Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଗୋଦାବରୀଶ ମହାପାତ୍ରଙ୍କ ସ୍ଥାପିତ କୁମାର ପାଠାଗାରର ୧୧୦ ତମ ଜନ୍ମୋତ୍ସଵ ପାଳିତ
ଆଞ୍ଚଳିକ

ଗୋଦାବରୀଶ ମହାପାତ୍ରଙ୍କ ସ୍ଥାପିତ କୁମାର ପାଠାଗାରର ୧୧୦ ତମ ଜନ୍ମୋତ୍ସଵ ପାଳିତ

October 21, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର: ବାଣପୁର ବ୍ଲକ କୁମାରାଙ୍ଗ ଶାସନରେ ନିଆଁଖୁଣ୍ଟା ଗୋଦାବରୀଶ ମହାପାତ୍ରଙ୍କ ଦ୍ୱାରା ୧୯୧୨ ମସିହାରେ ସ୍ଥାପିତ କୁମାର ପାଠାଗାରର ୧୧୦ ତମ ଜନ୍ମୋତ୍ସଵ ପାଳିତ ହୋଇଛି। ଏହି ଅବସରରେ ଲୋକପ୍ରିୟ ବ୍ୟଙ୍ଗ ସାହିତ୍ୟିକ ସତ୍ୟନାଶ ସମ୍ମାନୀତ ଅତିଥି ଭାବେ ଯୋଗଦେଇ ଅନ୍ୟ ଅତିଥିଗଣଙ୍କ ସହିତ କୁମାର ପାଠାଗାରର ବାର୍ଷିକ ମୁଖପତ୍ର ‘କୁମାର’ ର ୨୦୨୧ ସଂସ୍କରଣ ଉନ୍ମୋଚିତ କରିଥିଲେ।

ଗ୍ରାମର ଯୁବକ ଯୁବତୀମାନେ ଗୋଦାବରୀଶ ମହାପାତ୍ରଙ୍କ କାଳଜୟୀ ରଚନା ଉଠ କଙ୍କାଳ .. ଛିଡୁ ଶୃଙ୍ଖଳ .. ଗାୟନ କରିବା ସହ ବୈଠକର ଶୁଭାରମ୍ଭ ହୋଇଥିଲା। ଏହି ଅବସରରେ ଗ୍ରାମରେ ପୂର୍ବରୁ ଅନୁଷ୍ଠିତ ବିଭିନ୍ନ କ୍ରୀଡା ପ୍ରତିଯୋଗିତା ର ବିଜେତା ମାନଙ୍କୁ ପୁରସ୍କୃତ କରାଯାଇଥିଲା।

ସୂଚନାଯୋଗ୍ୟ ଯେ,୧୯୧୨ ମସିହାରେ କୁମାରାଙ୍ଗ ଶାସନ ଗ୍ରାମର ଦୁଇ ଜଣ ଦୁରଦ୍ରଷ୍ଟା ମହାପୁରୁଷ ସ୍ବର୍ଗତ ଗୋଦାବରୀଶ ମହାପାତ୍ର (ନିଆଁଖୁଣ୍ଟା) ଓ ସ୍ବର୍ଗତ ଜଗନ୍ନାଥ ମହାପାତ୍ର ଗାଁ ପିଲାମାନଙ୍କର ବୌଦ୍ଧିକ ବିକାଶ ପାଇଁ ଏହି ପାଠାଗାର ର ସ୍ଥାପନା କରିଥିଲେ।

କୁମାର ପାଠାଗାର କୁମାରାଙ୍ଗ ଶାସନ ଗୋଦାବରୀଶ ମହାପାତ୍ର ନିଆଁଖୁଣ୍ଟା
Share. Facebook Twitter LinkedIn Email WhatsApp Copy Link

Related Posts

ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କର ସାଧାରଣ ସଭା: ସମବାୟର ବିକାଶ ଓ ବ୍ୟବସାୟିକ ଅଭିବୃଦ୍ଧି ଉପରେ ଗୁରୁତ୍ୱ

September 30, 2026

କର୍ତ୍ତବ୍ୟନିଷ୍ଠ ଶିକ୍ଷୟିତ୍ରୀ ବିନୋଦିନୀ କୁଣ୍ଡୁଙ୍କୁ ଭାବବିହ୍ୱଳ ବିଦାୟ

September 30, 2026

ପଥୁରିଆ ଅଙ୍ଗନୱାଡି କେନ୍ଦ୍ରରେ ୯ମ ରାଷ୍ଟ୍ରୀୟ ପୋଷଣ ମାସ–୨୦୨୬

September 30, 2026

ଗୁରୁଜୀ ମହେଶ୍ୱର ମଲ୍ଲଙ୍କ ପଞ୍ଚମ ଶ୍ରାଦ୍ଧବାର୍ଷିକୀ ପାଳିତ 

September 29, 2026
Latest News

ଟ୍ରମ୍ପଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ ମୋଦି: ବାଣିଜ୍ୟ ଚୁକ୍ତି ଏବଂ ପ୍ରତିରକ୍ଷା ବିଷୟରେ ହେଲା ଆଲୋଚନା

September 30, 2026

ନାକଟିଦେଉଳ ସ୍ନାତକ ମହାବିଦ୍ୟାଳୟରେ ବୃତ୍ତିଗତ ପରାମର୍ଶ ଏବଂ ବ୍ୟକ୍ତିତ୍ୱର ବିକାଶ ସମ୍ପର୍କିତ କର୍ମଶାଳା

September 30, 2026

ନନ୍ଦନକାନନ ଗସ୍ତରେ ଉପମୁଖ୍ୟମନ୍ତ୍ରୀ ଓ ଜଙ୍ଗଲ ମନ୍ତ୍ରୀ: ବନ୍ୟପ୍ରାଣୀଙ୍କ ସୁରକ୍ଷା ଉପରେ ଗୁରୁତ୍ୱ

September 30, 2026

ମେରଟର ଚର୍ଚ୍ଚିତ ‘ନୀଳ ଡ୍ରମ୍’ ହତ୍ୟାକାଣ୍ଡ: ସ୍ତ୍ରୀ ମୁସ୍କାନ ଓ ପ୍ରେମିକ ସାହିଲ ଦୋଷୀ ସାବ୍ୟସ୍ତ

September 30, 2026

ବାଣପୁରରେ ସେବା ସଙ୍କଳ୍ପ ଅଭିଯାନ: ରକ୍ତଦାନ ଶିବିର ସାଙ୍ଗକୁ ବୃକ୍ଷରୋପଣ କାର୍ଯ୍ୟକ୍ରମ

September 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.