Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ସବୁଜ ଭାରତ ତରଫରୁ ୟୁପିଏସ୍ ହସ୍ପିଟାଲ ପରିସରରେ ବୃକ୍ଷରୋପଣ
ଆଞ୍ଚଳିକ

ସବୁଜ ଭାରତ ତରଫରୁ ୟୁପିଏସ୍ ହସ୍ପିଟାଲ ପରିସରରେ ବୃକ୍ଷରୋପଣ

September 2, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ସାମାଜିକ ଅନୁଷ୍ଠାନ ‘ସବୁଜ ଭାରତ’ ପକ୍ଷରୁ ସହିଦ ନଗରସ୍ଥିତ ୟୁପିଏସ୍ ହସ୍ପିଟାଲ ପରିସରରେ ଏକ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ସବୁଜ ଭାରତର ସଭାପତି ସତ୍ୟବ୍ରତ ଜେନାଙ୍କ ନେତୃତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ବିଏମ୍‌ସି ଅତିରିକ୍ତ କମିଶନର ଲକ୍ଷ୍ମୀକାନ୍ତ ସେଠୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ସାମ୍ପ୍ରତିକ ପରିସ୍ଥିତିରେ ବୃକ୍ଷର ଉପସ୍ଥିତି ନିତାନ୍ତ ଜରୁରୀ। ପର୍ଯ୍ୟାପ୍ତ ପରିମାଣରେ ବୃକ୍ଷ ରୋପଣ କଲେ ଏହା ପରିବେଶ ପ୍ରଦୂଷଣକୁ ଦୂର କରିବା ସହିତ ଅମ୍ଲାଜନର ଆବଶ୍ୟକତାକୁ ପୂରଣ କରିବା ଦିଗରେ ସହାୟକ ହୋଇପାରିବ ବୋଲି ମତବ୍ୟକ୍ତ କରିଥିଲେ।

ଅନ୍ୟତମ ଅତିଥି ଭାବେ ପୂର୍ବତନ କର୍ପୋରେଟର ଶାଶ୍ୱତୀ ମିଶ୍ର, ପ୍ରଫେସର ରୁପା ସାହୁ, ବିଶିଷ୍ଟ ପାଲା ଗାୟକ ସୁରେନ୍ଦ୍ର ଛୋଟରାୟ, ବିଶିଷ୍ଟ ସମାଜସେବୀ ବାବା ପଞ୍ଚଦେବ, ସମାଜସେବୀ ଲୁଲୁ ସାମନ୍ତ, ଏସ୍‌.ଆଇ ଏ.ବି. ମେଘାଲି, ଏସ୍‌.ଏଚ୍‌.ଜି ସାଇକୃପା, କବିତା ସୁବୁଦ୍ଧି, ଜ୍ୟୋତିର୍ମୟୀ ପଟ୍ଟନାୟକ, ରୁପାଲି ସାହୁ, ଜୟନ୍ତୀ ପଣ୍ଡା, ଲକ୍ଷ୍ମୀଧର ବେହେରା, ମନୋରଞ୍ଜନ ନାୟକ, ସାମ୍ବାଦିକ ଅଖିଳ ନାୟକ, ଜ୍ୟୋସ୍ନାରାଣୀ ଜେନା ପ୍ରମୁଖ ଯୋଗଦେଇ ବୃକ୍ଷ ରୋପଣ କରିବା ସହିତ ଗଛର ଉପକାରିତା ଉପରେ ଆଲୋକପାତ କରିଥିଲେ। ଏଥିରେ ବିଭିନ୍ନ ପ୍ରକାର ଚାରା ରୋପଣ କରାଯାଇଥିଲା।

ବୃକ୍ଷରୋପଣ ସବୁଜ ଭାରତ ସାମାଜିକ ଅନୁଷ୍ଠାନ
Share. Facebook Twitter LinkedIn Email WhatsApp Copy Link

Related Posts

ବେଆଇନ ମୋରମ୍ ଚାଲାଣ ଅଭିଯୋଗରେ ହାଇୱା ଗାଡ଼ି ଜବତ

February 19, 2026

ଜିଲ୍ଳାପାଳ ଏବଂ ଏସ୍ ପିଙ୍କ ନାଲିପଡା ଅର୍ଜୁନପୁର ଗ୍ରାମ ପଂଚାୟତରେ ପଲ୍ଲୀରେ ପ୍ରଶାସନ ଜନଶୁଣାଣି

February 16, 2026

ରଙ୍କନାଥ ମନ୍ଦିରରେ ନୂତନ ପ୍ରବଚନ ମଣ୍ଡପକୁ ଉଦଘାଟନ କଲେ ଆଇନ ମନ୍ତ୍ରୀ

February 15, 2026

ଚିଲିକା ସାମ୍ବାଦିକଙ୍କ ମାତୃ ବିୟୋଗ

February 14, 2026
Latest News

Ambani Announcement: ଡାଟା ଭଳି ଶସ୍ତା ହେବ ଏଆଇ; ଶିକ୍ଷା ଓ ସ୍ୱାସ୍ଥ୍ୟ ପାଇଁ ଏଆଇ ପ୍ଲାଟଫର୍ମ ଶୁଭାରମ୍ଭ

February 19, 2026

ସୁପର-୮ ରେ ଟିମ୍ ଇଣ୍ଡିଆ ପାଇଁ ଅଗ୍ନି ପରୀକ୍ଷା!: ଜାଣନ୍ତୁ ଦକ୍ଷିଣ ଆଫ୍ରିକା ବିରୋଧରେ କ’ଣ ରହିଛି ରେକର୍ଡ?

February 19, 2026

ରାଜ୍ୟସଭାରେ ଦୁର୍ବଳ ହେବେ ବିରୋଧୀ, ଆହୁରୀ ମଜବୁତ ହେବ ବିଜେପି!: ଜାଣନ୍ତୁ ସମୀକରଣ

February 19, 2026

ବେଆଇନ ମୋରମ୍ ଚାଲାଣ ଅଭିଯୋଗରେ ହାଇୱା ଗାଡ଼ି ଜବତ

February 19, 2026

ସୁନା ୨ ହଜାରରୁ ଅଧିକ ଏବଂ ରୂପା ମଧ୍ୟ ୧୦ ହଜାରକୁ ବୃଦ୍ଧି: ଜାଣନ୍ତୁ ଆଜିର ମୂଲ୍ୟ

February 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.