Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଆସନ୍ତାକାଲି ବାଣପୁର ପାଇଁ କେବଳ ୧ ହଜାର ୭ ଶହ ଡୋଜ ଟୀକା
ଆଞ୍ଚଳିକ

ଆସନ୍ତାକାଲି ବାଣପୁର ପାଇଁ କେବଳ ୧ ହଜାର ୭ ଶହ ଡୋଜ ଟୀକା

September 13, 2021No Comments3 Mins Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁରରେ ଆସନ୍ତାକାଲି (ସେପ୍ଟେମ୍ବର ୧୪ ତାରିଖ) ରେ ୧ ହଜାର ୭ ଶହ ଜଣ ନାଗରିକଙ୍କ ପାଇଁ ଟୀକା ବ୍ୟବସ୍ଥା ହୋଇଅଛି। ଏ ନେଇ ବାଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ସୂଚନା ଦେଇଛନ୍ତି।

ଜାଣନ୍ତୁ ବାଣପୁରର କେଉଁ କେନ୍ଦ୍ରରେ କେତେ ଟୀକା ଏବଂ କିପରି ନେବେ:

ଅନଲାଇନ (ବୁକିଂ ସମୟ ଆଜି ଅପରାହ୍ନ ୪ ଟା ୩୦ ରୁ ଆରମ୍ଭ)

୧- କୃତିବାସ ଭବନ:

– ୫୦ ଟି ପ୍ରଥମ ଡୋଜ, ୪୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

୨- ଗମ୍ଭାରୀମୁଣ୍ଡା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର– ସବୁ ବର୍ଗର ନାଗରିକ:

– ୬୦ ଟି ପ୍ରଥମ ଡୋଜ, ୩୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

୩- ସୁନାଖଳା ଉପ ସ୍ୱାସ୍ଥ୍ୟ କେନ୍ଦ୍ର- ସବୁ ବର୍ଗର ନାଗରିକ:

– ୬୦ ଟି ପ୍ରଥମ ଡୋଜ, ୩୦ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

୪- ହଳନ୍ଦା ଉପ ସ୍ୱାସ୍ଥ୍ୟ କେନ୍ଦ୍ର– ସବୁ ବର୍ଗର ନାଗରିକ:

– ୭୦ ଟି ପ୍ରଥମ ଡୋଜ, ୨୫ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୫ ଡୋଜ

ଅଫଲାଇନ ଟୀକାକରଣ:

୫ – ପୁଞ୍ଜିଆମା ବାତ୍ୟା ଆଶ୍ରୟସ୍ଥଳୀ- ସବୁ ବର୍ଗର ନାଗରିକ:

– ୭୦ ଟି ପ୍ରଥମ ଡୋଜ, ୨୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

୬- ରଙ୍କନାଥପାଟଣା କମ୍ୟୁନିଟି ସେଣ୍ଟର (ୱାର୍ଡ -୪ , ବାଣପୁର ଏନଏସି) ସବୁ ବର୍ଗର ନାଗରିକ:

– ୬୦ ଟି ପ୍ରଥମ ଡୋଜ, ୩୦ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

୭ – ନୀଳାଦ୍ରିପ୍ରସାଦ ଉପ ସ୍ୱାସ୍ଥ୍ୟ କେନ୍ଦ୍ର– ସବୁ ବର୍ଗର ନାଗରିକ:

– ୭୫ ଟି ପ୍ରଥମ ଡୋଜ, ୨୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୫ ଡୋଜ

୮- ଓଡଗାଁ ବିଦ୍ୟାଳୟ– ସବୁ ବର୍ଗର ନାଗରିକ:

– ୫୦ ଟି ପ୍ରଥମ ଡୋଜ, ୪୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

୯- ଖଣତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ– ସବୁ ବର୍ଗର ନାଗରିକ:

– ୫୦ ଟି ପ୍ରଥମ ଡୋଜ, ୪୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

୧୦- ଭାପୁର ବାତ୍ୟା ଆଶ୍ରୟସ୍ଥଳୀ– ସବୁ ବର୍ଗର ନାଗରିକ:

– ୫୦ ଟି ପ୍ରଥମ ଡୋଜ, ୪୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

୧୧. ମାଣିକପୁର ବାତ୍ୟା ଆଶ୍ରୟସ୍ଥଳୀ– ସବୁ ବର୍ଗର ନାଗରିକ:

– ୭୦ ଟି ପ୍ରଥମ ଡୋଜ, ୨୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

୧୨. ନନ୍ଦପୁର (ମେଘାମ୍ବରି ମନ୍ଦିର ପାଖ)- ସବୁ ବର୍ଗର ନାଗରିକ:

– ୫୦ ଟି ପ୍ରଥମ ଡୋଜ, ୪୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

୧୩. ଗାଲୁଆ ଗ୍ରାମ ପଞ୍ଚାୟତ (ଭୀମପୁର ଉ.ପ୍ରା ବିଦ୍ୟାଳୟ) – ସବୁ ବର୍ଗର ନାଗରିକ:

– ୫୦ ଟି ପ୍ରଥମ ଡୋଜ, ୪୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

୧୪. ଭୁଷକାପଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ (ଭବାନୀପୁର ଗ୍ରାପ)-
ସବୁ ବର୍ଗର ନାଗରିକ

– ୫୦ ଟି ପ୍ରଥମ ଡୋଜ, ୪୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

୧୫. ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ (ଶିକ୍ଷକ, ଶିକ୍ଷୟିତ୍ରୀ):

– ଉଭୟ ଡୋଜ – ୧୦୦

୧୬. ନଛିପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ (ତୋରସିଂହ ଗ୍ରାପ)-
ସବୁ ବର୍ଗର ନାଗରିକ

– ୫୦ ଟି ପ୍ରଥମ ଡୋଜ, ୪୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

୧୭. ଶ୍ରୀନିବାସପୁର କମ୍ୟୁନିଟି ସେଣ୍ଟର (ୱାର୍ଡ -୩, ବାଣପୁର ଏନଏସି ) ସବୁ ବର୍ଗର ନାଗରିକ:

– ୬୦ ଟି ପ୍ରଥମ ଡୋଜ, ୩୦ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

ବାଣପୁରର ସମସ୍ତ ଟୀକାକେନ୍ଦ୍ରରେ ସକାଳ ୮.୩୦ ଘଟିକାରୁ ଟୀକାକରଣ ଆରମ୍ଭ ହେବ। କେବଳ ରଙ୍କନାଥପାଟଣା, ଭୁଷକାପଡ଼ା, ନଛିପୁର, ମାଣିକପୁର, ଗାଲୁଆ ଗ୍ରାମ ପଞ୍ଚାୟତ ଏବଂ ବିଇଓ କାର୍ଯ୍ୟାଳୟରେ ଅପରାହ୍ନ ୧ ଟା ୩୦ ରୁ ଆରମ୍ଭ ହେବ।

ଅନଲାଇନ ଟୀକା ବ୍ୟବସ୍ଥା ଡୋଜ ଟୀକା ବାଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ରୋଟାରୀ ଜିଲ୍ଲା ୩୨୬୨ ପ୍ରାନ୍ତପାଳଙ୍କ ବାଣପୁର ବାଲୁଗାଁ କ୍ଲବ ପରିଦର୍ଶନ

May 11, 2026

ଆଗୁଆ ପରୀକ୍ଷଣ ଦ୍ୱାରା ଲୁପସ ବ୍ୟାଧିକୁ ପରାସ୍ତ କରି ହେବ: ବିଶେଷଜ୍ଞ

May 10, 2026

ମା’ ଭଗବତୀଙ୍କ ଚାପ କ୍ରୀଡ଼ା: ସାତଦେବା ଦେବୀଙ୍କୁ ସାଥିରେ ଧରି ଭଉଁରୀ ଖେଳିଲେ ମା’ ସାଆନ୍ତାଣି

May 10, 2026

ଆଜି ଜାତୀୟ ସ୍ତରରେ ମାଗଣା ବାର୍ଷିକ ସ୍ବାସ୍ଥ୍ୟ ପରୀକ୍ଷା କାର୍ଯ୍ୟକ୍ରମର ଉଦ୍‌ଘାଟନ କରିବେ କେନ୍ଦ୍ରମନ୍ତ୍ରୀ

May 7, 2026
Latest News

ଆସିକା SDPO ନିଲମ୍ବିତ

May 14, 2026

ସଙ୍କଟ ମଧ୍ୟରେ, ଭାରତ ପାଇଁ ଭଲ ଖବର: ହର୍ମୁଜ୍ ପ୍ରଣାଳୀ ପାର କଲା ଏମଭି ସନସାଇନ୍

May 14, 2026

କୁମ୍ଭୀର ମୁହଁରୁ ଅଳ୍ପକେ ବର୍ତ୍ତିଲେ ମହିଳା

May 14, 2026

ପ୍ରଧାନମନ୍ତ୍ରୀ ମୋଦିଙ୍କ ଆହ୍ବାନ ପରେ, ଦିଲ୍ଲୀ ସରକାରୀ କାର୍ଯ୍ୟାଳୟରେ ‘ନୋ କାର ଡେ’

May 14, 2026

ପୁରୀ କୋରାପୁଟ ମଧ୍ୟରେ ଚାଲିବାକୁ ଥିବା ନୂଆ ଟ୍ରେନଟି କେଉଁ କେଉଁ ଷ୍ଟେସନରେ ରହିବ

May 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.