Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଓଡିଶା ରାଜ୍ୟ ସରକାରୀ କର୍ମଚାରୀ ସମନ୍ୱୟ ସମିତି ତରଫରୁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ
ଆଞ୍ଚଳିକ

ଓଡିଶା ରାଜ୍ୟ ସରକାରୀ କର୍ମଚାରୀ ସମନ୍ୱୟ ସମିତି ତରଫରୁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ

October 8, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ଓଡିଶା ରାଜ୍ୟ ସରକାରୀ କର୍ମଚାରୀ ସମନ୍ୱୟ ସମିତି ତରଫରୁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ

ଭୁବନେଶ୍ୱର : ଓଡ଼ିଶା ରାଜ୍ୟ ସରକାରୀ କର୍ମଚାରୀ ସମନ୍ୱୟ ସମିତିର ଏକ ବୈଠକ ପ୍ରତାପ ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଓଡ଼ିଶା ରାଜ୍ୟ ସରକାରୀ କର୍ମଚାରୀ ସମନ୍ୱୟ ସମିିତିର ବାରମ୍ବାର ଦାବି ସତ୍ତ୍ୱେ ବିଳମ୍ବରେ ହେଲେ ସୁଦ୍ଧା ସରକାର ୧୧ ପ୍ରତିଶତ ମହଙ୍ଗା ଭତ୍ତା କର୍ମଚାରୀ ଓ ଶିକ୍ଷକମାନଙ୍କୁ ଅକ୍ଟୋବର ମାସ ଦରମାରେ ପ୍ରଦାନ କରିବାକୁ ଆଦେଶନାମା କରିଥିବାରୁ ସଂଘର ସଭାପତି ଶ୍ରୀ ଲିଙ୍ଗରାଜ ମହାନ୍ତି, ସାଧାରଣ ସମ୍ପାଦକ ନରୋତ୍ତମ ପାର୍ଥସାରଥୀ, ସମ୍ପାଦକ ପୂର୍ଣ୍ଣଚନ୍ଦ୍ର ନାୟକ, ଉପଦେଷ୍ଟା କ୍ଷେତ୍ରମୋହନ ଦାସ, ଅକ୍ଷୟ କୁମାର ମିଶ୍ର, ପ୍ରତାପ ଚନ୍ଦ୍ର ମିଶ୍ର ପ୍ରମୁଖ ରାଜ୍ୟ ସରକାରଙ୍କୁ ଧନ୍ୟବାଦ ଦେବା ସହିତ ସଂଶୋଧିତ ଘରଭଡ଼ା ଭତ୍ତା ଓ ବର୍ଦ୍ଧିତ ଦରମା ଗଚ୍ଛିତ ୫୦ ପ୍ରତିଶତ ତୁରନ୍ତ ଦେବା ପାଇଁ ଅନୁରୋଧ କରିଛନ୍ତି ବୋଲି କାର୍ଯ୍ୟାଳୟ ସମ୍ପାଦକ କାହ୍ନୁ ଚରଣ ମଲ୍ଲିକ ଜଣାଇଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

ଓଡ଼ିଶା ସାଇବର ସୁରକ୍ଷା ଅଭିଯାନ: ବାଣପୁରରେ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ

November 7, 2025

ବାଣପୁର: ଜାତୀୟ ଗୀତର ୧୫୦ ତମ ପୂର୍ତ୍ତି ଦିବସ ପାଳିତ

November 7, 2025

ଆଇଏଏସ ଶୁଭ୍ରା ପଣ୍ଡା ହେଲେ ନାକଟିଦେଉଳ ବ୍ଲକ ବିଡ଼ିଓ

November 6, 2025

ଚିଲିକା ବୋଇତ ବନ୍ଦାଣ ଉତ୍ସବ ମଞ୍ଚରେ କବିତା ପାଠୋତ୍ସବ

November 4, 2025
Latest News

ଏହି ଦୁଇ ଆଫ୍ରିକୀୟ ଦେଶ ଗସ୍ତରେ ଗଲେ ରାଷ୍ଟ୍ରପତି

November 8, 2025

ବିହାର ନିର୍ବାଚନ: ପ୍ରଥମ ପର୍ଯ୍ୟାୟରେ କେତେ ଆସନ ଜିତିବ ମହାଗଠବନ୍ଧନ?, ବଡ ଦାବି କଲା କଂଗ୍ରେସ

November 8, 2025

ଆଇନଗତ ସହାୟତାକୁ ସୁଦୃଢ଼ ​​କରିବା ପାଇଁ ନୂତନ ତାଲିମ ମଡ୍ୟୁଲ୍ ଆରମ୍ଭ କରିବେ ପ୍ରଧାନମନ୍ତ୍ରୀ ମୋଦୀ

November 8, 2025

ଲାଲକୃଷ୍ଣ ଆଡଭାନୀଙ୍କୁ ୯୮ ବର୍ଷ ପୂରଣ: ୧୯୨୭ ପରଠାରୁ ତାଙ୍କ ଯାତ୍ରା ବିଷୟରେ ଜାଣନ୍ତୁ….

November 8, 2025

ସାଇବର ଠକେଇର ଶିକାର ହେଲେ ଟିଏମସି ସାଂସଦ: ଏସବିଆଇ ଆକାଉଣ୍ଟରୁ ୫୬ ଲକ୍ଷ ଲୁଟ

November 8, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.