Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଜଗତସିଂହପୁର ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ସ୍ମୃତିସଭା ଓ ଦ୍ୱୀପ ଦାନ
ଆଞ୍ଚଳିକ

ଜଗତସିଂହପୁର ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ସ୍ମୃତିସଭା ଓ ଦ୍ୱୀପ ଦାନ

September 25, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ରମେଶ ମହାନ୍ତି

ଜଗତସିଂହପୁର: ଜଗତସିଂହପୁର ଜିଲ୍ଲା କାର୍ଯ୍ୟରତ ସାମ୍ବାଦିକ ୟୁନିୟନ ପକ୍ଷରୁ ଦୁର୍ଦ୍ଧଶ ସାମ୍ବାଦିକ ସ୍ବର୍ଗତ ଅରିନ୍ଦମ ଦାସ ଏବଂ ଜଗତସିଂହପୁର ଜିଲ୍ଲାର ପୂର୍ବତନ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସ୍ୱର୍ଗତ ପିତାମ୍ବର ସ୍ୱାଇଁଙ୍କ ଅମର ଆତ୍ମାର ସଦଗତି କାମନା କରି ସମୂହ ଦ୍ୱୀପ ଦାନ ଓ ସ୍ମୃତିସଭା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।

ଏହି ଅବସରରେ ସାମ୍ବାଦିକ ଶୁଭଙ୍କର ଜେନା, ରମାକାନ୍ତ ଦାଶ, ପିନାକୀ ମହାନ୍ତି, ଶଶାଙ୍କ ଶେଖର ପଣ୍ଡା,ଆର୍ତ୍ତତ୍ରାଣ ପତି, ପ୍ରଭାତ ମହାନ୍ତି, ଜ୍ୟୋତି ରଂଜନ ପରିଡ଼ା, ସରୋଜ କାନ୍ତ ସାହୁ, ବିପିନ ସେଠୀ, ସରୋଜ କୁମାର ନାୟକ, ତପନ ରାଉତରାୟ, ତାରାପଦ ମହାନ୍ତି, ରମେଶ ମହାନ୍ତି, ପ୍ରତାପ କୁମାର ସିଂ, ତପନ କୁମାର ଦାସ,ସାରଦା ଦାସ, ସଂଗ୍ରାମ କେଶରୀ ପଟ୍ଟନାୟକ, ବାସୁଦେବ ବେହେରା, ପ୍ରଶାନ୍ତ ମଲ୍ଲିକ, ଜ୍ୟୋତି ପ୍ରକାଶ ନାୟକ, ଶିକ୍ଷକ ରଞ୍ଜନ ମହାନ୍ତି, ଅରୁଣ ମହାରଣା, ମାନସ ରଞ୍ଜନ ସ୍ୱାଇଁ ପ୍ରମୁଖ ଯୋଗ ଦେଇ ସ୍ୱର୍ଗତ ଅରିନ୍ଦମଙ୍କ ସ୍ମୃତି ଚାରଣ କରିଛନ୍ତି।

ଯେଉଁଭଳି ଭାବେ ସାହାସୀ ସାମ୍ବାଦିକ ଅରିନ୍ଦମଙ୍କର ଖବର ସଂଗ୍ରହ କରିବା ସମୟରେ ଦୁର୍ଘଟଣା ଘଟି ନିଧନ ଘଟିଥିଲା, ତାହା ରାଜ୍ୟର ସାମ୍ବାଦିକତା କ୍ଷେତ୍ର ସମେତ ସାରା ରାଜ୍ୟବାସୀଙ୍କୁ ସ୍ତବ୍ଧ କରିଥିଲା। ତାଙ୍କର କାର୍ଯ୍ୟଶୈଳୀ ତଥା ସାମ୍ବାଦିକତାର ଢାଞ୍ଚା ସମସ୍ତ ସମ୍ବାଦପ୍ରେମୀଙ୍କୁ ଆନ୍ଦୋଳିତ କରିଛି। ତାଙ୍କ ନିଧନରେ ତାଙ୍କ ପରିବାର ଓ ଆତ୍ମୀୟସ୍ୱଜନଙ୍କୁ ଭଗବାନ ସହାୟ ହେବା ସହ ତାଙ୍କର ଅମର ଆତ୍ମାର ସଦଗତି କାମନା କରିଛନ୍ତି ଜଗତସିଂହପୁର ଜିଲ୍ଲା ସାମ୍ବାଦିକ ୟୁନିୟନର ସଦସ୍ୟମାନେ।

ଜଗତସିଂହପୁର ଜିଲ୍ଲା ସାମ୍ବାଦିକ ସଂଘ ସ୍ମୃତିସଭା
Share. Facebook Twitter LinkedIn Email WhatsApp Copy Link

Related Posts

ମହୁକୁଦରେ ବ୍ଳକ୍ ସ୍ତରୀୟ ବିଶ୍ୱଶାନ୍ତି ଅଲେଖ ମହିମା ଅଖଣ୍ଡ ବ୍ରହ୍ମ ଯଜ୍ଞ

February 19, 2026

ବେଆଇନ ମୋରମ୍ ଚାଲାଣ ଅଭିଯୋଗରେ ହାଇୱା ଗାଡ଼ି ଜବତ

February 19, 2026

ଜିଲ୍ଳାପାଳ ଏବଂ ଏସ୍ ପିଙ୍କ ନାଲିପଡା ଅର୍ଜୁନପୁର ଗ୍ରାମ ପଂଚାୟତରେ ପଲ୍ଲୀରେ ପ୍ରଶାସନ ଜନଶୁଣାଣି

February 16, 2026

ରଙ୍କନାଥ ମନ୍ଦିରରେ ନୂତନ ପ୍ରବଚନ ମଣ୍ଡପକୁ ଉଦଘାଟନ କଲେ ଆଇନ ମନ୍ତ୍ରୀ

February 15, 2026
Latest News

ନାକଟିଦେଉଳ ସ୍ନାତକ ମହାବିଦ୍ୟାଳୟ ରେ ଆତ୍ମ ସୁରକ୍ଷା ତାଲିମ ଶିବିର

February 20, 2026

ଶିଶୁ ଯତ୍ନ ଅନୁଷ୍ଠାନରେ ଶିଶୁମାନଙ୍କ ଦ୍ଵାରା ଆଇ ଏଚ ଏମ କ୍ୟାମ୍ପସ ଏବଂ ସାଇ ଏକ୍ସପର୍ଟ ପରିଦର୍ଶନ

February 20, 2026

ଚିଲିକା ଅଞ୍ଚଳର ବିଭିନ୍ନ ମନ୍ଦିରରୁ ଚୋରୀ କରୁଥିବା ଦୁଇ ଅଭିଯୁକ୍ତ ଧରିଲା ବାଲୁଗାଁ ପୋଲିସ

February 20, 2026

Odisha Tourism Budget: ଭୁବନେଶ୍ବରରେ 800 କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ଅତ୍ୟାଧୁନିକ ସଂଗ୍ରହାଳୟ

February 20, 2026

ବଜେଟରେ ନୂଆ ଯୋଜନା, କଲେଜ ପଢା ସରିବା ପରେ ଏଣିକି ଝିଅମାନଙ୍କୁ ମିଳିବ ଲକ୍ଷେ ଟଙ୍କା

February 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.