Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବିଜେବି ମହାବିଦ୍ୟାଳୟରେ ଯୁବ ରେଡ଼କ୍ରସର କ୍ଲଷ୍ଟରସ୍ତରୀୟ ଶିବିର ଉଦ୍‌ଘାଟିତ
ଆଞ୍ଚଳିକ

ବିଜେବି ମହାବିଦ୍ୟାଳୟରେ ଯୁବ ରେଡ଼କ୍ରସର କ୍ଲଷ୍ଟରସ୍ତରୀୟ ଶିବିର ଉଦ୍‌ଘାଟିତ

October 7, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ସ୍ଥାନୀୟ ବିଜେବି ସ୍ୱୟଂଶାସିତ ମହାବିଦ୍ୟାଳୟ ପରିସରରେ ଯୁବ ରେଡ଼କ୍ରସର କ୍ଲଷ୍ଟରସ୍ତରୀୟ ଶିବିର ଉଦ୍‌ଘାଟିତ ହୋଇଯାଇଛି। ଶିବିରଟି ୩ଦିନ ଧରି ଚାଲୁ ରହିବ। ଏହି ଶିବିର ଦ୍ୱାରା ଛାତ୍ରଛାତ୍ରୀମାନଙ୍କୁ ପ୍ରାକୃତିକ ବିପର୍ଯ୍ୟୟ, ଏଚ୍‌ଆଇଭି, ଏଡ୍‌ସ, ପ୍ରାଥମିକ ଚିକିତ୍ସା ଓ ରେଡ଼କ୍ରସ କାର୍ଯ୍ୟର ଚିନ୍ତାଧାରା ଉପରେ ଅବଗତ କରାଯିବ। ଶିବିରଟିକୁ ବିଜେବି ମହାବିଦ୍ୟାଳୟର ଅଧ୍ୟକ୍ଷ ଡ. ନିରଞ୍ଜନ ମିଶ୍ର, ଯୁବ ରେଡ଼କ୍ରସ ଅଫିସର ଡ. ଅଜୟ କୁମାର ତ୍ରିପାଠୀ, ଚନ୍ଦକା ମହାବିଦ୍ୟାଳୟର ଯୁବ ରେଡ଼କ୍ରସ ପରାମର୍ଶଦାତା ସୁରେଶ କୁମାର ମହାନ୍ତି ଏବଂ ସୃଷ୍ଟି ଏକାଡ଼େମୀର ଅଧ୍ୟାପକ ଜିତେନ ନନ୍ଦ ଉପସ୍ଥିତ ରହି ଉଦ୍‌ଘାଟନ କରିଥିଲେ।

ଏହି ଶିବିରରେ ସେଣ୍ଟ୍ରାଲ ରେଡ଼କ୍ରସ ରକ୍ତଭଣ୍ଡାର କଟକର ନିର୍ଦ୍ଦେଶକ ଡଃ ଚନ୍ଦ୍ରିକା ପ୍ରସାଦ ଦାସ ସମ୍ମାନିତ ଅତିଥି ଭାବେ ଯୋଗଦେଇ ସ୍ୱେଚ୍ଛାସେବୀମାନେ ରକ୍ତଦାନ କରିବା ଏବଂ ରକ୍ତ ଦେବା ଦ୍ୱାରା ନିଜର ଲାଭ କଣ ହୋଇଥାଏ ସେ ବିଷୟରେ ସ୍ୱେଚ୍ଛାସେବୀମାନଙ୍କୁ ଅବଗତ କରାଇଥିଲେ। ଶିବିରଟିକୁ ବିଜେବି କଲେଜ ଯୁବ ରେଡ଼କ୍ରସର ପରାମର୍ଶଦାତ୍ରୀ ଡ. ସାଧନା ଶତପଥୀ ପରିଚାଳନା କରିଥିଲେ। ଏଥିରେ ଅନୁଷ୍କା ରଏ, ଗୀତାଞ୍ଜଳି ଦଳେଇଙ୍କ ସମେତ ୪୦ରୁ ଉର୍ଦ୍ଧ୍ୱ ଛାତ୍ରଛାତ୍ରୀ ଯୋଗ ଦେଇଥିଲେ।

ବିଜେବି ସ୍ୱୟଂଶାସିତ ମହାବିଦ୍ୟାଳୟ ଭୁବନେଶ୍ୱର
Share. Facebook Twitter LinkedIn Email WhatsApp Copy Link

Related Posts

ଓଡ଼ିଶା ଆୟକର ବିଭାଗ ପକ୍ଷରୁ ୧୬୭ତମ ଆୟକର ଦିବସ ପାଳିତ

July 25, 2026

ବାଲୁଗାଁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପ୍ରବେଶ ଉତ୍ସବ

July 23, 2026

କ୍ୟାଚ୍‌ ଦ ରେନ୍‌ ଅଭିଯାନ ଅଧୀନରେ ୭୫ଟି ଅମୃତ ସାମ୍‌ ସହର ସହିତ ଜାତୀୟ ମତବିନିମୟ କାର୍ଯ୍ୟକ୍ରମ

July 21, 2026

ବାଣପୁର: ଉତ୍ତରାୟଣୀ ପୀଠରେ ଭାଜପାର ବନ୍ଧୁ ମିଳନ କାର୍ଯ୍ୟକ୍ରମ

July 20, 2026
Latest News

ହତ୍ୟା, ଦୁଷ୍କର୍ମ ଏବଂ ଡକାୟତି… : CJP ‘ପଦଯାତ୍ରା’ରେ ଅପରାଧିକ ପୃଷ୍ଠଭୂମି ଥିବା ୯୮୯ ଅଭିଯୁକ୍ତ

July 28, 2026

ONGC ର ପ୍ରଥମ ଡିପ୍ୱାଟର ଏକ୍ସପ୍ଲୋରେଟରୀ ଡ୍ରିଲିଂ ଶୁଭାରମ୍ଭ

July 28, 2026

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ନାମରେ ହେବ ଫୁଲବାଣୀ ମେଡିକାଲ କଲେଜ

July 28, 2026

‘ଆତ୍ମନିର୍ଭର ପଞ୍ଚାୟତ’ ଓ ‘ସମର୍ଥ’ ପୋର୍ଟାଲର ଶୁଭାରମ୍ଭ

July 28, 2026

NEET ପ୍ରତିବାଦ: ଛାତ୍ରଛାତ୍ରୀମାନଙ୍କ ବିରୋଧରେ ମାମଲା ପ୍ରତ୍ୟାହାର କଲେ ବିହାର ସରକାର

July 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.