Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଦରମା ବୃଦ୍ଧି ଦାବୀରେ ଓଡ଼ିଶା କନିଷ୍ଠ ଶିକ୍ଷକ ସଂଘର ଜିଲ୍ଲାପାଳ କାର୍ଯ୍ୟାଳୟରେ ବିକ୍ଷୋଭ
ଆଞ୍ଚଳିକ

ଦରମା ବୃଦ୍ଧି ଦାବୀରେ ଓଡ଼ିଶା କନିଷ୍ଠ ଶିକ୍ଷକ ସଂଘର ଜିଲ୍ଲାପାଳ କାର୍ଯ୍ୟାଳୟରେ ବିକ୍ଷୋଭ

November 2, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ଦରମା ବୃଦ୍ଧି ଦାବୀରେ ଓଡ଼ିଶା କନିଷ୍ଠ ଶିକ୍ଷକ ସଂଘର ଜିଲ୍ଲାପାଳ କାର୍ଯ୍ୟାଳୟରେ ବିକ୍ଷୋଭ

ଭୁବନେଶ୍ବର: ନିଜର ନାର୍ଯ୍ୟାଦାବୀ ପାଇବା ପାଇଁ ଓଡ଼ିଶା କନିଷ୍ଠ ଶିକ୍ଷକ ସଂଘ ତରଫରୁ ଓଡିଶାର 30 ଜିଲ୍ଲା ର  314 ବ୍ଲକ ର କନିଷ୍ଠ ଶିକ୍ଷକ  ଶିକ୍ଷୟିତ୍ରୀ ବ୍ଲକ ଶିକ୍ଷା ଅଧିକାରୀ ଏବଂ ବ୍ଲକ ଉନ୍ନୟନ ଅଧିକାରୀଙ୍କ ଜରିଆରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ଙ୍କୁ ଦାବି ଜଣାଯାଇଛି ।

ଏଥିରେ ଓଡିଶା ଵର୍ଗ -ଗ( ଚୁକ୍ତିନାମା ନିୟମ ୨୦୧୩ ) ଅଧୀନସ୍ଥ କର୍ମଚାରୀ ଙ୍କ ପାଇଁ ଗତ ୧୧-୧୦-୨୦୨୧ କ୍ୟାବିନେଟ ବୈଠକରେ ନିଆଯାଇଥିବା ନିଷ୍ପତ୍ତି ର ସମସ୍ତ ସୁବିଧା ସୁଯୋଗ , ଓଡିଶା ର ଚୁକ୍ତିଭିତିକ କନିଷ୍ଠ ଶିକ୍ଷକ ମାନଙ୍କୁ ପ୍ରଦାନ କରିବାସହିତ ଚୁକ୍ତିନାମା ନିୟମ ୨୦୧୩ ରେ  ସାମିଲ କରାଯାଉ।

ସେହିପରି କନିଷ୍ଠ ଶିକ୍ଷକ ଶିକ୍ଷୟିତ୍ରୀ ଅତିକୁଶଳୀ ( ତାଲିମପ୍ରାପ୍ତ) ହୋଇଥିବାରୁ ଦରମା ସର୍ବନିମ୍ନ ୧୬୦୦୦ କରିବାସହ , ଏହାକୁ ଗତ ୨୦୧୬ରୁ ଲାଗୁ କରାଯାଉ ବୋଲି ଦାବୀ କରାଯାଇଛି। ଦରମା ବୃଦ୍ଧି ଦିଗରେ ଖୁବ୍ ଶୀଘ୍ର ପଦକ୍ଷେପ ନ ନେଲେ ସଙ୍ଘ ଆନ୍ଦୋଳନ କୁ ଓଲ୍ହାଇବ ବୋଲି ଚେତାବନୀ ଦେଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁ: ଜାତୀୟ ଯୁବ ଦିବସ ଅବସରରେ ସ୍ବାମୀ ବିବେକାନନ୍ଦଙ୍କ ଚିନ୍ତନ ଓ ଦର୍ଶନ ସମ୍ପର୍କରେ ଆଲୋଚନା ଚକ୍ର

January 13, 2026

ଗୋଦାବରୀଶ ମହାବିଦ୍ୟାଳୟରେ ଜାତୀୟ ଯୁବ ଦିବସ କାର୍ଯ୍ୟକ୍ରମ ଆୟୋଜିତ

January 12, 2026

ଭେଟିନାଥଦେବ ପିଏମ୍. ଶ୍ରୀ ବିଦ୍ୟାଳୟରେ ପିଏମ୍.ଶ୍ରୀ ଉତ୍ସବ ତଥା ବାର୍ଷିକ ଉତ୍ସବ ସମାରୋହ

January 12, 2026

ବାଣପୁର ବ୍ଲକ ସ୍ତରୀୟ ବନ୍ଦେମତରମ୍ ତାଲିମ ପ୍ରଶିକ୍ଷଣ

January 11, 2026
Latest News

ମୁଖ୍ୟ ଶାସନ ସଚିବଙ୍କ କନ୍ଧମାଳ ଜିଲ୍ଲା ପିଏମଶ୍ରୀ ବାଳିକା ସେବାଶ୍ରମ ସ୍କୁଲ୍‌ ପରିଦର୍ଶନ

January 16, 2026

ଆଜି ଜାନୁୟାରୀ 16 ତାରିଖ ଶୁକ୍ରବାରରେ ଏହି ରାଶିର ଭାଗ୍ୟଚକ୍ର ରହିଛି ସମୃଦ୍ଧ

January 16, 2026

ବିଜେଡିର ବଡ କାର୍ଯ୍ୟାନୁଷ୍ଠାନ, ଦୁଇ ବିଧାୟକଙ୍କୁ ଦଳରୁ କଲା ନିଲମ୍ବିତ

January 15, 2026

ଭାରତରେ ଷ୍ଟାର୍ଟଅପ୍ ଇକୋସିଷ୍ଟମର ପୁନଃନିର୍ମାଣ

January 15, 2026

ଆମେରିକା ଭିସା ସ୍ଥଗିତ କରିବା ପରେ ପାକିସ୍ତାନର ପ୍ରଥମ ପ୍ରତିକ୍ରିୟା: ଏବେ ଟ୍ରମ୍ପଙ୍କ ପାଦ ଧରିବେ ଶାହବାଜ

January 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.