Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର-ବାଲୁଗାଁ ରୋଟାରୀ କ୍ଳବ ପକ୍ଷରୁ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ
ଆଞ୍ଚଳିକ

ବାଣପୁର-ବାଲୁଗାଁ ରୋଟାରୀ କ୍ଳବ ପକ୍ଷରୁ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ

September 5, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଚିଲିକା: ଆଜି ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ବାଣପୁର -ବାଲୁଗାଁ ରୋଟାରୀ କ୍ଳବ ପକ୍ଷରୁ ବାଲୁଗାଁ ଅଶୋକ ନଗରସ୍ଥିତ ଶ୍ରୀ ଉମାମହେଶ୍ବର ବଣିକ ସଂଘ ସଭାଗୃହଠାରେ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିରର ଆୟୋଜନ କରାଯାଇଥିଲା। ବାଲୁଗାଁ ଏସଡିପିଓ ମାନସ ରଞ୍ଜନ ବାରିକ ଓ ବାଲୁଗାଁ ଥାନା ଆଇଆଇସି ରମାକାନ୍ତ ମହାଲିକ ଉକ୍ତ ଶିବିରକୁ ଉଦଘାଟନ କରିଥିଲେ।

ଉକ୍ତ ଶିବିରରୁ ମୋଟ ୩୮ ୟୁନିଟ ରକ୍ତ ସଂଗ୍ରହ କରାଯାଇଥିଲା। ଉକ୍ତ ଶିବିରକୁ ସଭାପତି ଗୋପାଳ ଚନ୍ଦ୍ର ନାୟକ, ପ୍ରଥମ ମହିଳା ଅଞ୍ଜନା ନାୟକ, ସମ୍ପାଦକ ସଚ୍ଚିଦାନନ୍ଦ ସେଠୀ, ପ୍ରାକ୍ତନ ସଭାପତି ବିଜୟ କୁମାର ନନ୍ଦ, ପ୍ରବୀଣ କୁମାର ଜେନା, ଧୀରେନ୍ଦ୍ରନାଥ ପାତ୍ର, ରବିନାରାୟଣ ନାୟକ, ପଦ୍ମନାଭ ମାଝି, ଅନଙ୍ଗଭୀମ ବିଶ୍ବାଳ, ଜଗଦୀଶପ୍ରସାଦ ଲାଖୋଟିଆ, ଅଶୋକ କୁମାର ପାତ୍ରଙ୍କ ସମେତ ସଭ୍ୟ ଗଗନ ବିହାରୀ ବେହେରା, ହିମାଂଶୁ କୁମାର ପାତ୍ର, ସୁନୀଲ କୁମାର ପାତ୍ର, ସୂର୍ଯ୍ୟନାରାୟଣ ସେନାପତି, ଶ୍ୟାମସୁନ୍ଦର ପୃଷ୍ଟି ପ୍ରମୂଖ ପରିଚାଳନା କରିଥିଲେ।

ବ୍ରହ୍ମପୁର ଏମକେସିଜି ମେଡିକାଲ ବ୍ଳଡ ବ୍ୟାଙ୍କର ସଂଯୋଜକ ସୁଶାନ୍ତ କୁମାର ପାଣିଗ୍ରାହୀ ଓ ଟେକନିସିଆନ ଚିନ୍ମୟ କୁମାର ବେହେରାଙ୍କ ସମେତ ୬ ଜଣିଆ ଟିମ ଦ୍ବାରା ରକ୍ତ ସଂଗ୍ରହ କରାଯାଇଥିଲା।

ଖୋର୍ଦ୍ଧା ଜିଲ୍ଲା ବାଣପୁର-ବାଲୁଗାଁ ରୋଟାରୀ କ୍ଳବ ସ୍ବେଚ୍ଛାକୃତ ରକ୍ତଦାନ ଶିବିର
Share. Facebook Twitter LinkedIn Email WhatsApp Copy Link

Related Posts

ମହୁକୁଦରେ ବ୍ଳକ୍ ସ୍ତରୀୟ ବିଶ୍ୱଶାନ୍ତି ଅଲେଖ ମହିମା ଅଖଣ୍ଡ ବ୍ରହ୍ମ ଯଜ୍ଞ

February 19, 2026

ବେଆଇନ ମୋରମ୍ ଚାଲାଣ ଅଭିଯୋଗରେ ହାଇୱା ଗାଡ଼ି ଜବତ

February 19, 2026

ଜିଲ୍ଳାପାଳ ଏବଂ ଏସ୍ ପିଙ୍କ ନାଲିପଡା ଅର୍ଜୁନପୁର ଗ୍ରାମ ପଂଚାୟତରେ ପଲ୍ଲୀରେ ପ୍ରଶାସନ ଜନଶୁଣାଣି

February 16, 2026

ରଙ୍କନାଥ ମନ୍ଦିରରେ ନୂତନ ପ୍ରବଚନ ମଣ୍ଡପକୁ ଉଦଘାଟନ କଲେ ଆଇନ ମନ୍ତ୍ରୀ

February 15, 2026
Latest News

ମହୁକୁଦରେ ବ୍ଳକ୍ ସ୍ତରୀୟ ବିଶ୍ୱଶାନ୍ତି ଅଲେଖ ମହିମା ଅଖଣ୍ଡ ବ୍ରହ୍ମ ଯଜ୍ଞ

February 19, 2026

“ମାଗଣା ଉପହାର ଦେଲେ ବିକାଶ କିପରି ହେବ?”: ମାଗଣା ଯୋଜନା ଉପରେ ସୁପ୍ରିମ କୋର୍ଟଙ୍କ ଭର୍ତ୍ସନା

February 19, 2026

ଟି-୨୦ ବିଶ୍ୱକପରେ ଆଉ ଏକ ବିପର୍ଯ୍ୟୟ: ଶ୍ରୀଲଙ୍କାକୁ ୬ ୱିକେଟରେ ପରାସ୍ତ କଲା ଜିମ୍ବାୱେ

February 19, 2026

ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମିଟ୍‌ରେ ଜିଓ ପକ୍ଷରୁ ‘ନେସନ୍‌-ଫର୍ଷ୍ଟ ଏଆଇ ଷ୍ଟାକ୍‌’ର ରୂପରେଖ ପ୍ରଦର୍ଶିତ

February 19, 2026

ଭାରତୀୟ ବିମାନ ସେବା ବିରୋଧରେ ବଡ଼ ନିଷ୍ପତ୍ତି: ଏୟାରସ୍ପେସ୍ ବନ୍ଦ କଲା ବାଂଲାଦେଶ 

February 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.