରମ୍ଭ ହେବ।

ଅନଲାଇନ ସ୍ଲଟ ବୁକିଂ ଅଫଲାଇନ ଟୀକାକରଣ ଟୀକାକେନ୍ଦ୍ର ବାଣପୁର ବାଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର
Share. Facebook Twitter LinkedIn Email WhatsApp Copy Link

Related Posts

ଖୋଲିଲା ମା’ ଭଗବତୀ ମନ୍ଦିର ଭିତର ହୁଣ୍ଡି: ଜାଣନ୍ତୁ ଶ୍ରଦ୍ଧାଳୁଙ୍କ ଦାନ ଅର୍ଥ କେତେ?

March 16, 2026

ଶରୀରରେ ଭିଟାମିନ୍ ଡି ଅଭାବ କେତେ ବିପଦପୂର୍ଣ୍ଣ ଏବଂ ଏହା କେଉଁ ରୋଗ ସୃଷ୍ଟି କରେ?

March 16, 2026

ସାଂସଦ ନିଶୁଳ୍କ ସ୍ବାସ୍ଥ୍ୟ ଶିବିରକୁ ଉଦ୍ଘାଟନ କଲେ ଅପରାଜିତା ଷଡ଼ଙ୍ଗୀ

March 16, 2026

ବାଣପୁର କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

March 14, 2026
Latest News

ବିହାର ରାଜ୍ୟସଭା ନିର୍ବାଚନ: ସମସ୍ତ ପାଞ୍ଚ ଆସନ ଜିତିଲେ ଏନଡିଏ ପ୍ରାର୍ଥୀ

March 16, 2026

ଖୋଲିଲା ମା’ ଭଗବତୀ ମନ୍ଦିର ଭିତର ହୁଣ୍ଡି: ଜାଣନ୍ତୁ ଶ୍ରଦ୍ଧାଳୁଙ୍କ ଦାନ ଅର୍ଥ କେତେ?

March 16, 2026

ରାଜ୍ୟସଭା ନିର୍ବାଚନରେ ନଅ ବିଧାୟକ କଲେ କ୍ରସ ଭୋଟିଂ, ରାଜ୍ୟ ରାଜନୀତିରେ ହଲଚଲ

March 16, 2026

ପଶ୍ଚିମବଙ୍ଗରେ ପ୍ରଥମ ପ୍ରାର୍ଥୀ ତାଲିକା ପ୍ରକାଶ କଲା ବିଜେପି: ପୁଣି ମମତା-ଶୁଭେନ୍ଦୁ ମୁହାଁମୁହିଁ

March 16, 2026

୨୦୨୬ ଆଇପିଏଲ: ଏହି ଦଳକୁ ମିଳିଲା ୨୪ ବର୍ଷୀୟ ଅଧିନାୟକ, ଦେଖନ୍ତୁ ସମ୍ପୂର୍ଣ୍ଣ ତାଲିକା

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.