Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବିଜେବି ମହାବିଦ୍ୟାଳୟ ଦର୍ଶନଶାସ୍ତ୍ର ବିଭାଗର ବିଦାୟକାଳୀନ ସମ୍ବର୍ଦ୍ଧନା
ଆଞ୍ଚଳିକ

ବିଜେବି ମହାବିଦ୍ୟାଳୟ ଦର୍ଶନଶାସ୍ତ୍ର ବିଭାଗର ବିଦାୟକାଳୀନ ସମ୍ବର୍ଦ୍ଧନା

October 22, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ସ୍ଥାନୀୟ ବିଜେବି ସ୍ୱଂୟଶାସିତ ମହାବିଦ୍ୟାଳୟ ପରିସରରେ ଦର୍ଶନଶାସ୍ତ୍ର ବିଭାଗର ଯୁକ୍ତ ୩ ଶେଷବର୍ଷର ଛାତ୍ରଛାତ୍ରୀମାନଙ୍କ ପାଇଁ ଏକ ବିଦାୟକାଳୀଳ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି ସମ୍ବର୍ଦ୍ଧନା ଉତ୍ସବରେ ବିଜେବି କଲେଜର ଅଧ୍ୟକ୍ଷ ଡ. ନିରଞ୍ଜନ ମିଶ୍ର ଉପସ୍ଥିତ ରହି ଛାତ୍ରଛାତ୍ରୀଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଥିଲେ। ବିଜେବି କଲେଜର ଦର୍ଶନଶାସ୍ତ୍ର ବିଭାଗର ପୂର୍ବତନ ମୁଖ୍ୟ ବିଭାଗୀୟ ଡ. ନିହାରିକା ଦାସ ଯୋଗଦେଇ ନୀତିଶିକ୍ଷାକୁ ଜୀବନରେ ବ୍ୟବହାର କରି ଏକ ଭଲ ମଣିଷ ହେବା ପାଇଁ ଚେଷ୍ଟା କରିବା ଦରକାର ବୋଲି ଛାତ୍ରଛାତ୍ରୀମାନଙ୍କୁ ଦିଗ୍‌ଦର୍ଶନ ଦେଇଥିଲେ।

ଏହି ଅବସରରେ ୨୦୨୦ ମସିହାରେ ପ୍ରଥମସ୍ଥାନରେ ଉତ୍ତୀର୍ଣ୍ଣ ହୋଇଥିବା ଏସ୍‌.କଲ୍ୟାଣୀ ରେଡି ଏବଂ ୨୦୨୧ ମସିହାରେ ପ୍ରଥମ ସ୍ଥାନରେ ଉତ୍ତୀର୍ଣ୍ଣ ହୋଇଥିବା ପୂର୍ଣ୍ଣିମା ପ୍ରିୟଦର୍ଶିନୀଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ସେହିପରି ଡ. ନିହାରିକା ଦାସଙ୍କୁ ମଧ୍ୟ ବିଦାୟକାଳୀନ ସମ୍ବର୍ଦ୍ଧନା ଦିଆଯାଇଥିଲା। ଅତିଥି ଅଧ୍ୟାପିକା ସନ୍ଧ୍ୟାରାଣୀ ଦାସ ସ୍ୱାଗତ ଭାଷଣ ଦେଇଥିବା ବେଳେ ଅତିଥି ଅଧ୍ୟାପିକା ସନ୍ତୋଷୀ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ। ତମନ୍ନା ପଣ୍ଡା ଓ ଆଲୋକ କୁମାର ଶତପଥୀ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ। ସିଦ୍ଧାନ୍ତ ନାୟକ, ସ୍ୱସ୍ତିକ ସେନାପତି, ଅଏସ୍‌, ସବନମ୍ ବେଗମ, ସୁମେଧା ପ୍ରଧାନ ପ୍ରମୁଖ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ।

ଦର୍ଶନଶାସ୍ତ୍ର ବିଭାଗ ବିଜେବି ସ୍ୱୟଂଶାସିତ ମହାବିଦ୍ୟାଳୟ ବିଦାୟକାଳୀନ ସମ୍ବର୍ଦ୍ଧନା
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ଉତ୍ତରାୟଣୀ ପୀଠରେ ଭାଜପାର ବନ୍ଧୁ ମିଳନ କାର୍ଯ୍ୟକ୍ରମ

July 20, 2026

ବାଣପୁର-ବାଲୁଗାଁ ରୋଟାରୀ କ୍ଲବର ଗଠନମୂଳକ ସଭା

July 20, 2026

ବାଣପୁର ଗ୍ରାମୀଣ ମହିଳା ଉଚ୍ଚମାଧ୍ୟମିକ ବିଦ୍ୟାଳୟରେ ଅବସରକାଳୀନ ସମ୍ବର୍ଦ୍ଧନା ଉତ୍ସବ

July 18, 2026

ବାଣପୁରରେ ଆରଏସଏସ ଓ ଏବିଭିପି ପକ୍ଷରୁ ରଥଯାତ୍ରା ସେବା କାର୍ଯ୍ୟ

July 16, 2026
Latest News

ବ୍ରହ୍ମପୁରରେ ୩ କରୋନା ଆକ୍ରାନ୍ତ ଚିହ୍ନଟ: ଏମକେସିଜି ରେ ଭର୍ତ୍ତି

July 22, 2026

“କ’ଣ ଆପଣମାନେ ଝିଅମାନଙ୍କ ପୋଷାକ ଚିରିବେ?”: ଲୋକସଭାରେ ପ୍ରଶ୍ନ କଲେ ଅଖିଳେଶ ଯାଦବ

July 22, 2026

“ଧର୍ମେନ୍ଦ୍ର ପ୍ରଧାନ ଏତେ ଗୁରୁତ୍ୱପୂର୍ଣ୍ଣ କାହିଁକି?”: ପ୍ରଧାନମନ୍ତ୍ରୀ ମୋଦିଙ୍କୁ ପଚାରିଲେ ଅଭିଜିତ ଦୀପକେ

July 22, 2026

ଉଦ୍ଧବ ଠାକରେଙ୍କୁ ଝଟକା!: ଛଅ ସାଂସଦଙ୍କ ସମ୍ପର୍କରେ ନେଲେ ବଡ଼ ନିଷ୍ପତ୍ତି

July 22, 2026

ପ୍ରତିବାଦ ମଧ୍ୟରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ଶରଦ ପାୱାର: ଜାଣନ୍ତୁ କ’ଣ ହେଲା ଆଲୋଚନା?

July 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.