Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଆସନ୍ତାକାଲି ଚିଲିକାରେ ୨ ହଜାର ୬ ଶହ ୫୦ ଜଣ ନାଗରିକ ନେବେ ଟୀକା: ଜାଣନ୍ତୁ କେଉଁ କେନ୍ଦ୍ର ପାଇଁ କେତେ ଡୋଜ
ଆଞ୍ଚଳିକ

ଆସନ୍ତାକାଲି ଚିଲିକାରେ ୨ ହଜାର ୬ ଶହ ୫୦ ଜଣ ନାଗରିକ ନେବେ ଟୀକା: ଜାଣନ୍ତୁ କେଉଁ କେନ୍ଦ୍ର ପାଇଁ କେତେ ଡୋଜ

September 6, 2021No Comments3 Mins Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଚିଲିକା: ଖୋର୍ଦ୍ଧା ଜିଲ୍ଲା ଚିଲିକା ନିର୍ବାଚନମଣ୍ଡଳୀରେ ଆସନ୍ତାକାଲି (ସେପ୍ଟେମ୍ବର ୭ ତାରିଖ) ରେ ୨ ହଜାର ୬ ଶହ ୫୦ ଜଣ ନାଗରିକଙ୍କ ପାଇଁ ଟୀକା ବ୍ୟବସ୍ଥା ହୋଇଅଛି। ଏ ନେଇ ବାଣପୁର ଏବଂ ବାଲୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ସୂଚନା ଦେଇଛନ୍ତି।

ଜାଣନ୍ତୁ ବାଣପୁରର କେଉଁ କେନ୍ଦ୍ରରେ କେତେ ଟୀକା ଏବଂ କିପରି ନେବେ:

ଅନଲାଇନ (ବୁକିଂ ସମୟ ଆଜି ଅପରାହ୍ନ ୪ ଟା ୩୦ ରୁ ଆରମ୍ଭ)

୧- କୃତିବାସ ଭବନ:

– ୫୦ ଟି ପ୍ରଥମ ଡୋଜ, ୩୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୨୦ ଡୋଜ

୨- ଗମ୍ଭାରୀମୁଣ୍ଡା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର– ସବୁ ବର୍ଗର ନାଗରିକ:

– ୬୦ ଟି ପ୍ରଥମ ଡୋଜ, ୩୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

୩- ସୁନାଖଳା ଉପ ସ୍ୱାସ୍ଥ୍ୟ କେନ୍ଦ୍ର- ସବୁ ବର୍ଗର ନାଗରିକ:

– ୬୦ ଟି ପ୍ରଥମ ଡୋଜ, ୩୦ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

୪- ହଳନ୍ଦା ଉପ ସ୍ୱାସ୍ଥ୍ୟ କେନ୍ଦ୍ର – ସବୁ ବର୍ଗର ନାଗରିକ:

– ୭୦ ଟି ପ୍ରଥମ ଡୋଜ, ୨୫ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୫ ଡୋଜ

ଅଫଲାଇନ ଟୀକାକରଣ:

୫ – ପୁଞ୍ଜିଆମା ବାତ୍ୟା ଆଶ୍ରୟସ୍ଥଳୀ- ସବୁ ବର୍ଗର ନାଗରିକ:

– ୭୦ ଟି ପ୍ରଥମ ଡୋଜ, ୨୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

୬- ବାଲିପଦର କମ୍ୟୁନିଟି ସେଣ୍ଟର (ୱାର୍ଡ -୬, ବାଣପୁର ଏନଏସି ) ସବୁ ବର୍ଗର ନାଗରିକ:

– ୬୦ ଟି ପ୍ରଥମ ଡୋଜ, ୩୦ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

୭ – ନୀଳାଦ୍ରିପ୍ରସାଦ ଉପ ସ୍ୱାସ୍ଥ୍ୟ କେନ୍ଦ୍ର– ସବୁ ବର୍ଗର ନାଗରିକ:

– ୭୦ ଟି ପ୍ରଥମ ଡୋଜ, ୨୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

୮- ଓଡଗାଁ ବିଦ୍ୟାଳୟ– ସବୁ ବର୍ଗର ନାଗରିକ:

– ୫୦ ଟି ପ୍ରଥମ ଡୋଜ, ୪୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

୯- ଖଣତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ – ସବୁ ବର୍ଗର ନାଗରିକ:

– ୫୦ ଟି ପ୍ରଥମ ଡୋଜ, ୪୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

୧୦- ଭାପୁର ବାତ୍ୟା ଆଶ୍ରୟସ୍ଥଳୀ – ସବୁ ବର୍ଗର ନାଗରିକ:

– ୫୦ ଟି ପ୍ରଥମ ଡୋଜ, ୪୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

୧୧. ମାଣିକପୁର ବାତ୍ୟା ଆଶ୍ରୟସ୍ଥଳୀ – ସବୁ ବର୍ଗର ନାଗରିକ:

– ୭୦ ଟି ପ୍ରଥମ ଡୋଜ, ୨୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

୧୨. ନନ୍ଦପୁର(ମେଘାମ୍ବରି ମନ୍ଦିର ପାଖ) -ସବୁ ବର୍ଗର ନାଗରିକ:

– ୫୦ ଟି ପ୍ରଥମ ଡୋଜ, ୪୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

୧୩. ଗାଲୁଆ ଗ୍ରାମ ପଞ୍ଚାୟତ( ଭୀମପୁର ଉ.ପ୍ରା ବିଦ୍ୟାଳୟ) – ସବୁ ବର୍ଗର ନାଗରିକ:

– ୫୦ ଟି ପ୍ରଥମ ଡୋଜ, ୪୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

୧୪- ସାନହନ୍ତୁଆଡ଼ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ- ଶିକ୍ଷକ, ଶିକ୍ଷୟିତ୍ରୀ ଏବଂ ସେମାନଙ୍କ ପରିବାର ନିମନ୍ତେ ସ୍ୱତନ୍ତ୍ର ଟୀକାକରଣ

– ୨୦୦ ଟି ପ୍ରଥମ ଡୋଜ

ବାଣପୁରର ସମସ୍ତ ଟୀକାକେନ୍ଦ୍ରରେ ସକାଳ ୯ ଘଟିକାରୁ ଟୀକାକରଣ ଆରମ୍ଭ ହେବ। କେବଳ ମାଣିକପୁର ଏବଂ ଗାଲୁଆ ଗ୍ରାମ ପଞ୍ଚାୟତରେ ଅପରାହ୍ନ ୧ ଟା ୩୦ ରୁ ଆରମ୍ଭ ହେବ।

ଚିଲିକା: ସବୁ ବର୍ଗର ନାଗରିକ (ଉଭୟ ଡୋଜ, ଅଫଲାଇନ)

୧- ପାଟଣା ସାହି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ(ବାଲୁଗାଁ ଏନଏସି ):

– ୫୦ ଟି ପ୍ରଥମ ଡୋଜ, ୮୦ ଟି ଦ୍ଵିତୀୟ ଡୋଜ ଏବଂ ଶିକ୍ଷକ/ଶିକ୍ଷୟିତ୍ରୀଙ୍କ ପାଇଁ ୨୦ ଡୋଜ

୨- ସାମନ୍ତରାୟପୁର ପ୍ରାଥମିକ ବିଦ୍ୟାଳୟ (ବାଲୁଗାଁ ଏନଏସି ):

– ୭୦ ଟି ପ୍ରଥମ ଡୋଜ, ୧୧୦ ଟି ଦ୍ଵିତୀୟ ଡୋଜ ଏବଂ ଶିକ୍ଷକ/ଶିକ୍ଷୟିତ୍ରୀଙ୍କ ପାଇଁ ୨୦ ଡୋଜ

୩- ତୋଟାପଡ଼ା ପ୍ରାଥମିକ ବିଦ୍ୟାଳୟ(ବଡ଼କୁଳ ଗ୍ରାପ):

– ୭୦ ଟି ପ୍ରଥମ ଡୋଜ, ୧୧୦ ଟି ଦ୍ଵିତୀୟ ଡୋଜ ଏବଂ ଶିକ୍ଷକ/ଶିକ୍ଷୟିତ୍ରୀଙ୍କ ପାଇଁ ୨୦ ଡୋଜ

୪- କୁମାଣ୍ଡଳପାଟଣା ୟୁଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ (କୁମାଣ୍ଡଳ ଗ୍ରାପ):

– ୭୦ ଟି ପ୍ରଥମ ଡୋଜ, ୧୧୦ ଟି ଦ୍ଵିତୀୟ ଡୋଜ ଏବଂ ଶିକ୍ଷକ/ଶିକ୍ଷୟିତ୍ରୀଙ୍କ ପାଇଁ ୨୦ ଡୋଜ

୫- ସୋରଣ ପ୍ରାଥମିକ ବିଦ୍ୟାଳୟ(ସୋରଣ ଗ୍ରାପ):

– ୭୦ ଟି ପ୍ରଥମ ଡୋଜ, ୧୧୦ ଟି ଦ୍ଵିତୀୟ ଡୋଜ ଏବଂ ଶିକ୍ଷକ/ଶିକ୍ଷୟିତ୍ରୀଙ୍କ ପାଇଁ ୨୦ ଡୋଜ

୬ – ଜରିପଡ଼ା ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ର (ଜରିପଡ଼ା ଗ୍ରାପ):

– ୭୦ ଟି ପ୍ରଥମ ଡୋଜ, ୧୧୦ ଟି ଦ୍ଵିତୀୟ ଡୋଜ ଏବଂ ଶିକ୍ଷକ/ଶିକ୍ଷୟିତ୍ରୀଙ୍କ ପାଇଁ ୨୦ ଡୋଜ

– ଚିଲିକାର ସବୁ ଟିକାକେନ୍ଦ୍ରରେ ଟୀକାକରଣ ସମୟ- ସକାଳ ୯ ଘଟିକାରୁ ଅପରାହ୍ନ ୧ ଘଟିକା (ପ୍ରଥମ ଡୋଜ)

– ସେହିଭଳି ଅପରାହ୍ନ ୨ ଘଟିକାରୁ ଅପରାହ୍ନ ୪ ଘଟିକା ପର୍ଯ୍ୟନ୍ତ ଦ୍ଵିତୀୟ ଡୋଜ ଟୀକା ଦେବା ପାଇଁ ସମୟ ନିର୍ଦ୍ଧାରଣ କରଯାଇଛି।

ଚିଲିକା ଟୀକାକରଣ ବାଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ବଜ୍ରକୋଟ ବିଦ୍ୟାଳୟରେ ଧୂମଧାମରେ ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ କାର୍ଯ୍ୟକ୍ରମ ପାଳିତ

April 5, 2026

ବାଣପୁର ଶିକ୍ଷା ମଣ୍ଡଳ ସ୍ତରୀୟ ଖଡ଼ିଛୁଆଁ ପର୍ବ ପାଳିତ

April 5, 2026

ବାଣପୁର: ଭଗବତୀ ମଣ୍ଡଳ ଭାଜପା କାର୍ଯ୍ୟକର୍ତ୍ତାମାନଙ୍କୁ ଗୁରୁମନ୍ତ୍ର ଦେଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

April 3, 2026

ମଧୁମେହରେ ପଣସର ବ୍ୟବହାର କିପରି ଲାଭଦାୟକ? ଜାଣନ୍ତୁ…

April 3, 2026
Latest News

ମୁଖ୍ୟମନ୍ତ୍ରୀଙ୍କୁ ବିଶ୍ୱ ଆଥଲେଟିକ୍ସ ଚମ୍ପିଅନସିପ୍ ର ପତାକା ପ୍ରଦାନ କଲେ ସୂର୍ଯ୍ୟବଂଶୀ ସୂରଜ

April 5, 2026

୨୦୨୫-୨୬ରେ ରେକର୍ଡ ମାଲ ପରିବହନ ସହ ରେଳବାଇର ଉଲ୍ଲେଖନୀୟ ସଫଳତା

April 5, 2026

ଏସଆଇଆର କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ ସହକାରୀ ଶିକ୍ଷକ ନିଲମ୍ବିତ

April 5, 2026

ସୁବର୍ଣ୍ଣପୁର ଜିଲ୍ଲାର ହାଇଟେକ୍ ସର୍ଭେ ସମ୍ପର୍କରେ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

April 5, 2026

୩୯୮.୩୬ କୋଟିର ଅପ୍ଟିକାଲ ଫାଇବର କେବୁଲ ପ୍ରକଳ୍ପକୁ ଭାରତୀୟ ରେଳବାଇର ମଞ୍ଜୁରୀ

April 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.