Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଜିଲ୍ଲା ପ୍ରଶାସନର ନିର୍ଦ୍ଦେଶକ୍ରମେ ଚିଲିକାରେ ବଦଳିଲା ଟୀକାକରଣ ସୂଚୀ: ଆସନ୍ତାକାଲି ମିଳିବ ୧ ହଜାର ୫ ଶହ ଡୋଜ
ଆଞ୍ଚଳିକ

ଜିଲ୍ଲା ପ୍ରଶାସନର ନିର୍ଦ୍ଦେଶକ୍ରମେ ଚିଲିକାରେ ବଦଳିଲା ଟୀକାକରଣ ସୂଚୀ: ଆସନ୍ତାକାଲି ମିଳିବ ୧ ହଜାର ୫ ଶହ ଡୋଜ

September 9, 2021No Comments3 Mins Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଚିଲିକା: ଖୋର୍ଦ୍ଧା ଜିଲ୍ଲା ଚିଲିକା ନିର୍ବାଚନମଣ୍ଡଳୀରେ ଆସନ୍ତାକାଲି (ସେପ୍ଟେମ୍ବର ୧୦ ତାରିଖ) ରେ ୧ ହଜାର ୫ ଶହ ଜଣ ନାଗରିକଙ୍କ ପାଇଁ ଟୀକା ବ୍ୟବସ୍ଥା ହୋଇଅଛି। ଏ ନେଇ ବାଣପୁର ଏବଂ ବାଲୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ସୂଚନା ଦେଇଛନ୍ତି।

ଜାଣନ୍ତୁ ବାଣପୁରର କେଉଁ କେନ୍ଦ୍ରରେ କେତେ ଟୀକା ଏବଂ କିପରି ନେବେ:

ଅନଲାଇନ (ବୁକିଂ ସମୟ ଆଜି ଅପରାହ୍ନ ୪ ଟା ୩୦ ରୁ ଆରମ୍ଭ)

୧- କୃତିବାସ ଭବନ:

– ୫୦ ଟି ପ୍ରଥମ ଡୋଜ, ୪୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

୨- ଗମ୍ଭାରୀମୁଣ୍ଡା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର– ସବୁ ବର୍ଗର ନାଗରିକ:

– ୬୦ ଟି ପ୍ରଥମ ଡୋଜ, ୩୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

୩- ସୁନାଖଳା ଉପ ସ୍ୱାସ୍ଥ୍ୟ କେନ୍ଦ୍ର- ସବୁ ବର୍ଗର ନାଗରିକ:

– ୬୦ ଟି ପ୍ରଥମ ଡୋଜ, ୩୦ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

୪- ହଳନ୍ଦା ଉପ ସ୍ୱାସ୍ଥ୍ୟ କେନ୍ଦ୍ର – ସବୁ ବର୍ଗର ନାଗରିକ:

– ୭୦ ଟି ପ୍ରଥମ ଡୋଜ, ୨୫ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୫ ଡୋଜ

ଅଫଲାଇନ ଟୀକାକରଣ:

୫ – ପୁଞ୍ଜିଆମା ବାତ୍ୟା ଆଶ୍ରୟସ୍ଥଳୀ- ସବୁ ବର୍ଗର ନାଗରିକ:

– ୭୦ ଟି ପ୍ରଥମ ଡୋଜ, ୨୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

୬- ବାଲିପଦର କମ୍ୟୁନିଟି ସେଣ୍ଟର (ୱାର୍ଡ -୬, ବାଣପୁର ଏନଏସି ) ସବୁ ବର୍ଗର ନାଗରିକ:

– ୬୦ ଟି ପ୍ରଥମ ଡୋଜ, ୩୦ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

୭ – ନୀଳାଦ୍ରିପ୍ରସାଦ ଉପ ସ୍ୱାସ୍ଥ୍ୟ କେନ୍ଦ୍ର– ସବୁ ବର୍ଗର ନାଗରିକ:

– ୭୫ ଟି ପ୍ରଥମ ଡୋଜ, ୨୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୫ ଡୋଜ

୮- ଓଡଗାଁ ବିଦ୍ୟାଳୟ– ସବୁ ବର୍ଗର ନାଗରିକ:

– ୫୦ ଟି ପ୍ରଥମ ଡୋଜ, ୪୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

୯- ଖଣତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ – ସବୁ ବର୍ଗର ନାଗରିକ:

– ୫୦ ଟି ପ୍ରଥମ ଡୋଜ, ୪୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

୧୦- ଭାପୁର ବାତ୍ୟା ଆଶ୍ରୟସ୍ଥଳୀ – ସବୁ ବର୍ଗର ନାଗରିକ:

– ୫୦ ଟି ପ୍ରଥମ ଡୋଜ, ୪୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

୧୧. ମାଣିକପୁର ବାତ୍ୟା ଆଶ୍ରୟସ୍ଥଳୀ – ସବୁ ବର୍ଗର ନାଗରିକ:

– ୭୦ ଟି ପ୍ରଥମ ଡୋଜ, ୨୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

୧୨. ନନ୍ଦପୁର(ମେଘାମ୍ବରି ମନ୍ଦିର ପାଖ) -ସବୁ ବର୍ଗର ନାଗରିକ:

– ୫୦ ଟି ପ୍ରଥମ ଡୋଜ, ୪୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

୧୩. ଗାଲୁଆ ଗ୍ରାମ ପଞ୍ଚାୟତ( ଭୀମପୁର ଉ.ପ୍ରା ବିଦ୍ୟାଳୟ) – ସବୁ ବର୍ଗର ନାଗରିକ:

– ୫୦ ଟି ପ୍ରଥମ ଡୋଜ, ୪୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

ବାଣପୁରର ସମସ୍ତ ଟୀକାକେନ୍ଦ୍ରରେ ସକାଳ ୯ ଘଟିକାରୁ ଟୀକାକରଣ ଆରମ୍ଭ ହେବ। କେବଳ ମାଣିକପୁର ଏବଂ ଗାଲୁଆ ଗ୍ରାମ ପଞ୍ଚାୟତରେ ଅପରାହ୍ନ ୧ ଟା ୩୦ ରୁ ଆରମ୍ଭ ହେବ।

ଚିଲିକା: ସବୁ ବର୍ଗର ନାଗରିକ (ଉଭୟ ଡୋଜ, ଅଫଲାଇନ)

୧- କେ.କେ ନୂଆଗାଁ କଲ୍ୟାଣ ମଣ୍ଡପ (ବାଲୁଗାଁ ଏନଏସି ):

– ୩୦ ଟି ପ୍ରଥମ ଡୋଜ, ୪୦ ଟି ଦ୍ଵିତୀୟ ଡୋଜ ଏବଂ ଶିକ୍ଷକ/ଶିକ୍ଷୟିତ୍ରୀଙ୍କ ପାଇଁ ୩୦ ଡୋଜ

୨- ଅଡ଼ିଟୋରିଅମ ହଲ (ବାଲୁଗାଁ ଏନଏସି ):

– ୩୦ ଟି ପ୍ରଥମ ଡୋଜ, ୪୦ ଟି ଦ୍ଵିତୀୟ ଡୋଜ ଏବଂ ଶିକ୍ଷକ/ଶିକ୍ଷୟିତ୍ରୀଙ୍କ ପାଇଁ ୩୦ ଡୋଜ

– ଚିଲିକାର ସବୁ ଟିକାକେନ୍ଦ୍ରରେ ଟୀକାକରଣ ସମୟ- ସକାଳ ୯ ଘଟିକାରୁ ଅପରାହ୍ନ ୧ ଘଟିକା (ପ୍ରଥମ ଡୋଜ)

– ସେହିଭଳି ଅପରାହ୍ନ ୨ ଘଟିକାରୁ ଅପରାହ୍ନ ୪ ଘଟିକା ପର୍ଯ୍ୟନ୍ତ ଦ୍ଵିତୀୟ ଡୋଜ ଟୀକା ଦେବା ପାଇଁ ସମୟ ନିର୍ଦ୍ଧାରଣ କରଯାଇଛି।

ଚିଲିକା ଜିଲ୍ଲା ପ୍ରଶାସନ ବାଣପୁର ବାଲୁଗାଁ
Share. Facebook Twitter LinkedIn Email WhatsApp Copy Link

Related Posts

ଟାଙ୍ଗୀ ବ୍ଲକ ପରିସରରେ ମିଳିତ ଜନଶୁଣାଣି ଶିବିର

July 13, 2026

ଦିବଙ୍ଗତ କବି ସଂଗ୍ରାମ କେଶରୀ ସାହୁଙ୍କ ଦ୍ଵାଦଶାହ ଶ୍ରଦ୍ଧାଞ୍ଜଳି ସଭା

July 11, 2026

କର୍କଟ ରୋଗର ବିପଦ ବୃଦ୍ଧି କରେ ଲଗାତାର ବସି ରହିବା: ଜାଣନ୍ତୁ କାହିଁକି?

July 11, 2026

ଏମ୍ସ ଭୁବନେଶ୍ୱରର ଅନନ୍ୟ ସଫଳତା: ୧୦୦ଟି ସଫଳ ରୋବୋଟିକ୍ ଅସ୍ତ୍ରୋପଚାର ସମ୍ପନ୍ନ

July 10, 2026
Latest News

ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପୂର୍ବରୁ ପ୍ରଶାସନିକ ପ୍ରସ୍ତୁତିର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା

July 14, 2026

ଉଚ୍ଚଶିକ୍ଷା ବିଭାଗ ଆନୁକୂଲ୍ୟରେ ଯୁବ ରେଡ଼କ୍ରସ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ

July 14, 2026

ଓଲିଉଡ଼ ଅନ୍ତର୍ଜାତୀୟ ଫିଲ୍ମ ଫେଷ୍ଟିଭାଲ ଅନୁଷ୍ଠିତ

July 14, 2026

ପିସି-ପିଏନଡିଟି ଆଇନ ଉଲ୍ଲଙ୍ଘନ ଅଭିଯୋଗ: ଅଲ୍ଟ୍ରାସାଉଣ୍ଡ କେନ୍ଦ୍ରକୁ ସିଲ୍ କଲା ସ୍ୱାସ୍ଥ୍ୟ ବିଭାଗ

July 14, 2026

୧୭୨୬ ବୈଷୟିକ ପଦବୀରେ ନିଯୁକ୍ତି ପାଇଁ ସ୍ୱାସ୍ଥ୍ୟ ବିଭାଗର ପଦକ୍ଷେପ

July 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.