Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଆସନ୍ତାକାଲି ବାଣପୁରରେ ୧ ହଜାର ୩ ଶହ ନାଗରିକ ନେବେ ଟୀକା: ଜାଣନ୍ତୁ କେଉଁ କେନ୍ଦ୍ର ପାଇଁ କେତେ ଡୋଜ
ଆଞ୍ଚଳିକ

ଆସନ୍ତାକାଲି ବାଣପୁରରେ ୧ ହଜାର ୩ ଶହ ନାଗରିକ ନେବେ ଟୀକା: ଜାଣନ୍ତୁ କେଉଁ କେନ୍ଦ୍ର ପାଇଁ କେତେ ଡୋଜ

September 2, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁରରେ ଆସନ୍ତାକାଲି (ସେପ୍ଟେମ୍ବର ୩ ତାରିଖ) ରେ ୧ ହଜାର ୩ ଶହ ଜଣ ନାଗରିକଙ୍କ ପାଇଁ ଟୀକା ବ୍ୟବସ୍ଥା ହୋଇଥିବାବେଳେ ବାଣପୁରର ୬ ଟି ଟୀକା କେନ୍ଦ୍ରରେ ସବୁ ବର୍ଗର ନାଗରିକମାନେ ଅନଲାଇନ ସ୍ଲଟ ବୁକିଂ କରି ଟୀକା ନେଇପାରିବେ। ଏ ନେଇ ବାଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ସୂଚନା ଦେଇଛନ୍ତି।

ଜାଣନ୍ତୁ ବାଣପୁରର କେଉଁ କେନ୍ଦ୍ରରେ କେତେ ଟୀକା ଏବଂ କିପରି ନେବେ:

ଅନଲାଇନ (ବୁକିଂ ସମୟ ଆଜି ଅପରାହ୍ନ ୪ ଟା ୩୦ ରୁ ଆରମ୍ଭ)

୧- ଟିକିରାଇ ୟୁଜିଏମଇ ବିଦ୍ୟାଳୟ:

– ୪୫ ବର୍ଷରୁ ଉର୍ଦ୍ଧ୍ଵ ନାଗରିକ- ୫୦ ଟି ପ୍ରଥମ ଡୋଜ ଏବଂ ୫୦ ଟି ଦ୍ଵିତୀୟ ଡୋଜ

୨- କୃତିବାସ ଭବନ:

– ପ୍ରଥମ ଡୋଜ- ୮୦ (କେବଳ ୧୮-୪୪ ବର୍ଷୀୟ ନାଗରିକ), ଗର୍ଭବତୀ ମହିଳା – ୨୦ ଟି ପ୍ରଥମ ଡୋଜ

୩- ଗମ୍ଭାରୀମୁଣ୍ଡା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର– ସବୁ ବର୍ଗର ନାଗରିକ:

– ୫୦ ଟି ପ୍ରଥମ ଡୋଜ, ୪୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

୪- ସୁନାଖଳା ଉପ ସ୍ୱାସ୍ଥ୍ୟ କେନ୍ଦ୍ର- ସବୁ ବର୍ଗର ନାଗରିକ:

– ୫୦ ଟି ପ୍ରଥମ ଡୋଜ, ୪୦ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

୫- ହଳନ୍ଦା ଉପ ସ୍ୱାସ୍ଥ୍ୟ କେନ୍ଦ୍ର – ସବୁ ବର୍ଗର ନାଗରିକ:

– ୬୦ ଟି ପ୍ରଥମ ଡୋଜ ଏବଂ ୪୦ ଟି ଦ୍ଵିତୀୟ ଡୋଜ

୬- ପୁଞ୍ଜିଆମା ବାତ୍ୟା ଆଶ୍ରୟସ୍ଥଳୀ- ସବୁ ବର୍ଗର ନାଗରିକ:

– ୬୦ ଟି ପ୍ରଥମ ଡୋଜ ଏବଂ ୪୦ ଟି ଦ୍ଵିତୀୟ ଡୋଜ

ଅଫଲାଇନ ଟୀକାକରଣ:

୭– ନୀଳାଦ୍ରିପ୍ରସାଦ ଉପ ସ୍ୱାସ୍ଥ୍ୟ କେନ୍ଦ୍ର– ସବୁ ବର୍ଗର ନାଗରିକ:

– ୫୦ ଟି ପ୍ରଥମ ଡୋଜ, ୪୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

୮- ଓଡଗାଁ ବିଦ୍ୟାଳୟ– ସବୁ ବର୍ଗର ନାଗରିକ:

– ୫୦ ଟି ପ୍ରଥମ ଡୋଜ, ୪୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

୯- ଖଣତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ – ସବୁ ବର୍ଗର ନାଗରିକ:

– ୫୦ ଟି ପ୍ରଥମ ଡୋଜ, ୪୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

୧୦- ଭାପୁର ବାତ୍ୟା ଆଶ୍ରୟସ୍ଥଳୀ – ସବୁ ବର୍ଗର ନାଗରିକ:

– ୫୦ ଟି ପ୍ରଥମ ଡୋଜ, ୪୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

୧୧- ସାନହନ୍ତୁଆଡ଼ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ- ଶିକ୍ଷକ, ଶିକ୍ଷୟିତ୍ରୀ ଏବଂ ସେମାନଙ୍କ ପରିବାର ନିମନ୍ତେ ସ୍ୱତନ୍ତ୍ର ଟୀକାକରଣ

– ୩୦୦ ଟି ପ୍ରଥମ ଡୋଜ

ବାଣପୁରର ସମସ୍ତ ଟୀକାକେନ୍ଦ୍ରରେ ସକାଳ ୯ ଘଟିକାରୁ ଟୀକାକରଣ ଆରମ୍ଭ ହେବ।

ଅନଲାଇନ ବାଣପୁର ସ୍ଲଟ ବୁକିଂ
Share. Facebook Twitter LinkedIn Email WhatsApp Copy Link

Related Posts

ଅଟକି ଅଟକି ପରିସ୍ରା ହେଉଛି କି?: ଶୀଘ୍ର ନିଅନ୍ତୁ ଡାକ୍ତରଙ୍କ ପରାମର୍ଶ

July 17, 2026

ଇତିହାସ ରଚିଲା ଦିଲ୍ଲୀ ଏମ୍ସ!: ୪ ମାସର ଶିଶୁ ଉପରେ ବିଶ୍ୱର ସବୁଠାରୁ ବିରଳ ଅସ୍ତ୍ରୋପଚାର ସଫଳ

July 17, 2026

ବାଣପୁରରେ ଆରଏସଏସ ଓ ଏବିଭିପି ପକ୍ଷରୁ ରଥଯାତ୍ରା ସେବା କାର୍ଯ୍ୟ

July 16, 2026

କୋଭିଡ-୧୯ ର କୌଣସି ଗୁଜବ କିମ୍ବା ଅପପ୍ରଚାରରେ ଭୟଭୀତ ନହୋଇ ସଚେତନ ରହିବାକୁ ଅପିଲ

July 15, 2026
Latest News

UNSC ରେ ଭାରତର ଅସ୍ଥାୟୀ ଆସନକୁ ସମର୍ଥନ କରିବ କି ଚୀନ୍?: ବଡ଼ ବିବୃତ୍ତି ଦେଲା ପଡ଼ୋଶୀ ଦେଶ

July 17, 2026

ଅଳଙ୍କାର କିଣିବାର ଭଲ ସୁଯୋଗ!: ଆଜି ପୁଣି ଶସ୍ତା ହେଲା ସୁନା

July 17, 2026

ପଶ୍ଚିମବଙ୍ଗରେ ବଡ଼ ଦୁର୍ଘଟଣା: ଟ୍ରେନ୍ ସହିତ ଧକ୍କା ହେଲା ସ୍କୁଲ ଭ୍ୟାନ, ୨ ପିଲାଙ୍କ ସମେତ ୩ ମୃତ

July 17, 2026

NDAର ଅଂଶ ହେବ ଶରଦ ପାୱାରଙ୍କ ଦଳ?: ଫର୍ମୁଲା ଚୂଡ଼ାନ୍ତ 

July 17, 2026

ସୋନମ ୱାଙ୍ଗଚୁକଙ୍କୁ କଂଗ୍ରେସର ସମର୍ଥନ: ଜନ୍ତର ମନ୍ତରରେ ପହଞ୍ଚିଲେ ପବନ ଖେଡ଼ା

July 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.