Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଦରମା ବୃଦ୍ଧି ଦାବୀରେ ଓଡ଼ିଶା କନିଷ୍ଠ ଶିକ୍ଷକ ସଂଘର ଜିଲ୍ଲାପାଳ କାର୍ଯ୍ୟାଳୟରେ ବିକ୍ଷୋଭ
ଆଞ୍ଚଳିକ

ଦରମା ବୃଦ୍ଧି ଦାବୀରେ ଓଡ଼ିଶା କନିଷ୍ଠ ଶିକ୍ଷକ ସଂଘର ଜିଲ୍ଲାପାଳ କାର୍ଯ୍ୟାଳୟରେ ବିକ୍ଷୋଭ

November 2, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ଦରମା ବୃଦ୍ଧି ଦାବୀରେ ଓଡ଼ିଶା କନିଷ୍ଠ ଶିକ୍ଷକ ସଂଘର ଜିଲ୍ଲାପାଳ କାର୍ଯ୍ୟାଳୟରେ ବିକ୍ଷୋଭ

ଭୁବନେଶ୍ବର: ନିଜର ନାର୍ଯ୍ୟାଦାବୀ ପାଇବା ପାଇଁ ଓଡ଼ିଶା କନିଷ୍ଠ ଶିକ୍ଷକ ସଂଘ ତରଫରୁ ଓଡିଶାର 30 ଜିଲ୍ଲା ର  314 ବ୍ଲକ ର କନିଷ୍ଠ ଶିକ୍ଷକ  ଶିକ୍ଷୟିତ୍ରୀ ବ୍ଲକ ଶିକ୍ଷା ଅଧିକାରୀ ଏବଂ ବ୍ଲକ ଉନ୍ନୟନ ଅଧିକାରୀଙ୍କ ଜରିଆରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ଙ୍କୁ ଦାବି ଜଣାଯାଇଛି ।

ଏଥିରେ ଓଡିଶା ଵର୍ଗ -ଗ( ଚୁକ୍ତିନାମା ନିୟମ ୨୦୧୩ ) ଅଧୀନସ୍ଥ କର୍ମଚାରୀ ଙ୍କ ପାଇଁ ଗତ ୧୧-୧୦-୨୦୨୧ କ୍ୟାବିନେଟ ବୈଠକରେ ନିଆଯାଇଥିବା ନିଷ୍ପତ୍ତି ର ସମସ୍ତ ସୁବିଧା ସୁଯୋଗ , ଓଡିଶା ର ଚୁକ୍ତିଭିତିକ କନିଷ୍ଠ ଶିକ୍ଷକ ମାନଙ୍କୁ ପ୍ରଦାନ କରିବାସହିତ ଚୁକ୍ତିନାମା ନିୟମ ୨୦୧୩ ରେ  ସାମିଲ କରାଯାଉ।

ସେହିପରି କନିଷ୍ଠ ଶିକ୍ଷକ ଶିକ୍ଷୟିତ୍ରୀ ଅତିକୁଶଳୀ ( ତାଲିମପ୍ରାପ୍ତ) ହୋଇଥିବାରୁ ଦରମା ସର୍ବନିମ୍ନ ୧୬୦୦୦ କରିବାସହ , ଏହାକୁ ଗତ ୨୦୧୬ରୁ ଲାଗୁ କରାଯାଉ ବୋଲି ଦାବୀ କରାଯାଇଛି। ଦରମା ବୃଦ୍ଧି ଦିଗରେ ଖୁବ୍ ଶୀଘ୍ର ପଦକ୍ଷେପ ନ ନେଲେ ସଙ୍ଘ ଆନ୍ଦୋଳନ କୁ ଓଲ୍ହାଇବ ବୋଲି ଚେତାବନୀ ଦେଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁ ହାଇସ୍କୁଲର ଆଦର୍ଶ ଶିକ୍ଷକ ଓ ସୁନାମଧନ୍ୟ ସାହିତ୍ୟିକ ଜିତେନ୍ଦ୍ର ନାଥ ବରାଳଙ୍କ ସ୍ମୃତି ଶ୍ରଦ୍ଧାଞ୍ଜଳି ସଭା

June 16, 2026

ବାଣପୁର: ତୋରସିଂ ଗ୍ରାମରେ ପାରମ୍ପରିକ କ୍ରୀଡା ପ୍ରତିଯୋଗିତା

June 15, 2026

ବଡ଼କୁଳ ଓଟିଡିସି ପାନ୍ଥନିବାସ ଠାରେ ଗଣପର୍ବ ରଜ ଉତ୍ସବ ପାଳିତ

June 14, 2026

ସଲପଡିହ ବିଦ୍ୟାଳୟରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ

June 7, 2026
Latest News

ପୁଣି ହର୍ମୁଜ୍‌ରେ ସଙ୍କଟ : ଭାରତକୁ ଆଶ୍ୱସ୍ତି, ୩ ଟ୍ୟାଙ୍କର ସୁରକ୍ଷିତ

June 20, 2026

୪୭,୬୦୦ କୋଟିରୁ ଅଧିକ ମୂଲ୍ୟର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ

June 20, 2026

୭୩୨ କୋଟି ଟଙ୍କାରୁ ଅଧିକ ମୂଲ୍ୟର ରେଳ ପ୍ରକଳ୍ପ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ

June 20, 2026

PM Modi Speech in Odia: ମୟୁରଭଂଜରେ ପ୍ରଧାନମନ୍ତ୍ରୀ ମୋଦି କଣ କହିଲେ, ପଢନ୍ତୁ ପୁରା ଭାଷଣ

June 20, 2026

ମିଳିଲାନି ରକ୍ତ, ଚାଲିଗଲା ୫ ବର୍ଷୀୟ ଶିଶୁପୁତ୍ରର ଜୀବନ : ଧର୍ମଗଡ ହସ୍ପିଟାଲରେ ଉତ୍ତେଜନା

June 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.