Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଆଉ ନାହାନ୍ତି ମହୁକୁଦର କବି ପିତାମ୍ବର ବିଶ୍ୱାଳ
ଆଞ୍ଚଳିକ

ଆଉ ନାହାନ୍ତି ମହୁକୁଦର କବି ପିତାମ୍ବର ବିଶ୍ୱାଳ

October 6, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

କନ୍ଦର୍ପ ବେହେରା
ରେଢାଖୋଲ: ଆଜି ସକାଳୁ ନାକଟିଦେଉଳ ମାଟିର ବୟୋଜ୍ୟଷ୍ଠ କବି ପିତାମ୍ବର ବିଶ୍ୱାଳ ୭୦ ବର୍ଷ ବୟସରେ ମୃତ୍ୟୁବରଣ କରିଥିବା ଜଣା ପଡିଛି।

ସମ୍ବଲପୁର ଜିଲ୍ଲା ନାକଟିଦେଉଳ ବ୍ଲକ୍ ମହୁକୁଦ ଗ୍ରାମରେ ସେ ଜନ୍ମ ଗ୍ରହଣ କରିଥିଲେ। ସେ ବିଭିନ୍ନ ସମୟରେ ବନବିଭାଗରେ ବନପାଳ ଭାବରେ ଚାକିରୀ କରି ଅବସର ଗ୍ରହଣ କରିଥିଲେ। ପିତାମ୍ବର ବହୁ କବିତା ରଚନା କରିଛନ୍ତି। କେତୋଟି ପତ୍ରିକାରେ ତାଙ୍କ ଲେଖା ମଧ୍ୟ ପ୍ରକାଶିତ ହୋଇଥିବା ବେଳେ “କବିତା ମାଳ” ନାମକ କବିତା ପୁସ୍ତକ ପ୍ରକାଶ ପାଇଛି। ସେ ସାହିତ୍ୟ ପ୍ରତି ରୁଚି ରଖିଥିବା ବେଳେ ପ୍ରଚାର ପ୍ରସାର ଠାରୁ ଦୂରେଇ ରହିଥିଲେ।

ପିତାମ୍ବର ପରୋପକାରୀ ଶ୍ରଦ୍ଧାବାନ୍ ଏବଂ ଜଣେ ସାହିତ୍ୟିକ ଥିଲେ। ଓଡିଶାର ବହୁ ଅନୁଷ୍ଠାନ ତାଙ୍କୁ ସମ୍ମାନୀତ କରିଛି। ବିଭିନ୍ନ ସାହିତ୍ୟ ଆସରରେ କବିତା ପାଠ କରି ସେ ପ୍ରଶଂସିତ ଥିଲେ। ସେ ଦୀର୍ଘ ଦିନ ହେଲା ଡାଇବେଟିସ୍ ରୋଗରେ ଆକ୍ରାନ୍ତ ଥିଲେ। ଆଜି ଭୋରରୁ ହଠାତ୍ ଅସୁସ୍ଥ ହୋଇପଡିବାରୁ ତାଙ୍କୁ ପରିବାର ଲୋକେ ଡାକ୍ତରଖାନା ନେଉଥିବା ବେଳେ ରେଢାଖୋଲ ପାଖରେ ତାଙ୍କର ଦେହାନ୍ତ ହୋଇଥିବା ଜଣା ପଡିଛି।

ମହୁକୁଦ
Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁ ମହାବିଦ୍ୟାଳୟର ଅବସରପ୍ରାପ୍ତ ଅଧ୍ୟକ୍ଷଙ୍କ ବିୟୋଗରେ ସ୍ମୃତି ଚ଼ାରଣ ସଭା

February 27, 2026

ନାକଟିଦେଉଳରେ ବନାଞ୍ଚଳ ସ୍ତରୀୟ ଜଙ୍ଗଲ ନିଆଁ ନିରାକରଣ ସଚେତନତା ସଭା

February 24, 2026

ରଣପୁର ବ୍ଲକ ପରିସରରେ ଜିଲ୍ଲାପାଳଙ୍କ ଜନଶୁଣାଣୀ କାର୍ଯ୍ୟକ୍ରମ

February 23, 2026

ଗାଲୁଆ ଗ୍ରାମ ପଂଚାୟତରେ ‘ପଲ୍ଲୀରେ ପ୍ରଶାସନ’ ଜନଶୁଣାଣି

February 23, 2026
Latest News

ଖୋର୍ଦ୍ଧା ଜିଲ୍ଲା ଶିକ୍ଷାଧିକାରୀଙ୍କ ପ୍ରବୋଧନ ଶିକ୍ଷା ତାଲିମ କେନ୍ଦ୍ର ପରିଦର୍ଶନ

February 27, 2026

ଚିଲିକା ହ୍ରଦର ପୁନରୁଦ୍ଧାର ପଦକ୍ଷେପ ପାଇଁ ଆଇନ ମନ୍ତ୍ରୀଙ୍କୁ ଧନ୍ୟବାଦ ଜ୍ଞାପନ

February 27, 2026

ସାମାଜିକ ଅନୁଷ୍ଠାନ ‘ସିଟିଜେନ୍ ୱେଭ୍ ମିଡିଆ’ ପକ୍ଷରୁ ଗଣ-ପଦଯାତ୍ରା

February 27, 2026

ଦାଦା ବଟି ନଦେବାରୁ ଠିକାଦାରଙ୍କୁ ଆକ୍ରମଣ ଅଭିଯୋଗ

February 27, 2026

ଡିଏମକେରେ ଯୋଗଦେଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ପନ୍ନିରସେଲଭମ

February 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.