Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଆସନ୍ତାକାଲି ବାଣପୁରରେ ୧ ହଜାର ୪ ଶହ ଜଣଙ୍କ ପାଇଁ ଟୀକା ବ୍ୟବସ୍ଥା
ଆଞ୍ଚଳିକ

ଆସନ୍ତାକାଲି ବାଣପୁରରେ ୧ ହଜାର ୪ ଶହ ଜଣଙ୍କ ପାଇଁ ଟୀକା ବ୍ୟବସ୍ଥା

September 3, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link
Covid vaccine.

ସୀତାରାମ ଅଗ୍ରୱାଲ

ଚିଲିକା: ଖୋର୍ଦ୍ଧା ଜିଲ୍ଲା ବାଣପୁରରେ ଆସନ୍ତାକାଲି (ସେପ୍ଟେମ୍ବର ୪ ତାରିଖ) ରେ ୧ ହଜାର ୪ ଶହ ଜଣ ନାଗରିକଙ୍କ ପାଇଁ ଟୀକା ବ୍ୟବସ୍ଥା ହୋଇଥିବାବେଳେ ବାଣପୁରର ୬ ଟି ଟୀକା କେନ୍ଦ୍ରରେ ଅନଲାଇନ ସ୍ଲଟ ବୁକିଂ ବ୍ୟବସ୍ଥା ହୋଇଥିବା ବେଳେ ଅନ୍ୟ ୬ ଟି କେନ୍ଦ୍ରରେ ଅଫଲାଇନ ବ୍ୟବସ୍ଥା ହୋଇଛି। ଏ ନେଇ ବାଣପୁର ଗୋଷ୍ଠୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ସୂଚନା ଦେଇଛନ୍ତି।

ଜାଣନ୍ତୁ ବାଣପୁରର କେଉଁ କେନ୍ଦ୍ରରେ କେତେ ଟୀକା ଏବଂ କିପରି ନେବେ:

ଅନଲାଇନ (ବୁକିଂ ସମୟ ଆଜି ଅପରାହ୍ନ ୪ ଟା ୩୦ ରୁ ଆରମ୍ଭ)

୧- ଟିକିରାଇ ୟୁଜିଏମଇ ବିଦ୍ୟାଳୟ:

– ୪୫ ବର୍ଷରୁ ଉର୍ଦ୍ଧ୍ଵ ନାଗରିକ- ୭୦ ଟି ପ୍ରଥମ ଡୋଜ ଏବଂ ୩୦ ଟି ଦ୍ଵିତୀୟ ଡୋଜ

୨- କୃତିବାସ ଭବନ:

– ପ୍ରଥମ ଡୋଜ- ୮୦ (କେବଳ ୧୮-୪୪ ବର୍ଷୀୟ ନାଗରିକ), ଗର୍ଭବତୀ ମହିଳା – ୨୦ ଟି ପ୍ରଥମ ଡୋଜ

୩- ଗମ୍ଭାରୀମୁଣ୍ଡା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର– ସବୁ ବର୍ଗର ନାଗରିକ:

– ୫୦ ଟି ପ୍ରଥମ ଡୋଜ, ୪୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

୪- ସୁନାଖଳା ଉପ ସ୍ୱାସ୍ଥ୍ୟ କେନ୍ଦ୍ର- ସବୁ ବର୍ଗର ନାଗରିକ:

– ୬୦ ଟି ପ୍ରଥମ ଡୋଜ, ୩୦ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

୫- ହଳନ୍ଦା ଉପ ସ୍ୱାସ୍ଥ୍ୟ କେନ୍ଦ୍ର – ସବୁ ବର୍ଗର ନାଗରିକ:

– ୭୦ ଟି ପ୍ରଥମ ଡୋଜ, ୨୫ଵଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୫ ଡୋଜ

୬- ପୁଞ୍ଜିଆମା ବାତ୍ୟା ଆଶ୍ରୟସ୍ଥଳୀ- ସବୁ ବର୍ଗର ନାଗରିକ:

– ୭୦ ଟି ପ୍ରଥମ ଡୋଜ, ୨୫ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୫ ଡୋଜ

ଅଫଲାଇନ ଟୀକାକରଣ:

୭– ନୀଳାଦ୍ରିପ୍ରସାଦ ଉପ ସ୍ୱାସ୍ଥ୍ୟ କେନ୍ଦ୍ର– ସବୁ ବର୍ଗର ନାଗରିକ:

– ୭୦ ଟି ପ୍ରଥମ ଡୋଜ, ୨୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

୮- ଓଡଗାଁ ବିଦ୍ୟାଳୟ– ସବୁ ବର୍ଗର ନାଗରିକ:

– ୫୦ ଟି ପ୍ରଥମ ଡୋଜ, ୪୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

୯- ଖଣତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ – ସବୁ ବର୍ଗର ନାଗରିକ:

– ୫୦ ଟି ପ୍ରଥମ ଡୋଜ, ୪୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

୧୦- ଭାପୁର ବାତ୍ୟା ଆଶ୍ରୟସ୍ଥଳୀ – ସବୁ ବର୍ଗର ନାଗରିକ:

– ୫୦ ଟି ପ୍ରଥମ ଡୋଜ, ୪୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

୧୧- ମେଘମ୍ବରୀ ମନ୍ଦିର ନିକଟ(ନନ୍ଦପୁର )– ସବୁ ବର୍ଗର ନାଗରିକ:

– ୫୦ ଟି ପ୍ରଥମ ଡୋଜ, ୪୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

୧୨- ସାନହନ୍ତୁଆଡ଼ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ- ଶିକ୍ଷକ, ଶିକ୍ଷୟିତ୍ରୀ ଏବଂ ସେମାନଙ୍କ ପରିବାର ନିମନ୍ତେ ସ୍ୱତନ୍ତ୍ର ଟୀକାକରଣ

– ୩୦୦ ଟି ପ୍ରଥମ ଡୋଜ

ବାଣପୁରର ସମସ୍ତ ଟୀକାକେନ୍ଦ୍ରରେ ସକାଳ ୯ ଘଟିକାରୁ ଟୀକାକରଣ ଆରମ୍ଭ ହେବ।

ଅନଲାଇନ ଚିଲିକା ଟୀକା ବ୍ୟବସ୍ଥା ବାଣପୁର ସ୍ଲଟ ବୁକିଂ
Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁ ମହାବିଦ୍ୟାଳୟ ପରିସରରେ ସ୍ୱଚ୍ଛତା ଅଭିଯାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ

June 20, 2026

ଯଶିପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ବିଶ୍ୱ ସିକିଲ ସେଲ ସଚେତନତା ଦିବସ ପାଳିତ

June 20, 2026

ଖୋର୍ଦ୍ଧାରେ ଜିଲ୍ଲାସ୍ତରୀୟ ଷ୍ଟପ ଡାଇରିଆ କାର୍ଯ୍ୟକ୍ରମ

June 18, 2026

ପିଲାମାନଙ୍କ ସ୍ୱାସ୍ଥ୍ୟ ସହ ଖେଳିବା ପଡ଼ିଲା ମହଙ୍ଗା; ଫି ଫେରସ୍ତ ସହ କ୍ଷତିପୂରଣ ଦେବାକୁ ନିର୍ଦ୍ଦେଶ ଦେଲେ କୋର୍ଟ

June 17, 2026
Latest News

ରାୟଗଡା ଭିଡ଼ ହିଂସା ମାମଲାରେ ବଡ଼ ଆକ୍ସନ୍ : ‘ରେଡ୍ ଫ୍ଲାଗ୍’ କେସ୍ ଘୋଷଣା ପାଇଁ ସୁପାରିଶ

June 21, 2026

ଟ୍ରାଫିକ ଜାମରୁ ମିଳିବ କି ମୁକ୍ତି : ଟ୍ଵିନ ସିଟି ଟ୍ରାଫିକ ସମସ୍ୟା ପାଇଁ କମିଟି ଗଠନ

June 20, 2026

ବାଲୁଗାଁ ମହାବିଦ୍ୟାଳୟ ପରିସରରେ ସ୍ୱଚ୍ଛତା ଅଭିଯାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ

June 20, 2026

ପୁଣି ହର୍ମୁଜ୍‌ରେ ସଙ୍କଟ : ଭାରତକୁ ଆଶ୍ୱସ୍ତି, ୩ ଟ୍ୟାଙ୍କର ସୁରକ୍ଷିତ

June 20, 2026

୪୭,୬୦୦ କୋଟିରୁ ଅଧିକ ମୂଲ୍ୟର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ

June 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.