Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ରେଢାଖୋଲ ବ୍ଲକ୍‌ର ତିନୋଟି ପଂଚାୟତକୁ ମରୁଡି ଘୋଷଣା ଦାବି
ଆଞ୍ଚଳିକ

ରେଢାଖୋଲ ବ୍ଲକ୍‌ର ତିନୋଟି ପଂଚାୟତକୁ ମରୁଡି ଘୋଷଣା ଦାବି

September 22, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

କନ୍ଦର୍ପ ବେହେରା
ରେଢାଖୋଲ: ଚଳିତ ବର୍ଷ ଅଭାବୀ ବର୍ଷା ଯୋଗୁଁ ରେଢାଖୋଲ ବ୍ଲକ୍ ର ତିନୋଟି ପଂଚାୟତ ଚାଷ କାମରେ ବ୍ୟାହତ ହୋଇଛି। ଏହି ତନୋଟି ପଂଚାୟତକୁ ମରୁଡି ଘୋଷଣା ଦାବୀରେ ରେଙ୍ଗାଲି, ଭାଲିଆକଟା, ବଡମାଳ ଗ୍ରାମର ଜନସାଧାରଣ ରେଢାଖୋଲ ଉପଜିଲ୍ଲାପାଳଙ୍କୁ ଏକ ଦାବୀ ପତ୍ର ପ୍ରଦାନ କରିଛନ୍ତି।

ସେମାନେ ଦାବୀ ପତ୍ରରେ ବଡମାଳ ରେଙ୍ଗାଲି ଓ ଭାଲିଆକଟା ପଂଚାୟତର ଗାଁ ମାନଙ୍କରେ ୫୦ ପ୍ରତିଶତ ଚାଷ କାମ ହୋଇଥିବା ବେଳେ ଯାହା ବି ଚାଷ ହୋଇଛି ତାହା ବର୍ଷା ଅଭାବରୁ ଧାନ ଗଛ ଠିକ୍ ଭାବରେ ପିଲ ଦେଇ ନ ଥିବା ଜଣା ପଡିଛି। ତେଣୁ ଏହି ତିନୋଟି ପଂଚାୟତକୁ ମରୁଡି ଘୋଷଣା କରିବାକୁ ସରକାରଙ୍କୁ ଏକ ଦାବୀ ପତ୍ର ରେଢାଖୋଲ ବିଡିଓ ପବିତ୍ର ବେହେରାଙ୍କୁ ପ୍ରଦାନ କରିଛନ୍ତି।

ଏହି ଦାବୀ ପତ୍ର ପ୍ରଦାନ ସମୟରେ ବଡମାଳ ସରପଂଚ ଷଡାନନ ପ୍ରଧାନ, ଭାଲିଆକଟା ସରପଂଚ, ରେଙ୍ଗାଲି ସରପଂଚ, ସମିତି ସଭ୍ୟ ତଥା ଗ୍ରାମବାସୀ ଉପସ୍ଥିତ ଥିଲେ।

ରେଢାଖୋଲ ବ୍ଲକ୍
Share. Facebook Twitter LinkedIn Email WhatsApp Copy Link

Related Posts

ଚ଼ିଲିକା ବ୍ଲକର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ସମ୍ପର୍କରେ ଆଲୋଚନା କଲେ ଆଇନ ମନ୍ତ୍ରୀ

September 18, 2026

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିବସରେ ବାଣପୁର ନଗର ମଣ୍ଡଳ ବିଜେପି ପକ୍ଷରୁ ଦୀପଦାନ

September 17, 2026

ବାଣପୁର: ଶ୍ରୀନିବାସପୁର ଶାସନରେ ପରିବେଷଣ ହେଲା “ଗଣେଶ ଗୀତିନାଟ୍ୟ”

September 17, 2026

ବାଣପୁର: ଭଲ ଅମଳ ପାଇଁ ମା’ଙ୍କ ନିକଟରୁ ଆଜ୍ଞାମାଳ ଗ୍ରହଣ କଲେ ଶତାଧିକ କୃଷକ

September 14, 2026
Latest News

୧୪ ବରିଷ୍ଠ ଓଏଏସ୍ ସ୍ୱତନ୍ତ୍ର ଶାସନ ସଚିବ ପାହ୍ୟାକୁ ପଦୋନ୍ନତି

September 18, 2026

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ବାଇକକୁ ଧକ୍କା ଦେଇ ନାଳକୁ ଖସିଲା ବୋଲେରୋ, ବାପ-ପୁଅ ଓ ନାତିଙ୍କ ମୃତ୍ୟୁ

September 18, 2026

ବିଜେପି ସରକାର ଆସିବା ପରେ ରାଜ୍ୟକୁ ଛୁଟୁଛି ନିବେଶର ସୁଅ

September 18, 2026

ପୂର୍ବତଟ ରେଳପଥର ସ୍ୱଚ୍ଛତା ହିଁ ସେବା- ୨୦୨୬ ଅଭିଯାନ ଆରମ୍ଭ

September 18, 2026

ଆଇଏମ୍‌ଏସ୍ ଆଣ୍ଡ ସମ ହସ୍ପିଟାଲ୍ ଛାତ୍ରଛାତ୍ରୀଙ୍କ ନିମନ୍ତେ ଗ୍ରାଜୁଏସନ୍ କାର୍ଯ୍ୟକ୍ରମ ଆୟୋଜିତ

September 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.