Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଆସନ୍ତାକାଲି ବାଣପୁରରେ ମାତ୍ର ୭ ଶହ ୧୦ ଜଣ ନେବେ ଟୀକା: କେବଳ ୩ ଟି କେନ୍ଦ୍ରରେ ଅନଲାଇନ ବ୍ୟବସ୍ଥା
ଆଞ୍ଚଳିକ

ଆସନ୍ତାକାଲି ବାଣପୁରରେ ମାତ୍ର ୭ ଶହ ୧୦ ଜଣ ନେବେ ଟୀକା: କେବଳ ୩ ଟି କେନ୍ଦ୍ରରେ ଅନଲାଇନ ବ୍ୟବସ୍ଥା

September 5, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁରରେ ଆସନ୍ତାକାଲି (ସେପ୍ଟେମ୍ବର ୬ ତାରିଖ) ରେ ୭ ଶହ ୧୦ ଜଣ ନାଗରିକଙ୍କ ପାଇଁ ଟୀକା ବ୍ୟବସ୍ଥା ହୋଇଥିବାବେଳେ ବାଣପୁରର ୩ ଟି ଟୀକା କେନ୍ଦ୍ରରେ ଅନଲାଇନ ସ୍ଲଟ ବୁକିଂ ବ୍ୟବସ୍ଥା ହୋଇଛି। ଏ ନେଇ ବାଣପୁର ଗୋଷ୍ଠୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ସୂଚନା ଦେଇଛନ୍ତି।

ଜାଣନ୍ତୁ ବାଣପୁରର କେଉଁ କେନ୍ଦ୍ରରେ କେତେ ଟୀକା ଏବଂ କିପରି ନେବେ:

ଅନଲାଇନ (ବୁକିଂ ସମୟ ଆଜି ଅପରାହ୍ନ ୪ ଟା ୩୦ ରୁ ଆରମ୍ଭ)

୧ – ଗମ୍ଭାରୀମୁଣ୍ଡା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର– ସବୁ ବର୍ଗର ନାଗରିକ:

– ୭୦ ଟି ପ୍ରଥମ ଡୋଜ, ୪୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୩୦ ଡୋଜ

୨- ସୁନାଖଳା ଉପ ସ୍ୱାସ୍ଥ୍ୟ କେନ୍ଦ୍ର- ସବୁ ବର୍ଗର ନାଗରିକ:

– ୮୦ ଟି ପ୍ରଥମ ଡୋଜ, ୪୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୪୦ ଡୋଜ

୩- ହଳନ୍ଦା ଉପ ସ୍ୱାସ୍ଥ୍ୟ କେନ୍ଦ୍ର– ସବୁ ବର୍ଗର ନାଗରିକ:

– ୮୦ ଟି ପ୍ରଥମ ଡୋଜ, ୪୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୪୦ ଡୋଜ

ଅଫଲାଇନ ଟୀକାକରଣ:

୪- ନୀଳାଦ୍ରିପ୍ରସାଦ ଉପ ସ୍ୱାସ୍ଥ୍ୟ କେନ୍ଦ୍ର – ସବୁ ବର୍ଗର ନାଗରିକ:

– ୧୦୦ ଟି ପ୍ରଥମ ଡୋଜ, ୨୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

୫- ସାନହନ୍ତୁଆଡ଼ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ- ଶିକ୍ଷକ, ଶିକ୍ଷୟିତ୍ରୀ ଏବଂ ସେମାନଙ୍କ ପରିବାର ନିମନ୍ତେ ସ୍ୱତନ୍ତ୍ର ଟୀକାକରଣ

– ୬୦ ଟି ପ୍ରଥମ ଡୋଜ ଏବଂ ୬୦ ଟି ଦ୍ଵିତୀୟ ଡୋଜ

ତେବେ ବାଣପୁରର ସମସ୍ତ ଟୀକାକେନ୍ଦ୍ରରେ ସକାଳ ୯ ଘଟିକାରୁ ଟୀକାକରଣ ଆରମ୍ଭ ହେବ।

ଅନଲାଇନ ବ୍ୟବସ୍ଥା ବାଣପୁର ସ୍ଲଟ ବୁକିଂ
Share. Facebook Twitter LinkedIn Email WhatsApp Copy Link

Related Posts

ସାଂସଦ ନିଶୁଳ୍କ ସ୍ବାସ୍ଥ୍ୟ ଶିବିରକୁ ଉଦ୍ଘାଟନ କଲେ ଅପରାଜିତା ଷଡ଼ଙ୍ଗୀ

March 16, 2026

ବାଣପୁର କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

March 14, 2026

ବାଲୁଗାଁ: ସାମ୍ବାଦିକଙ୍କ ମାତୃ ବିୟୋଗ

March 12, 2026

ଗୋଦାବରୀଶ ମହାବିଦ୍ୟାଳୟରେ ସଡ଼କ ସୁରକ୍ଷା ଉପରେ ଡିଜିଟାଲ ଭିଡିଓ ପ୍ରଦର୍ଶନ କାର୍ଯ୍ୟକ୍ରମ

March 11, 2026
Latest News

ଓଡ଼ିଶା ଓମେନ୍ ଇନ୍ ମିଡିଆର ବୃତ୍ତିଗତ ଦାୟିତ୍ୱ ଓ ବ୍ୟକ୍ତିଗତ ସୁଖର ସନ୍ତୁଳନ ଉପରେ ଆଲୋଚନା

March 16, 2026

ମମତା ବାନାର୍ଜୀ ବିଜୟର ହ୍ୟାଟ୍ରିକ୍ ମାରିବେ, ନା ପ୍ରଥମ ଥର ପାଇଁ ପଦ୍ମ ଫୁଟିବ?: ଜାଣନ୍ତୁ ସର୍ଭେ

March 16, 2026

ଓଡ଼ିଶା ଲଳିତ କଳା ଏକାଡେମୀର ୬୬ତମ ପ୍ରତିଷ୍ଠା ଦିବସ ପାଳିତ

March 16, 2026

ସାଂସଦ ନିଶୁଳ୍କ ସ୍ବାସ୍ଥ୍ୟ ଶିବିରକୁ ଉଦ୍ଘାଟନ କଲେ ଅପରାଜିତା ଷଡ଼ଙ୍ଗୀ

March 16, 2026

ପୋଲିସ ଡିଜି ଙ୍କ ଉପସ୍ଥିତିରେ ଅସ୍ତ୍ରଶସ୍ତ୍ର ସହ ଆତ୍ମସମର୍ପଣ କଲେ ୧୧ ମାଓବାଦୀ

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.