Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଆସନ୍ତାକାଲି ବାଣପୁରରେ ୧ ହଜାର ୨ ଶହ ନାଗରିକ ନେବେ ଟୀକା
ଆଞ୍ଚଳିକ

ଆସନ୍ତାକାଲି ବାଣପୁରରେ ୧ ହଜାର ୨ ଶହ ନାଗରିକ ନେବେ ଟୀକା

September 20, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁରରେ ଆସନ୍ତାକାଲି (ସେପ୍ଟେମ୍ବର ୨୧ ତାରିଖ) ରେ ୧ ହଜାର ୨ ଶହ ଜଣ ନାଗରିକଙ୍କ ପାଇଁ ଟୀକା ବ୍ୟବସ୍ଥା ହୋଇଅଛି। ଏ ନେଇ ବାଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ସୂଚନା ଦେଇଛନ୍ତି।

ଜାଣନ୍ତୁ ବାଣପୁରର କେଉଁ କେନ୍ଦ୍ରରେ କେତେ ଟୀକା ଏବଂ କିପରି ନେବେ:

ଅନଲାଇନ (ବୁକିଂ ସମୟ ଆଜି ଅପରାହ୍ନ ୪ ଟା ୩୦ ରୁ ଆରମ୍ଭ)

୧- ଗମ୍ଭାରୀମୁଣ୍ଡା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର– (ସମୟ ସକାଳ ୮.୩୦ ରୁ ୧ ଟା):

-୫୦ ଟି ପ୍ରଥମ ଡୋଜ, ୪୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

୨- ସୁନାଖଳା ଉପ ସ୍ୱାସ୍ଥ୍ୟ କେନ୍ଦ୍ର- (ସମୟ ସକାଳ ୮.୩୦ ରୁ ୧ଟା):

-୫୦ ଟି ପ୍ରଥମ ଡୋଜ, ୪୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

ଅଫଲାଇନ ଟୀକାକରଣ:

୩- ହଳନ୍ଦା ଉପ ସ୍ୱାସ୍ଥ୍ୟ କେନ୍ଦ୍ର – (ସମୟ ସକାଳ ୯ ରୁ ୪ଟା):

-୭୫ ଟି ପ୍ରଥମ ଡୋଜ, ୨୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୦୫ ଡୋଜ

୪- ପୁଞ୍ଜିଆମା ବାତ୍ୟା ଆଶ୍ରୟସ୍ଥଳୀ- (ସମୟ ସକାଳ ୯ ରୁ ୧ଟା):

– ୭୦ ଟି ପ୍ରଥମ ଡୋଜ, ୨୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

୫- ଓଡଗାଁ ବିଦ୍ୟାଳୟ– (ସମୟ ସକାଳ ୮.୩୦ ରୁ ୧ଟା):

– ୫୦ ଟି ପ୍ରଥମ ଡୋଜ, ୪୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

୬- ଖଣତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ– (ସମୟ ସକାଳ ୮.୩୦ ରୁ ୧ ଟା):

– ୫୦ ଟି ପ୍ରଥମ ଡୋଜ, ୪୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

୭- ଭାପୁର ବାତ୍ୟା ଆଶ୍ରୟସ୍ଥଳୀ– (ସମୟ ସକାଳ ୮.୩୦ ରୁ ୧ ଟା):

– ୫୦ ଟି ପ୍ରଥମ ଡୋଜ, ୪୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

୮- ନନ୍ଦପୁର (ମେଘାମ୍ବରି ମନ୍ଦିର ପାଖ)- (ସମୟ ସକାଳ ୮.୩୦ ରୁ ୧ ଟା):

– ୫୦ ଟି ପ୍ରଥମ ଡୋଜ, ୪୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

୯- ଗାଲୁଆ ଗ୍ରାମ ପଞ୍ଚାୟତ (ଭୀମପୁର ଉ.ପ୍ରା ବିଦ୍ୟାଳୟ)– (ସମୟ ଅପରାହ୍ନ ୧.୩୦ ରୁ ୫ ଟା):

– ୫୦ ଟି ପ୍ରଥମ ଡୋଜ, ୪୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

୧୦- ସାହସପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ (ଭବାନୀପୁର ଗ୍ରାପ)- (ସମୟ ଅପରାହ୍ନ ୧.୩୦ ରୁ ୫ ଟା):

– ୫୦ ଟି ପ୍ରଥମ ଡୋଜ, ୪୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

୧୧- କମ୍ୟୁନିଟି ସେଣ୍ଟର (ୱାର୍ଡ -୧୦, ବାଣପୁର ଏନଏସି) (ସମୟ ଅପରାହ୍ନ ୧.୩୦ ରୁ ୫ ଟା):

– ୬୦ ଟି ପ୍ରଥମ ଡୋଜ, ୩୦ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

୧୨- କମ୍ୟୁନିଟି ସେଣ୍ଟର (ୱାର୍ଡ -୯, ବାଣପୁର ଏନଏସି) (ସମୟ ସକାଳ ୮.୩୦ ରୁ ୧ ଟା):

– ୬୦ ଟି ପ୍ରଥମ ଡୋଜ, ୩୦ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

ଅନଲାଇନ ଅଫଲାଇନ ଖୋର୍ଦ୍ଧା ଜିଲ୍ଲା ଟୀକାକରଣ ବାଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

କୋଭିଡ-୧୯ ର କୌଣସି ଗୁଜବ କିମ୍ବା ଅପପ୍ରଚାରରେ ଭୟଭୀତ ନହୋଇ ସଚେତନ ରହିବାକୁ ଅପିଲ

July 15, 2026

ବାଣପୁର: ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପୂଣ୍ୟତିଥିରେ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

July 14, 2026

ଟାଙ୍ଗୀ ବ୍ଲକ ପରିସରରେ ମିଳିତ ଜନଶୁଣାଣି ଶିବିର

July 13, 2026

ଦିବଙ୍ଗତ କବି ସଂଗ୍ରାମ କେଶରୀ ସାହୁଙ୍କ ଦ୍ଵାଦଶାହ ଶ୍ରଦ୍ଧାଞ୍ଜଳି ସଭା

July 11, 2026
Latest News

ଏବେ ୟୁକେରେ ଏହି ଫସଲକୁ ଟିକସମୁକ୍ତ ବିକ୍ରୟ କରିପାରିବେ ଚାଷୀ: ଜାଣନ୍ତୁ ତାଲିକା

July 15, 2026

ବଦଳି ଯାଇଛି କି ଆପଣଙ୍କ ଡ୍ରାଇଭିଂ ଲାଇସେନ୍ସରେ ଲିଙ୍କ ଥିବା ନମ୍ବର?: ଘରେ ବସି କରନ୍ତୁ ଅପଡେଟ

July 15, 2026

ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା: ଆଜିଠାରୁ ଶସ୍ତା ହେବ ଅନେକ ସାମଗ୍ରୀ

July 15, 2026

‘ଭୁଲ ସ୍ୱୀକାର କରିବା ଉଚିତ’: ମମତା ବାନାର୍ଜୀଙ୍କୁ ଖୋଲା ଚ୍ୟାଲେଞ୍ଜ ଦେଲା କଂଗ୍ରେସ

July 15, 2026

ଆଜିଠାରୁ ଅଗଷ୍ଟ ୧୪ ଯାଏଁ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ପାଇଁ ଆବେଦନ

July 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.