Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ପାନ୍ ଆରୋମା କାଫେ ଉଦ୍‌ଘାଟନ କଲେ ବିଧାୟକ ସୁରେଶ ରାଉତରାୟ
ଆଞ୍ଚଳିକ

ପାନ୍ ଆରୋମା କାଫେ ଉଦ୍‌ଘାଟନ କଲେ ବିଧାୟକ ସୁରେଶ ରାଉତରାୟ

September 10, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଆଜି ଅପରାହ୍ନରେ ଜଟଣୀ ବିଧାୟକ ସୁରେଶ କୁମାର ରାଉତରାୟ ନବଯୁଗ ରିସର୍ଟ୍ଟଠାରେ ଏକ ଅତ୍ୟାଧୁନିକ ପାନ ବିକ୍ରୟ କେନ୍ଦ୍ର ଉଦ୍‌ଘାଟନ କରିଛନ୍ତି। ଏହି ବିକ୍ରୟ କେନ୍ଦ୍ରର ନାମ ପାନ୍ ଆରୋମା କାଫେ ରଖାଯାଇଛି। ଯାହାର ମାଲିକଙ୍କ ନାମ ସମୀର ଦାସ। ସେଠାରେ ସର୍ବନମ୍ନ ପାନର ମୂଲ୍ୟ ୨୦ ଟଙ୍କା ରଖାଯାଇଥିବା ବେଳେ ସର୍ବାଧିକ ପାନର ମୂଲ୍ୟ ୨୧୦୦ ଟଙ୍କା ରଖାଯାଇଛି।

ଏଠାରେ ଲଡ଼ୁପାନ, ଆଇସକ୍ରମି ପାନ, ଧୂଆଁପାନ, ମିଠାପାନ, ଚଟଣୀପାନ ଓ ଜୁସ୍ ପାନ ପ୍ରଭୃତି ୧୫୦ ପ୍ରକାରର ପାନ ରଖାଯାଇଛି। ଭୁବନେଶ୍ୱରରେ ଏଭଳି ପାନ ଦୋକାନ ବିରଳ। ଏହି ପାନ ଦୋକାନ ଅତ୍ୟାଧୁନିକ ଶୈଳୀରେ ବ୍ୟବସ୍ଥିତ ହୋଇଛି । ଏହି କେନ୍ଦ୍ରଟି ଗ୍ରାହକଙ୍କ ଆକର୍ଷଣର କେନ୍ଦ୍ର ହେବ ବୋଲି ଶ୍ରୀ ରାଉତରାୟ କହିଛନ୍ତି। ମେଟ୍ରୋସିଟିରେ ଏଭଳି ଦୋକାନ ଖୋଲିବାର ଆବଶ୍ୟକତା ମଧ୍ୟ ରହିଛି। ଏହି ଉଦ୍‌ଘାଟନ କାର୍ଯ୍ୟରେ ସମାଜସେବୀ ମନୋଜ ଜେନା, ପ୍ରକାଶ ମିଶ୍ର, ଆଶିଷ ଦତ୍ତ ଓ ମଳୟ ଜେନା ପ୍ରମୁଖ ଉପସ୍ଥିତ ଥିଲେ।

ଜଟଣୀ ବିଧାୟକ ସୁରେଶ କୁମାର ରାଉତରାୟ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ବ୍ଲକ ସ୍ତରୀୟ ଇଣ୍ଡୋର ସ୍ପୋର୍ଟ୍ସ ଉଦଯାପିତ

September 9, 2026

ବାଣପୁରରେ ସାକ୍ଷରତା ଦିବସ ଉପଲକ୍ଷେ ୩୫ ଜଣ ସମ୍ମାନିତ

September 9, 2026

ବାଣପୁର: ବ୍ଲକ୍ ସ୍ତରୀୟ ଚକ୍ଷୁ ଚିକିତ୍ସା ତାଲିମ୍ ଶିବିର ଉଦଯାପିତ

September 9, 2026

ସେଣ୍ଟ ଜାଭିୟର ହାଇସ୍କୁଲ ଦ୍ଵାରା ବାଣପୁର ଅଞ୍ଚଳର କୃତି ଛାତ୍ରଛାତ୍ରୀମାନଙ୍କୁ ସମ୍ବର୍ଦ୍ଧନା

September 7, 2026
Latest News

ମଧ୍ୟବର୍ତ୍ତୀକାଳୀନ ନିର୍ବାଚନ ପରେ ଶେଷ ହେବ ଇରାନ ଯୁଦ୍ଧ, କମିବ ତେଲ ଦର: ଟ୍ରମ୍ପ

September 10, 2026

କ୍ରେଡିଟ୍ କାର୍ଡରେ ଅତ୍ୟଧିକ ଖର୍ଚ୍ଚ କରୁଛନ୍ତି କି? CIBIL ସ୍କୋର ଉପରେ ପଡ଼ିପାରେ ପ୍ରଭାବ

September 10, 2026

ମାୟାବତୀଙ୍କ ମାଷ୍ଟରଷ୍ଟ୍ରୋକ୍‌ ନା ବଡ଼ ଝଟକା? BSPରୁ ଆକାଶ ଆନନ୍ଦ ବାହାର

September 10, 2026

ଆଇସିସି ଦିନିକିଆ ରାଙ୍କିଙ୍ଗ୍: ଲଗାତାର ୩୫ ମାସ ଧରି ଶୀର୍ଷ ସ୍ଥାନରେ ଭାରତ

September 10, 2026

ଟ୍ରେନ୍‌ ଧକ୍କାରେ ଦନ୍ତା ହାତୀର ମୃତ୍ୟୁ

September 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.