Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଆସନ୍ତାକାଲି ଚିଲିକାରେ ରେକର୍ଡ ସଂଖ୍ୟକ ଟୀକାକରଣ: ମୋଟ ୨୬ ଟି କେନ୍ଦ୍ରରେ ମିଳିବ ଟୀକା
ଆଞ୍ଚଳିକ

ଆସନ୍ତାକାଲି ଚିଲିକାରେ ରେକର୍ଡ ସଂଖ୍ୟକ ଟୀକାକରଣ: ମୋଟ ୨୬ ଟି କେନ୍ଦ୍ରରେ ମିଳିବ ଟୀକା

September 15, 2021No Comments4 Mins Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଚିଲିକା: ଖୋର୍ଦ୍ଧା ଜିଲ୍ଲା ଚିଲିକା ନିର୍ବାଚନମଣ୍ଡଳୀରେ ଆସନ୍ତାକାଲି (ସେପ୍ଟେମ୍ବର ୧୬ ତାରିଖ) ରେ ୩ ହଜାର ୩ ଶହ ୯୦ ଜଣ ନାଗରିକଙ୍କ ପାଇଁ ଟୀକା ବ୍ୟବସ୍ଥା ହୋଇଅଛି। ଏ ନେଇ ଉଭୟ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ସୂଚନା ଦେଇଛନ୍ତି।

ଜାଣନ୍ତୁ ବାଣପୁରର କେଉଁ କେନ୍ଦ୍ରରେ କେତେ ଟୀକା ଏବଂ କିପରି ନେବେ:

ଅନଲାଇନ (ବୁକିଂ ସମୟ ଆଜି ଅପରାହ୍ନ ୪ ଟା ୩୦ ରୁ ଆରମ୍ଭ)

୧- କୃତିବାସ ଭବନ-(ସମୟ ସକାଳ ୯ ରୁ ୩ )

-୬୦ ଟି ପ୍ରଥମ ଡୋଜ, ୩୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

୨- ଗମ୍ଭାରୀମୁଣ୍ଡା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର– (ସମୟ ସକାଳ ୯ ରୁ ୪)

-୬୦ ଟି ପ୍ରଥମ ଡୋଜ, ୩୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

୩- ସୁନାଖଳା ଉପ ସ୍ୱାସ୍ଥ୍ୟ କେନ୍ଦ୍ର- (ସମୟ ସକାଳ ୯ ରୁ ୪)

-୬୦ ଟି ପ୍ରଥମ ଡୋଜ, ୩୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

୪- ହଳନ୍ଦା ଉପ ସ୍ୱାସ୍ଥ୍ୟ କେନ୍ଦ୍ର – (ସମୟ ସକାଳ ୯ ରୁ ୪)

-୭୦ ଟି ପ୍ରଥମ ଡୋଜ, ୩୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

ଅଫଲାଇନ ଟୀକାକରଣ:

୫ – ପୁଞ୍ଜିଆମା ବାତ୍ୟା ଆଶ୍ରୟସ୍ଥଳୀ- (ସମୟ ସକାଳ ୯ ରୁ ୧ ଟା)

– ୭୦ ଟି ପ୍ରଥମ ଡୋଜ, ୨୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

୬- ନଛିପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ (ତୋରସିଂହ ଗ୍ରାପ)- (ସମୟ ଅପରାହ୍ନ ୧.୩୦ ରୁ ୫)

– ୫୦ ଟି ପ୍ରଥମ ଡୋଜ, ୪୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

୭– ନୀଳାଦ୍ରିପ୍ରସାଦ ଉପ ସ୍ୱାସ୍ଥ୍ୟ କେନ୍ଦ୍ର– (ସମୟ ସକାଳ ୯ ରୁ ୪)

– ୭୫ ଟି ପ୍ରଥମ ଡୋଜ, ୨୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୫ ଡୋଜ

୮- ଓଡଗାଁ ବିଦ୍ୟାଳୟ– (ସମୟ ସକାଳ ୮.୩୦ ରୁ ୧)

– ୫୦ ଟି ପ୍ରଥମ ଡୋଜ, ୪୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

୯- ଖଣତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ– (ସମୟ ସକାଳ ୮.୩୦ ରୁ ୧)

– ୫୦ ଟି ପ୍ରଥମ ଡୋଜ, ୪୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

୧୦- ଭାପୁର ବାତ୍ୟା ଆଶ୍ରୟସ୍ଥଳୀ– (ସମୟ ସକାଳ ୮.୩୦ ରୁ ୧ ଟା)

– ୫୦ ଟି ପ୍ରଥମ ଡୋଜ, ୪୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

୧୧- ମାଣିକପୁର ବାତ୍ୟା ଆଶ୍ରୟସ୍ଥଳୀ– (ସମୟ ଅପରାହ୍ନ ୧.୩୦ ରୁ ୫ ଟା)

– ୭୦ ଟି ପ୍ରଥମ ଡୋଜ, ୨୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

୧୨- ନନ୍ଦପୁର (ମେଘାମ୍ବରି ମନ୍ଦିର ପାଖ)- (ସମୟ ସକାଳ ୮.୩୦ ରୁ ୧ ଟା)

– ୫୦ ଟି ପ୍ରଥମ ଡୋଜ, ୪୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

୧୩- ଗାଲୁଆ ଗ୍ରାମ ପଞ୍ଚାୟତ (ଭୀମପୁର ଉ.ପ୍ରା ବିଦ୍ୟାଳୟ)– (ସମୟ ଅପରାହ୍ନ ୧.୩୦ ରୁ ୫ ଟା)

– ୫୦ ଟି ପ୍ରଥମ ଡୋଜ, ୪୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

୧୪- ବାଲେଡିହ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ (ଭବାନୀପୁର ଗ୍ରାପ)- (ସମୟ ଅପରାହ୍ନ ୧.୩୦ ରୁ ୫ ଟା)

– ୫୦ ଟି ପ୍ରଥମ ଡୋଜ, ୪୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

୧୫- ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ (ଶିକ୍ଷକ, ଶିକ୍ଷୟିତ୍ରୀ)- (ସମୟ ଅପରାହ୍ନ ୧.୩୦ ରୁ ୫ ଟା)

– ଉଭୟ ଡୋଜ – ୧୦୦

୧୬- କପିଳେଶ୍ୱର କମ୍ୟୁନିଟି ସେଣ୍ଟର (ୱାର୍ଡ- ୫, ବାଣପୁର ଏନଏସି)- (ସମୟ ଅପରାହ୍ନ ୧.୩୦ ରୁ ୫ ଟା)

– ୬୦ ଟି ପ୍ରଥମ ଡୋଜ, ୩୦ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

୧୭- ଅଚ୍ୟୁତରାଜପୁର କମ୍ୟୁନିଟି ସେଣ୍ଟର (ୱାର୍ଡ-୧, ବାଣପୁର ଏନଏସି)- (ସମୟ ସକାଳ ୮.୩୦ ରୁ ୧ ଟା)

– ୬୦ ଟି ପ୍ରଥମ ଡୋଜ, ୩୦ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

ଚିଲିକା: ସବୁ ବର୍ଗର ନାଗରିକ (ଉଭୟ ଡୋଜ, ଅଫଲାଇନ)

୧- ସାମନ୍ତରାୟପୁର ପ୍ରାଥମିକ ବିଦ୍ୟାଳୟ (ବାଲୁଗାଁ ଏନଏସି):

– ୪୦ ଟି ପ୍ରଥମ ଡୋଜ, ୫୦ ଟି ଦ୍ଵିତୀୟ ଡୋଜ, ଶିକ୍ଷକ/ଶିକ୍ଷୟିତ୍ରୀଙ୍କ ପାଇଁ ୨୦ ଡୋଜ, ସ୍ୱାସ୍ଥ୍ୟ କର୍ମଚାରୀ ପାଇଁ ୨୦ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

୨- ଅଡ଼ିଟୋରିଅମ ହଲ (ବାଲୁଗାଁ ଏନଏସି):

– ୪୦ ଟି ପ୍ରଥମ ଡୋଜ, ୫୦ ଟି ଦ୍ଵିତୀୟ ଡୋଜ, ଶିକ୍ଷକ/ଶିକ୍ଷୟିତ୍ରୀଙ୍କ ପାଇଁ ୨୦ ଡୋଜ, ସ୍ୱାସ୍ଥ୍ୟ କର୍ମଚାରୀ ପାଇଁ ୨୦ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

୩- ଖାରିବନ୍ଧ ପ୍ରାଥମିକ ବିଦ୍ୟାଳୟ (ଡୁଙ୍ଗମାଳ ଗ୍ରାପ):

– ୬୦ ଟି ପ୍ରଥମ ଡୋଜ, ୭୦ ଟି ଦ୍ଵିତୀୟ ଡୋଜ, ଶିକ୍ଷକ/ଶିକ୍ଷୟିତ୍ରୀଙ୍କ ପାଇଁ ୨୦ ଡୋଜ, ସ୍ୱାସ୍ଥ୍ୟ କର୍ମଚାରୀଙ୍କ ପାଇଁ ୪୦ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

୪- ଧୂଆଁଳ ପ୍ରାଥମିକ ବିଦ୍ୟାଳୟ (ସୀଙ୍ଗେଶ୍ୱର ଗ୍ରାପ):

– ୬୦ ଟି ପ୍ରଥମ ଡୋଜ, ୭୦ ଟି ଦ୍ଵିତୀୟ ଡୋଜ, ଶିକ୍ଷକ/ଶିକ୍ଷୟିତ୍ରୀଙ୍କ ପାଇଁ ୨୦ ଡୋଜ, ସ୍ୱାସ୍ଥ୍ୟ କର୍ମଚାରୀଙ୍କ ପାଇଁ ୪୦ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

୫- ଲିଙ୍ଗରାଜ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ (ସାନନଈରୀ ଗ୍ରାପ):

– ୬୦ ଟି ପ୍ରଥମ ଡୋଜ, ୭୦ ଟି ଦ୍ଵିତୀୟ ଡୋଜ, ଶିକ୍ଷକ/ଶିକ୍ଷୟିତ୍ରୀଙ୍କ ପାଇଁ ୨୦ ଡୋଜ, ସ୍ୱାସ୍ଥ୍ୟ କର୍ମଚାରୀଙ୍କ ପାଇଁ ୪୦ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

୬- ବ୍ରାହ୍ମଣକୋଷଡିହ ବାତ୍ୟା ଆଶ୍ରୟସ୍ଥଳୀ (ଆଙ୍କୁଲା ଗ୍ରାପ):

– ୬୦ ଟି ପ୍ରଥମ ଡୋଜ, ୭୦ ଟି ଦ୍ଵିତୀୟ ଡୋଜ, ଶିକ୍ଷକ/ଶିକ୍ଷୟିତ୍ରୀଙ୍କ ପାଇଁ ୨୦ ଡୋଜ, ସ୍ୱାସ୍ଥ୍ୟ କର୍ମଚାରୀଙ୍କ ପାଇଁ ୪୦ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

୭- ସୋରଣ ପ୍ରାଥମିକ ବିଦ୍ୟାଳୟ (ସୋରଣ ଗ୍ରାପ):

– ୬୦ ଟି ପ୍ରଥମ ଡୋଜ, ୭୦ ଟି ଦ୍ଵିତୀୟ ଡୋଜ, ଶିକ୍ଷକ/ଶିକ୍ଷୟିତ୍ରୀଙ୍କ ପାଇଁ ୨୦ ଡୋଜ, ସ୍ୱାସ୍ଥ୍ୟ କର୍ମଚାରୀଙ୍କ ପାଇଁ ୪୦ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

୮-କଳକଳେଶ୍ୱର ପଞ୍ଚାୟତ କାର୍ଯ୍ୟାଳୟ (କଳ କଳେଶ୍ୱର ଗ୍ରାପ):

– ୬୦ ଟି ପ୍ରଥମ ଡୋଜ, ୭୦ ଟି ଦ୍ଵିତୀୟ ଡୋଜ, ଶିକ୍ଷକ/ଶିକ୍ଷୟିତ୍ରୀଙ୍କ ପାଇଁ ୨୦ ଡୋଜ, ସ୍ୱାସ୍ଥ୍ୟ କର୍ମଚାରୀଙ୍କ ପାଇଁ ୪୦ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

୯- ଏସ.ଏନ ଦେବ ପ୍ରାଥମିକ ବିଦ୍ୟାଳୟ (ହାଟବରଡ଼ି ଗ୍ରାପ):

– ୬୦ ଟି ପ୍ରଥମ ଡୋଜ, ୭୦ ଟି ଦ୍ଵିତୀୟ ଡୋଜ, ଶିକ୍ଷକ/ଶିକ୍ଷୟିତ୍ରୀଙ୍କ ପାଇଁ ୨୦ ଡୋଜ, ସ୍ୱାସ୍ଥ୍ୟ କର୍ମଚାରୀଙ୍କ ପାଇଁ ୪୦ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

– ଚିଲିକାର ସବୁ ଟିକାକେନ୍ଦ୍ରରେ ଟୀକାକରଣ ସମୟ- ସକାଳ ୯ ଘଟିକାରୁ ଅପରାହ୍ନ ୧ ଘଟିକା (ପ୍ରଥମ ଡୋଜ)

– ସେହିଭଳି ଅପରାହ୍ନ ୨ ଘଟିକାରୁ ଅପରାହ୍ନ ୪ ଘଟିକା ପର୍ଯ୍ୟନ୍ତ ଦ୍ଵିତୀୟ ଡୋଜ ଟୀକା ଦେବା ପାଇଁ ସମୟ ନିର୍ଦ୍ଧାରଣ କରଯାଇଛି।

ଚିଲିକା ଟୀକାକରଣ ବାଣପୁର ବାଲୁଗାଁ ରେକର୍ଡ ସଂଖ୍ୟକ
Share. Facebook Twitter LinkedIn Email WhatsApp Copy Link

Related Posts

ସ୍ୱାସ୍ଥ୍ୟ ସୁରକ୍ଷାର ଆହ୍ୱାନ ଓ ପ୍ରତିବଦ୍ଧତା

April 7, 2026

ଗୁଳିମାଡ଼ରେ ଯୁବକ ମୃତ

April 7, 2026

କଣ୍ଢଲ ଆଶ୍ରମ ବିଦ୍ୟାଳୟରେ ସ୍ବତନ୍ତ୍ର ମାର୍ଗଦର୍ଶନ ଓ ପରାମର୍ଶ ଶିବିର

April 6, 2026

ବାପୁଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଅଗ୍ନି ନିରାପତ୍ତା ସଚେତନତା

April 6, 2026
Latest News

କାଳବୈଶାଖୀ ସତର୍କତା: ୨୦ ଜିଲ୍ଲାକୁ ୱାର୍ଣ୍ଣିଂ

April 7, 2026

IPL 2026: ପଏଣ୍ଟ ଟେବୁଲରେ ବଡ଼ ପରିବର୍ତ୍ତନ, ପ୍ରଥମ ସ୍ଥାନରେ ପଞ୍ଜାବ କିଙ୍ଗସ୍

April 7, 2026

ଅମରାବତୀ ଏବେ ଆନ୍ଧ୍ରର ଏକମାତ୍ର ରାଜଧାନୀ

April 7, 2026

ସ୍ୱାସ୍ଥ୍ୟ ସୁରକ୍ଷାର ଆହ୍ୱାନ ଓ ପ୍ରତିବଦ୍ଧତା

April 7, 2026

ଗୁଳିମାଡ଼ରେ ଯୁବକ ମୃତ

April 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.