Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଆସନ୍ତାକାଲି ଚିଲିକାରେ ୨ ହଜାର ୩ ଶହ ୬୦ ଜଣ ନାଗରିକ ନେବେ ଟୀକା
ଆଞ୍ଚଳିକ

ଆସନ୍ତାକାଲି ଚିଲିକାରେ ୨ ହଜାର ୩ ଶହ ୬୦ ଜଣ ନାଗରିକ ନେବେ ଟୀକା

September 10, 2021No Comments3 Mins Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଚିଲିକା: ଚିଲିକା ନିର୍ବାଚନମଣ୍ଡଳୀରେ ଆସନ୍ତାକାଲି (ସେପ୍ଟେମ୍ବର ୧୧ ତାରିଖ) ରେ ୨ ହଜାର ୩ ଶହ ୬୦ ଜଣ ନାଗରିକଙ୍କ ପାଇଁ ଟୀକା ବ୍ୟବସ୍ଥା ହୋଇଅଛି। ଏ ନେଇ ବାଣପୁର ଏବଂ ବାଲୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ସୂଚନା ଦେଇଛନ୍ତି।

ଜାଣନ୍ତୁ ବାଣପୁରର କେଉଁ କେନ୍ଦ୍ରରେ କେତେ ଟୀକା ଏବଂ କିପରି ନେବେ:

ଅନଲାଇନ (ବୁକିଂ ସମୟ ଆଜି ଅପରାହ୍ନ ୪ ଟା ୩୦ ରୁ ଆରମ୍ଭ)

୧- କୃତିବାସ ଭବନ:

– ୫୦ ଟି ପ୍ରଥମ ଡୋଜ, ୪୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

୨- ଗମ୍ଭାରୀମୁଣ୍ଡା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର– ସବୁ ବର୍ଗର ନାଗରିକ:

– ୬୦ ଟି ପ୍ରଥମ ଡୋଜ, ୩୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

୩- ସୁନାଖଳା ଉପ ସ୍ୱାସ୍ଥ୍ୟ କେନ୍ଦ୍ର- ସବୁ ବର୍ଗର ନାଗରିକ:

– ୬୦ ଟି ପ୍ରଥମ ଡୋଜ, ୩୦ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

୪- ହଳନ୍ଦା ଉପ ସ୍ୱାସ୍ଥ୍ୟ କେନ୍ଦ୍ର– ସବୁ ବର୍ଗର ନାଗରିକ:

– ୭୦ ଟି ପ୍ରଥମ ଡୋଜ, ୨୫ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୫ ଡୋଜ

ଅଫଲାଇନ ଟୀକାକରଣ:

୫ – ପୁଞ୍ଜିଆମା ବାତ୍ୟା ଆଶ୍ରୟସ୍ଥଳୀ- ସବୁ ବର୍ଗର ନାଗରିକ:

– ୭୦ ଟି ପ୍ରଥମ ଡୋଜ, ୨୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

୬- ବାଲିପଦର କମ୍ୟୁନିଟି ସେଣ୍ଟର (ୱାର୍ଡ- ୨, ବାଣପୁର ଏନଏସି ) ସବୁ ବର୍ଗର ନାଗରିକ:

– ୬୦ ଟି ପ୍ରଥମ ଡୋଜ, ୩୦ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

୭ – ନୀଳାଦ୍ରିପ୍ରସାଦ ଉପ ସ୍ୱାସ୍ଥ୍ୟ କେନ୍ଦ୍ର– ସବୁ ବର୍ଗର ନାଗରିକ:

– ୭୫ ଟି ପ୍ରଥମ ଡୋଜ, ୨୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୫ ଡୋଜ

୮- ଓଡଗାଁ ବିଦ୍ୟାଳୟ– ସବୁ ବର୍ଗର ନାଗରିକ:

– ୫୦ ଟି ପ୍ରଥମ ଡୋଜ, ୪୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

୯- ଖଣତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ– ସବୁ ବର୍ଗର ନାଗରିକ:

– ୫୦ ଟି ପ୍ରଥମ ଡୋଜ, ୪୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

୧୦- ଭାପୁର ବାତ୍ୟା ଆଶ୍ରୟସ୍ଥଳୀ– ସବୁ ବର୍ଗର ନାଗରିକ:

– ୫୦ ଟି ପ୍ରଥମ ଡୋଜ, ୪୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

୧୧. ମାଣିକପୁର ବାତ୍ୟା ଆଶ୍ରୟସ୍ଥଳୀ– ସବୁ ବର୍ଗର ନାଗରିକ:

– ୭୦ ଟି ପ୍ରଥମ ଡୋଜ, ୨୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

୧୨. ନନ୍ଦପୁର (ମେଘାମ୍ବରି ମନ୍ଦିର ପାଖ)- ସବୁ ବର୍ଗର ନାଗରିକ:

– ୫୦ ଟି ପ୍ରଥମ ଡୋଜ, ୪୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

୧୩. ଗାଲୁଆ ଗ୍ରାମ ପଞ୍ଚାୟତ ( ଭୀମପୁର ଉ.ପ୍ରା ବିଦ୍ୟାଳୟ) – ସବୁ ବର୍ଗର ନାଗରିକ:

– ୫୦ ଟି ପ୍ରଥମ ଡୋଜ, ୪୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

୧୪. ବାଣପୁର ସବ ଜେଲ (କଏଦୀ ଏବଂ ଜେଲ କର୍ମଚାରୀଙ୍କ ନିମନ୍ତେ)- ୧୬୦ ଡୋଜ

ବାଣପୁରର ସମସ୍ତ ଟୀକାକେନ୍ଦ୍ରରେ ସକାଳ ୯ ଘଟିକାରୁ ଟୀକାକରଣ ଆରମ୍ଭ ହେବ। କେବଳ ମାଣିକପୁର ଏବଂ ଗାଲୁଆ ଗ୍ରାମ ପଞ୍ଚାୟତରେ ଅପରାହ୍ନ ୧ ଟା ୩୦ ରୁ ଆରମ୍ଭ ହେବ।

ଚିଲିକା: ସବୁ ବର୍ଗର ନାଗରିକ (ଉଭୟ ଡୋଜ, ଅଫଲାଇନ)

୧- କେ.କେ ନୂଆଗାଁ କଲ୍ୟାଣ ମଣ୍ଡପ (ବାଲୁଗାଁ ଏନଏସି):

– ୫୦ ଟି ପ୍ରଥମ ଡୋଜ, ୬୦ ଟି ଦ୍ଵିତୀୟ ଡୋଜ ଏବଂ ଶିକ୍ଷକ/ଶିକ୍ଷୟିତ୍ରୀଙ୍କ ପାଇଁ ୪୦ ଡୋଜ

୨- ଅଡ଼ିଟୋରିଅମ ହଲ (ବାଲୁଗାଁ ଏନଏସି ):

– ୫୦ ଟି ପ୍ରଥମ ଡୋଜ, ୬୦ ଟି ଦ୍ଵିତୀୟ ଡୋଜ ଏବଂ ଶିକ୍ଷକ/ଶିକ୍ଷୟିତ୍ରୀଙ୍କ ପାଇଁ ୪୦ ଡୋଜ

୩- କିମ୍ଭିରିପଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ (ସିଙ୍ଗେଶ୍ୱର ଗ୍ରାପ):

– ୫୦ ଟି ପ୍ରଥମ ଡୋଜ, ୬୦ ଟି ଦ୍ଵିତୀୟ ଡୋଜ ଏବଂ ଶିକ୍ଷକ/ଶିକ୍ଷୟିତ୍ରୀଙ୍କ ପାଇଁ ୪୦ ଡୋଜ

୪- ବ୍ରାହ୍ମଣକୁଶଡିହ ବାତ୍ୟା ଆଶ୍ରୟସ୍ଥଳୀ (ଆଙ୍କୁଲା ଗ୍ରାପ):

– ୫୦ ଟି ପ୍ରଥମ ଡୋଜ, ୬୦ ଟି ଦ୍ଵିତୀୟ ଡୋଜ ଏବଂ ଶିକ୍ଷକ/ଶିକ୍ଷୟିତ୍ରୀଙ୍କ ପାଇଁ ୪୦ ଡୋଜ

୫- କାଳିଜାଇ ୟୁଜି ଏମଇ ବିଦ୍ୟାଳୟ (ମାନସିଂହପୁର ଗ୍ରାପ):

– ୫୦ ଟି ପ୍ରଥମ ଡୋଜ, ୬୦ ଟି ଦ୍ଵିତୀୟ ଡୋଜ ଏବଂ ଶିକ୍ଷକ/ଶିକ୍ଷୟିତ୍ରୀଙ୍କ ପାଇଁ ୪୦ ଡୋଜ

୬ – ତରାପି ପ୍ରାଥମିକ ବିଦ୍ୟାଳୟ (ହାଟବରଡ଼ି ଗ୍ରାପ):

– ୫୦ ଟି ପ୍ରଥମ ଡୋଜ, ୬୦ ଟି ଦ୍ଵିତୀୟ ଡୋଜ ଏବଂ ଶିକ୍ଷକ/ଶିକ୍ଷୟିତ୍ରୀଙ୍କ ପାଇଁ ୪୦ ଡୋଜ

– ଚିଲିକାର ସବୁ ଟିକାକେନ୍ଦ୍ରରେ ଟୀକାକରଣ ସମୟ- ସକାଳ ୯ ଘଟିକାରୁ ଅପରାହ୍ନ ୧ ଘଟିକା (ପ୍ରଥମ ଡୋଜ)

– ସେହିଭଳି ଅପରାହ୍ନ ୨ ଘଟିକାରୁ ଅପରାହ୍ନ ୪ ଘଟିକା ପର୍ଯ୍ୟନ୍ତ ଦ୍ଵିତୀୟ ଡୋଜ ଟୀକା ଦେବା ପାଇଁ ସମୟ ନିର୍ଦ୍ଧାରଣ କରଯାଇଛି।

chilika Covid Vaccine ଚିଲିକା ବାଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁ ମହାବିଦ୍ୟାଳୟ ପରିସରରେ ସ୍ୱଚ୍ଛତା ଅଭିଯାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ

June 20, 2026

ଯଶିପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ବିଶ୍ୱ ସିକିଲ ସେଲ ସଚେତନତା ଦିବସ ପାଳିତ

June 20, 2026

ଖୋର୍ଦ୍ଧାରେ ଜିଲ୍ଲାସ୍ତରୀୟ ଷ୍ଟପ ଡାଇରିଆ କାର୍ଯ୍ୟକ୍ରମ

June 18, 2026

ପିଲାମାନଙ୍କ ସ୍ୱାସ୍ଥ୍ୟ ସହ ଖେଳିବା ପଡ଼ିଲା ମହଙ୍ଗା; ଫି ଫେରସ୍ତ ସହ କ୍ଷତିପୂରଣ ଦେବାକୁ ନିର୍ଦ୍ଦେଶ ଦେଲେ କୋର୍ଟ

June 17, 2026
Latest News

ରାୟଗଡା ଭିଡ଼ ହିଂସା ମାମଲାରେ ବଡ଼ ଆକ୍ସନ୍ : ‘ରେଡ୍ ଫ୍ଲାଗ୍’ କେସ୍ ଘୋଷଣା ପାଇଁ ସୁପାରିଶ

June 21, 2026

ଟ୍ରାଫିକ ଜାମରୁ ମିଳିବ କି ମୁକ୍ତି : ଟ୍ଵିନ ସିଟି ଟ୍ରାଫିକ ସମସ୍ୟା ପାଇଁ କମିଟି ଗଠନ

June 20, 2026

ବାଲୁଗାଁ ମହାବିଦ୍ୟାଳୟ ପରିସରରେ ସ୍ୱଚ୍ଛତା ଅଭିଯାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ

June 20, 2026

ପୁଣି ହର୍ମୁଜ୍‌ରେ ସଙ୍କଟ : ଭାରତକୁ ଆଶ୍ୱସ୍ତି, ୩ ଟ୍ୟାଙ୍କର ସୁରକ୍ଷିତ

June 20, 2026

୪୭,୬୦୦ କୋଟିରୁ ଅଧିକ ମୂଲ୍ୟର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ

June 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.