Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଆସନ୍ତାକାଲି ବାଣପୁରରେ ୨ ହଜାରରୁ ଉର୍ଦ୍ଧ୍ଵ ଲୋକଙ୍କୁ ଦିଆଯିବ ଟୀକା: ୨୦ ଟି କେନ୍ଦ୍ରରେ ହୋଇଛି ବ୍ୟବସ୍ଥା
ଆଞ୍ଚଳିକ

ଆସନ୍ତାକାଲି ବାଣପୁରରେ ୨ ହଜାରରୁ ଉର୍ଦ୍ଧ୍ଵ ଲୋକଙ୍କୁ ଦିଆଯିବ ଟୀକା: ୨୦ ଟି କେନ୍ଦ୍ରରେ ହୋଇଛି ବ୍ୟବସ୍ଥା

September 21, 2021No Comments3 Mins Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁରରେ ଆସନ୍ତାକାଲି (ସେପ୍ଟେମ୍ବର ୨୨ ତାରିଖ) ରେ ୨ ହଜାର ୧ ଶହ ଜଣ ନାଗରିକଙ୍କ ପାଇଁ ଟୀକା ବ୍ୟବସ୍ଥା ହୋଇଅଛି। ଏ ନେଇ ବାଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ସୂଚନା ଦେଇଛନ୍ତି।

ଜାଣନ୍ତୁ ବାଣପୁରର କେଉଁ କେନ୍ଦ୍ରରେ କେତେ ଟୀକା ଏବଂ କିପରି ନେବେ:

ଅନଲାଇନ (ବୁକିଂ ସମୟ ଆଜି ଅପରାହ୍ନ ୪ ଟା ୩୦ ରୁ ଆରମ୍ଭ)

୧- କୃତିବାସ ଭବନ- (ସମୟ ସକାଳ ୯ ରୁ ୩ ଟା):

-୬୦ ଟି ପ୍ରଥମ ଡୋଜ, ୩୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

୨- ଗମ୍ଭାରୀମୁଣ୍ଡା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର– (ସମୟ ସକାଳ ୮.୩୦ ରୁ ୧ଟା):

-୫୦ ଟି ପ୍ରଥମ ଡୋଜ, ୪୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

୩- ସୁନାଖଳା ଉପ ସ୍ୱାସ୍ଥ୍ୟ କେନ୍ଦ୍ର- (ସମୟ ସକାଳ ୮.୩୦ ରୁ ୧ଟା):

-୫୦ ଟି ପ୍ରଥମ ଡୋଜ, ୪୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

ଅଫଲାଇନ ଟୀକାକରଣ:

୪- ହଳନ୍ଦା ଉପ ସ୍ୱାସ୍ଥ୍ୟ କେନ୍ଦ୍ର– (ସମୟ ସକାଳ ୯ ରୁ ୪ଟା):

-୭୫ ଟି ପ୍ରଥମ ଡୋଜ, ୨୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୦୫ ଡୋଜ

୫ – ପୁଞ୍ଜିଆମା ବାତ୍ୟା ଆଶ୍ରୟସ୍ଥଳୀ- (ସମୟ ସକାଳ ୯ ରୁ ୧ ଟା):

– ୭୦ ଟି ପ୍ରଥମ ଡୋଜ, ୨୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

୬- ମୋରାମୋରି ପଞ୍ଚାୟତ କାର୍ଯ୍ୟାଳୟ (ମୋରାମୋରି ଗ୍ରାପ)- (ସମୟ ଅପରାହ୍ନ ୧.୩୦ ରୁ ୫ ଟା):

– ୮୫ ଟି ପ୍ରଥମ ଡୋଜ, ୧୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୦୫ ଡୋଜ

୭– ନୀଳାଦ୍ରିପ୍ରସାଦ ଉପ ସ୍ୱାସ୍ଥ୍ୟ କେନ୍ଦ୍ର (ଦୁଇଟି ଯାକ)– (ସମୟ ସକାଳ ୯ ରୁ ୫ ଟା):

– ୧୫୦ ଟି ପ୍ରଥମ ଡୋଜ, ୪୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

୮- କମ୍ୟୁନିଟି ସେଣ୍ଟର (ୱାର୍ଡ -୧୦ , ବାଣପୁର ଏନଏସି) (ସମୟ ଅପରାହ୍ନ ୧.୩୦ ରୁ ୫ ଟା):

– ୬୦ ଟି ପ୍ରଥମ ଡୋଜ, ୩୦ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

୯- ଖଣତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ– (ସମୟ ସକାଳ ୮.୩୦ ରୁ ୧ ଟା):

– ୫୦ ଟି ପ୍ରଥମ ଡୋଜ, ୪୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

୧୦- ଭାପୁର ବାତ୍ୟା ଆଶ୍ରୟସ୍ଥଳୀ– (ସମୟ ସକାଳ ୮.୩୦ ରୁ ୧ ଟା):

– ୫୦ ଟି ପ୍ରଥମ ଡୋଜ, ୪୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

୧୧- ମାଣିକପୁର ବାତ୍ୟା ଆଶ୍ରୟସ୍ଥଳୀ– (ସମୟ ଅପରାହ୍ନ ୧.୩୦ ରୁ ୫ ଟା):

– ୭୦ ଟି ପ୍ରଥମ ଡୋଜ, ୨୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

୧୨- ନନ୍ଦପୁର (ମେଘାମ୍ବରି ମନ୍ଦିର ପାଖ)- (ସମୟ ସକାଳ ୮.୩୦ ରୁ ୧ ଟା):

– ୫୦ ଟି ପ୍ରଥମ ଡୋଜ, ୪୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

୧୩- ଗାଲୁଆ ଗ୍ରାମ ପଞ୍ଚାୟତ (ଭୀମପୁର ଉ.ପ୍ରା ବିଦ୍ୟାଳୟ)– (ସମୟ ଅପରାହ୍ନ ୧.୩୦ ରୁ ୫ ଟା):

– ୫୦ ଟି ପ୍ରଥମ ଡୋଜ, ୪୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

୧୪- ସାହସପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ (ଭବାନୀପୁର ଗ୍ରାପ)- (ସମୟ ଅପରାହ୍ନ ୧.୩୦ ରୁ ୫ ଟା):

– ୫୦ ଟି ପ୍ରଥମ ଡୋଜ, ୪୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

୧୫- ବାତ୍ୟା ଆଶ୍ରୟସ୍ଥଳୀ (କୁଲେଇ ଗ୍ରାପ)- (ସମୟ ସକାଳ ୮.୩୦ ରୁ ୧ ଟା):

– ୭୫ ଟି ପ୍ରଥମ ଡୋଜ, ୨୦ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୦୫ ଡୋଜ

୧୬- ଆୟତ୍ତପୁର ପଞ୍ଚାୟତ କାର୍ଯ୍ୟାଳୟ (ଆୟତ୍ତପୁର ଗ୍ରାପ) (ସମୟ ଅପରାହ୍ନ ୧.୩୦ ରୁ ୫ ଟା):

– ୭୫ ଟି ପ୍ରଥମ ଡୋଜ, ୨୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୦୫ ଡୋଜ

୧୭- ଦେଓଗାଁ ପଞ୍ଚାୟତ କାର୍ଯ୍ୟାଳୟ (ଦେଓଗାଁ ଗ୍ରାପ) (ସମୟ ସକାଳ ୮.୩୦ ରୁ ୧ ଟା):

– ୫୦ ଟି ପ୍ରଥମ ଡୋଜ, ୪୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

୧୮- ତୋରସିଂହ ପଞ୍ଚାୟତ କାର୍ଯ୍ୟାଳୟ (ତୋରସିଂହ ଗ୍ରାପ)- (ସମୟ ଅପରାହ୍ନ ୧.୩୦ ରୁ ୫ ଟା)

– ୫୦ ଟି ପ୍ରଥମ ଡୋଜ, ୪୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

୧୯- କମ୍ୟୁନିଟି ସେଣ୍ଟର (ୱାର୍ଡ -୧୧ , ବାଣପୁର ଏନଏସି) (ସମୟ ଅପରାହ୍ନ ୧.୩୦ ରୁ ୫ ଟା):

– ୫୦ ଟି ପ୍ରଥମ ଡୋଜ, ୪୦ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

୨୦- କମ୍ୟୁନିଟି ସେଣ୍ଟର (ୱାର୍ଡ -୯, ବାଣପୁର ଏନଏସି) (ସମୟ ସକାଳ ୮.୩୦ ରୁ ୧ ଟା):

– ୬୦ ଟି ପ୍ରଥମ ଡୋଜ, ୩୦ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

ଅନଲାଇନ ଅଫଲାଇନ ଖୋର୍ଦ୍ଧା ଜିଲ୍ଲା ଟୀକାକରଣ ବାଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ରୋଟାରୀ ଜିଲ୍ଲା ୩୨୬୨ ପ୍ରାନ୍ତପାଳଙ୍କ ବାଣପୁର ବାଲୁଗାଁ କ୍ଲବ ପରିଦର୍ଶନ

May 11, 2026

ଆଗୁଆ ପରୀକ୍ଷଣ ଦ୍ୱାରା ଲୁପସ ବ୍ୟାଧିକୁ ପରାସ୍ତ କରି ହେବ: ବିଶେଷଜ୍ଞ

May 10, 2026

ମା’ ଭଗବତୀଙ୍କ ଚାପ କ୍ରୀଡ଼ା: ସାତଦେବା ଦେବୀଙ୍କୁ ସାଥିରେ ଧରି ଭଉଁରୀ ଖେଳିଲେ ମା’ ସାଆନ୍ତାଣି

May 10, 2026

ଆଜି ଜାତୀୟ ସ୍ତରରେ ମାଗଣା ବାର୍ଷିକ ସ୍ବାସ୍ଥ୍ୟ ପରୀକ୍ଷା କାର୍ଯ୍ୟକ୍ରମର ଉଦ୍‌ଘାଟନ କରିବେ କେନ୍ଦ୍ରମନ୍ତ୍ରୀ

May 7, 2026
Latest News

ଧାନର ଏମଏସପି ବୃଦ୍ଧି

May 14, 2026

ସିବିଏସ୍‌ଇ ଦ୍ୱାଦଶ ପରୀକ୍ଷାରେ ଡିଏଭି ପୋଖରୀପୁଟର ସଫଳତା

May 13, 2026

ଭୁବନେଶ୍ବରରେ ହେବ ‘କଲରାପତ୍ରିଆ ବାଘ ସଂରକ୍ଷଣ’ ଶୀର୍ଷକ କାର୍ଯ୍ୟକ୍ରମ

May 13, 2026

ପୁଣି ମଣିପୁର ଅଶାନ୍ତ : ଗଡିଲା ମୁଣ୍ଡ

May 13, 2026

କିଏ ହେବ କେରଳର ମୁଖ୍ୟମନ୍ତ୍ରୀ ? ନିର୍ବାଚନ ଫଳାଫଳ ଘୋଷଣା ହେବାର ୧୦ ଦିନ ପରେ ବି ଚୟନ ହୋଇପାରୁନି

May 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.