Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଆହତ ହରିଣକୁ ଉଦ୍ଧାର କଲେ ବନ ବିଭାଗ
ଆଞ୍ଚଳିକ

ଆହତ ହରିଣକୁ ଉଦ୍ଧାର କଲେ ବନ ବିଭାଗ

September 14, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

କନ୍ଦର୍ପ ବେହେରା
ରେଢ଼ାଖୋଲ: ରେଢ଼ାଖୋଲ ବନଖଣ୍ଡ ଚାରମାଳ ବନାଂଚଳ ସାନମୁଗପାଳ ଗ୍ରାମ ଜଙ୍ଗଲରୁ ୨ ବର୍ଷର ଏକ ମାଈ ହରିଣକୁ ଉଦ୍ଧାର କରିଛି ବନବିଭାଗ।

ବନବିଭାଗ ସୂତ୍ରରୁ ପ୍ରକାଶ ଯେ, ଚାରମାଳ ବନାଂଚଳ ସାନମୁଗପାଳ ଗ୍ରାମ ନିକଟରେ ଏକ ମାଈ ହରିଣକୁ ଆହତ ଅବସ୍ଥାରେ ଗ୍ରାମବାସୀ ଦେଖିବାକୁ ପାଇଥିଲେ। ଏନେଇ ଗ୍ରାମବସୀ ବନ ବିଭାଗକୁ ଖବର ଦେଇଥିଲେ। ଚାରମାଳ ଫରେଷ୍ଟର ପ୍ରବୀଣ କୁମାର ପ୍ରଧାନ, ରେଞ୍ଜ ଅଧିକାରୀ ଦର୍ଶନୀୟା ଭୋଇ ପହଂଚି ଆହତ ହରିଣକୁ ପ୍ରାଥମିକ ଚିକିତ୍ସା କରିଥିଲେ।

ପ୍ରାଣୀଚିକିତ୍ସକ ପ୍ରଦୀପ କୁମାର ସାହୁ ହରିଣର ଚିକିତ୍ସା କରିଥିଲେ। ହରିଣର ଗୋଡ଼ରେ କ୍ଷତ ରହିଛି। ହରିଣଟି ସୁସ୍ଥ ଥିବା ଚାରମାଳ ଫରେଷ୍ଟର ପ୍ରବୀଣ କୁମାର ପ୍ରଧାନ ପ୍ରକାଶ କରିଛନ୍ତି।  ହରିଣଟିକୁ ବୁଲା କୁକୁର କାମୁଡ଼ିଥିବା ଅନୁମାନ କରଯାଉଛି।

ଉଦ୍ଧାର ବନ ବିଭାଗ ରେଢ଼ାଖୋଲ ବନଖଣ୍ଡ
Share. Facebook Twitter LinkedIn Email WhatsApp Copy Link

Related Posts

ବିରଳ ବଜ୍ରକାପ୍ତା ଉଦ୍ଧାର

October 13, 2026

ବନ ବିଭାଗ ଚଢ଼ାଉ: ୧୧୩୦ଟି ବଜ୍ରକାପ୍ତା କାତି ଜବତ, ୩ ଗିରଫ

October 11, 2026

କରୁଣାଶାନ୍ତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ପାଳିତ

October 10, 2026

ବାରୁଦ ଓ ବାଣ ସାମଗ୍ରୀ ଜବତ, ଅଭିଯୁକ୍ତ ଗିରଫ

October 9, 2026
Latest News

ଭାରତ ଗସ୍ତରେ ଆସିବେ ଆମେରିକା ବୈଦେଶିକ ସଚିବ ମାର୍କୋ ରୁବିଓ

October 14, 2026

ଦିଲ୍ଲୀ କ୍ୟାପିଟାଲ୍ସର ଆସିଷ୍ଟାଣ୍ଟ୍ ଓ ବ୍ୟାଟିଂ କୋଚ୍ ହେଲେ ଯୁବରାଜ ସିଂହ

October 14, 2026

ଏସିଆନ୍ ଚାମ୍ପିଅନ୍ସ ଟ୍ରଫି ପାଇଁ ଭାରତୀୟ ହକି ଟିମ୍ ଘୋଷିତ

October 14, 2026

ନବରାତ୍ରୀ ସମୟରେ ଆପଣ ଏହି ସବୁ ସ୍ଵପ୍ନ ଦେଖୁଛନ୍ତି କି?: ତେବେ ମାତା ଦୂର୍ଗାଙ୍କ ପାଇବେ ଆଶୀର୍ବାଦ

October 14, 2026

ଦୁର୍ଗାପୂଜା ପାଇଁ ଭୁବନେଶ୍ୱରରେ ୧୯ ରୁ ୨୪ ପର୍ଯ୍ୟନ୍ତ ନୂଆ ଟ୍ରାଫିକ୍ କଟକଣା

October 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.