Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଟୀକାକରଣ ଅପଡେଟ୍: ଆସନ୍ତାକାଲି ଚିଲିକାରେ ମାତ୍ର ୨୦୦ ଡୋଜ
ଆଞ୍ଚଳିକ

ଟୀକାକରଣ ଅପଡେଟ୍: ଆସନ୍ତାକାଲି ଚିଲିକାରେ ମାତ୍ର ୨୦୦ ଡୋଜ

September 9, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
Covid vaccine.

ସୀତାରାମ ଅଗ୍ରୱାଲ

ଚିଲିକା: ଚିଲିକା ନିର୍ବାଚନମଣ୍ଡଳି ଅନ୍ତର୍ଗତ ବାଲୁଗାଁ ଏନଏସି ଏବଂ ଚିଲିକା ବ୍ଲକରେ ଆସନ୍ତାକାଲି( ସେପ୍ଟେମ୍ବର ୧୦)ତାରିଖରେ ୨୦୦ ଜଣ ନାଗରିକଙ୍କୁ ଟୀକା ଦିଆଯିବ। ତେବେ ବାଣପୁରରେ ଟୀକାକରଣ ବନ୍ଦ ରହିବ। ଏ ନେଇ ଉଭୟ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ସୂଚନା ଦେଇଛନ୍ତି।

ଜାଣନ୍ତୁ ଚିଲିକା ବ୍ଲକ ଏବଂ ବାଲୁଗାଁ ଏନଏସି ର କେଉଁ କେନ୍ଦ୍ରରେ କେତେ ଡୋଜ ଟୀକା ଦିଆଯିବ।

ଚିଲିକା: ସବୁ ବର୍ଗର ନାଗରିକ (ଉଭୟ ଡୋଜ, ଅଫଲାଇନ)

୧- କେ.କେ ନୂଆଗାଁ କଲ୍ୟାଣ ମଣ୍ଡପ (ବାଲୁଗାଁ ଏନଏସି ):

– ୩୦ ଟି ପ୍ରଥମ ଡୋଜ, ୪୦ ଟି ଦ୍ଵିତୀୟ ଡୋଜ ଏବଂ ଶିକ୍ଷକ/ଶିକ୍ଷୟିତ୍ରୀଙ୍କ ପାଇଁ ୩୦ ଡୋଜ

୨- ଅଡ଼ିଟୋରିଅମ ହଲ (ବାଲୁଗାଁ ଏନଏସି ):

– ୩୦ ଟି ପ୍ରଥମ ଡୋଜ, ୪୦ ଟି ଦ୍ଵିତୀୟ ଡୋଜ ଏବଂ ଶିକ୍ଷକ/ଶିକ୍ଷୟିତ୍ରୀଙ୍କ ପାଇଁ ୩୦ ଡୋଜ

– ଚିଲିକାର ଏହି ଦୁଇଟି ଟିକାକେନ୍ଦ୍ରରେ ଟୀକାକରଣ ସମୟ- ସକାଳ ୯ ଘଟିକାରୁ ଅପରାହ୍ନ ୧ ଘଟିକା (ପ୍ରଥମ ଡୋଜ)

– ସେହିଭଳି ଅପରାହ୍ନ ୨ ଘଟିକାରୁ ଅପରାହ୍ନ ୪ ଘଟିକା ପର୍ଯ୍ୟନ୍ତ ଦ୍ଵିତୀୟ ଡୋଜ ଟୀକା ଦେବା ପାଇଁ ସମୟ ନିର୍ଦ୍ଧାରଣ କରଯାଇଛି।

ଖୋର୍ଦ୍ଧା ଜିଲ୍ଲା ଚିଲିକା ବାଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ନାକଟିଦେଉଳରେ ବନାଞ୍ଚଳ ସ୍ତରୀୟ ଜଙ୍ଗଲ ନିଆଁ ନିରାକରଣ ସଚେତନତା ସଭା

February 24, 2026

ରଣପୁର ବ୍ଲକ ପରିସରରେ ଜିଲ୍ଲାପାଳଙ୍କ ଜନଶୁଣାଣୀ କାର୍ଯ୍ୟକ୍ରମ

February 23, 2026

ଏମ୍ସ ଭୁବନେଶ୍ବରରେ ଅତ୍ୟାଧୁନିକ ଲିଭର ଟ୍ରାନ୍ସପ୍ଲାଣ୍ଟ ୟୁନିଟ୍ ଏବଂ ରୋବୋଟିକ୍ ସର୍ଜରୀ ସିଷ୍ଟମକୁ ଉଦ୍ଘାଟିତ

February 23, 2026

ଗାଲୁଆ ଗ୍ରାମ ପଂଚାୟତରେ ‘ପଲ୍ଲୀରେ ପ୍ରଶାସନ’ ଜନଶୁଣାଣି

February 23, 2026
Latest News

ଏଆଇ ଯୁଗରେ ଭାରତର ଯୁବଶକ୍ତି

February 25, 2026

ସଂସ୍କୃତି ଓ ଭାଷା ପାଇଁ କୃତ୍ରିମ ବୁଦ୍ଧିମତ୍ତା

February 25, 2026

ନିର୍ଭରଶୀଳତାରୁ ଆତ୍ମନିର୍ଭରତା: ଭାରତକୁ କୋଭିଡ୍ ମହାମାରୀ ଦେଇଛି ଦୃଢ଼ ଶିକ୍ଷା- ଆଇସିଏମଆର ଏଡିଜି

February 25, 2026

‘ଗୋ-ଆଡଭେଞ୍ଚର’ ପୋର୍ଟାଲ୍ ଶୁଭାରମ୍ଭ: ଓଡ଼ିଶାରେ ସାହସିକ ପର୍ଯ୍ୟଟନର ନୂଆ ଅଧ୍ୟାୟ

February 25, 2026

ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କୁ ସୌଜନ୍ୟମୂଳକ ସାକ୍ଷାତ କଲେ ନୋବେଲ ପୁରସ୍କାର ବିଜେତା

February 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.