Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ପାରଳାଖେମୁଣ୍ଡିଠାରେ ପରିବାର ଅଦାଲତ ଉଦ୍‌ଘାଟିତ
ଆଞ୍ଚଳିକ

ପାରଳାଖେମୁଣ୍ଡିଠାରେ ପରିବାର ଅଦାଲତ ଉଦ୍‌ଘାଟିତ

November 11, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ପାରଳାଖେମୁଣ୍ଡିଠାରେ ପରିବାର ଅଦାଲତ ଉଦ୍‌ଘାଟିତ

ଭୁବନେଶ୍ୱର: ହାଇକୋର୍ଟର ମୁଖ୍ୟ ବିଚାରପତି ଡକଫର ଏସ୍‌. ମୂରଲୀଧର ଆଜି ଗଜପତି ଜିଲ୍ଲାର ପାରଳାଖେମୁଣ୍ଡିଠାରେ ପରିବାର ଅଦାଲତ ଉଦ୍‌ଘାଟନ କରିଛନ୍ତି । ସେଠାରେ ଏକ ପରିବାର ଅଦାଲତ ସ୍ଥାପନ ଯୋଗୁଁ ଜନସାଧରଣଙ୍କର ବହୁ ପ୍ରତିକ୍ଷିତ ସ୍ୱପ୍ନ ସାକାର ହୋଇଛି। ଏହି ଭର୍ଚୁଆଲ ଉଦ୍‌ଘାଟନ ଉତ୍ସବରେ ଜଷ୍ଟିସ୍‌ ବି.ଆର୍‌.ଷଡ଼ଙ୍ଗୀ, ଜଷ୍ଟିସ୍‌ ଆର୍‌.କେ. ପଟ୍ଟନାୟକ ଏବଂ ଜଷ୍ଟିସ୍‌ ଏ.କେ. ମହାପାତ୍ର ମଞ୍ଚରେ ଉପସ୍ଥିତ ଥିଲେ ।

ଓଡ଼ିଶା ହାଇକୋର୍ଟର ଜଷ୍ଟିସ୍‌ ଶ୍ରୀ ଏସ୍‌. ପୂଜାହାରି ଏବଂ ମାନ୍ୟବର ଜଷ୍ଟିସ୍‌ ଶ୍ରୀ ଅରିନ୍ଦମ ସିହ୍ନା, ମାନ୍ୟବର ଜଷ୍ଟିସ ଶ୍ରୀ ଏସ୍‌.କେ.ପାଣିଗ୍ରାହୀ ଏବଂ ମାନ୍ୟବର ଜଷ୍ଟିସ ଶ୍ରୀ ଶଶିକାନ୍ତ ମିଶ୍ର ଏହି ଭର୍ଚୁଆଲ ଉତ୍ସବରେ ଉପସ୍ଥିତ ଥିଲେ । ଅନ୍ୟମାନଙ୍କ ମଧ୍ୟରେ ଶ୍ରୀ ବିଶ୍ୱଜିତ୍‌ ମହାନ୍ତି ରେଜିଷ୍ଟା୍ରର ଏବଂ ହାଇକୋର୍ଟ ରେଜିଷ୍ଟ୍ରୀର ଅନ୍ୟ ଅଧିକାରୀମାନେ ଉପସ୍ଥିତ ଥିଲେ ।

ଗଜପତି ଜିଲ୍ଲା ଜଜ୍‌ ସତ୍ୟପି୍ରୟ ମିଶ୍ର, ଗଜପତି ଜିଲ୍ଲାପାଳ ଲିଙ୍ଗରାଜ ପଣ୍ଡା, ଗଜପତି ପୋଲିସ ଏସ୍‌.ପି. ଶ୍ରୀ ଜୟରାମ ଶତପଥୀ ଓ ଜିଲ୍ଲା ବାର୍‌ ଆସୋସିଏସନ ଏବଂ ସେକ୍ରେଟାରୀ ବାର୍‌ ଆସୋସିଏସନ୍‌ ଏହି ଭର୍ଚୁଆଲ ଉତ୍ସବରେ ଉପସ୍ଥିତ ଥିଲେ ।

ପାରଳାଖେମୁଣ୍ଡି
Share. Facebook Twitter LinkedIn Email WhatsApp Copy Link

Related Posts

ଗୋଦାବରୀଶ ମହାବିଦ୍ୟାଳୟରେ ସଡ଼କ ସୁରକ୍ଷା ଉପରେ ଡିଜିଟାଲ ଭିଡିଓ ପ୍ରଦର୍ଶନ କାର୍ଯ୍ୟକ୍ରମ

March 11, 2026

ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ

March 10, 2026

ଡାଲିର ଗୁଣ ଜ୍ଞାନ ଓ ମାଗଣା ସ୍ଵାସ୍ଥ୍ୟ ଶିବିର ଅନୁଷ୍ଠିତ

March 9, 2026

ସଡ଼କ ଦୁର୍ଘଟଣାରେ ଯୁବକଙ୍କ ମୃତ୍ୟୁ

March 5, 2026
Latest News

ପଦ୍ମ ଧରିଲେ ରବୀନ୍ଦ୍ର ଜେନା: ଗତକାଲି ବିଜେଡ଼ି ରୁ ନେଇଥିଲେ ଇସ୍ତଫା

March 11, 2026

ଲୋକସଭା ବାଚସ୍ପତି ଓମ ବିର୍ଲାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଖାରଜ: ବାଚନିକ ଭୋଟରେ ହେଲା ନିଷ୍ପତ୍ତି

March 11, 2026

30 Years of Nifty50: ଏନଏସଇ ପକ୍ଷରୁ ନିଫ୍ଟି ୫୦ର ୩୦ ବର୍ଷ ପୂର୍ତି ପାଳନ

March 11, 2026

ପ୍ରଥମ ଦିନିକିଆରେ ପାକିସ୍ତାନର ଲଜ୍ଜାଜନକ ପ୍ରଦର୍ଶନ: ମାତ୍ର ୧୬ ଓଭରରେ ଜିତିଲା ବାଂଲାଦେଶ

March 11, 2026

ଯୁଦ୍ଧ ମଧ୍ୟରେ ପଶ୍ଚିମ ଏସିଆ ପାଇଁ ଏୟାର ଇଣ୍ଡିଆ ଏବଂ ଏୟାର ଇଣ୍ଡିଆ ଏକ୍ସପ୍ରେସ ନେଲେ ଏହି ପଦକ୍ଷେପ

March 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.