Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଆଜି ଦେଶର ପ୍ରଥମ ଶହୀଦ ଜୟୀ ରାଜଗୁରୁଙ୍କ ୨୮୨ତମ ଜୟନ୍ତୀ ପାଳିତ
ଆଞ୍ଚଳିକ

ଆଜି ଦେଶର ପ୍ରଥମ ଶହୀଦ ଜୟୀ ରାଜଗୁରୁଙ୍କ ୨୮୨ତମ ଜୟନ୍ତୀ ପାଳିତ

November 12, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ଆଜି ଦେଶର ପ୍ରଥମ ଶହୀଦ ଜୟୀ ରାଜଗୁରୁଙ୍କ ୨୮୨ତମ ଜୟନ୍ତୀ ପାଳିତ

ଭୁବନେଶ୍ୱର : ଓଡ଼ିଶା ସରକାରଙ୍କ ଭାଷା, ସାହିତ୍ୟ, ସଂସ୍କୃତି ବିଭାଗ ଓ ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ମିଳିତ ଆନୁକୂଲ୍ୟରେ ଦେଶର ପ୍ରଥମ ଶହୀଦ ଜୟୀ ରାଜଗୁରୁଙ୍କ ୨୮୨ତମ ଜୟନ୍ତୀରେ ଏଜି ଛକ ନିକଟରେ ଥିବା ତାଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ ସହିତ ଏକ ସ୍ମୃତିଚାରଣ ସଭା ଅନୁଷ୍ଠିତ ହୋଇଯାଇଛି।

ଉକ୍ତ କାର୍ଯ୍ୟକ୍ରମରେ ବରିଷ୍ଠ ସାମ୍ବାଦିକ ତଥା ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ଅଧ୍ୟକ୍ଷ ପ୍ରଦ୍ୟୁମ୍ନ ଶତପଥୀ ମତବ୍ୟକ୍ତ କରି କହିଥିଲେ ଯେ, ଜୟୀ ରାଜଗୁରୁଙ୍କ ଅଦମ୍ୟ ବୀରତ୍ୱ, ଦେଶଭକ୍ତି ତଥା ନିଷ୍ଠାର ପଟ୍ଟାନ୍ତର ନାହିଁ । ଇଂରେଜମାନଙ୍କୁ ଗରିଲା ଯୁଦ୍ଧରେ ପରାସ୍ତ କରିବା ସହ ପାଇକମାନଙ୍କୁ ଏକାଠି କରି ଦେଶ ମାତୃକା ପାଇଁ ଲଢି ଯେଉଁ ପ୍ରାଣବଳୀ ଦେଇଥିଲେ ତାହା ଇତିହାସର ସ୍ୱର୍ଣ୍ଣାକ୍ଷରରେ ଲିପିବଦ୍ଧ ହୋଇ ରହିବ।

ସମ୍ମାନିତ ଅତିଥି ଓ ସଂଯୋଜକ ଭାବେ ସରକାରଙ୍କ ଅନୁସଚିବ ଲକ୍ଷ୍ମୀଧର ବେହେରାଙ୍କ ସହିତ ଅଧ୍ୟାପକ ରମେଶ ଚନ୍ଦ୍ର ପାତାଳସିଂ, ବି ମୁରଲୀଧର, ଡ. ଅସିତ ଦାସ, ପ୍ରବୀର ମହାନ୍ତି ପ୍ରମୁଖ ଯୋଗ ଦେଇ ସ୍ମୃତିଚାରଣ କରିଥିଲେ । ଏହି ଅବସରରେ ବିଶିଷ୍ଟ ଶିକ୍ଷାବିତ୍‌, ଭାଷାଯୋଦ୍ଧା ସୀତାବଲ୍ଲଭ ମହାପାତ୍ରଙ୍କୁ ଜୟୀ ରାଜଗୁରୁ ସ୍ମୃତି ସମ୍ମାନ ପ୍ରଦାନ କରାଯାଇଥିଲା। ଅଭିଯାନର ଅନ୍ୟ ସଦସ୍ୟ ମାନଙ୍କ ମଧ୍ୟରେ ନାରାୟଣ ମୁଦୁଲି, ତନ୍ମୟ ସାମନ୍ତରାୟ ଯୋଗ ଦେଇଥିଲେ ବୋଲି ମୁଖପାତ୍ର ଅରବିନ୍ଦ ତ୍ରିପାଠୀ ଜଣାଇଛନ୍ତି ।

ଶହୀଦ ଜୟୀ ରାଜଗୁରୁ
Share. Facebook Twitter LinkedIn Email WhatsApp Copy Link

Related Posts

ସିମୁଳିଆରେ ଦୁର୍ଦ୍ଦାନ୍ତ ଅପରାଧୀ ଲୋକେଶକୁ ଏନକାଉଣ୍ଟର, ଅନ୍ୟଜଣେ ଫେରାର

September 4, 2026

ଟାଙ୍ଗୀ ସରକାରୀ ବାଳିକା ଉଚ୍ଚବିଦ୍ୟାଳୟରେ ସଂସ୍କୃତ ସପ୍ତାହ ସମାରୋହରେ ପାଳିତ

September 1, 2026

ବାଲୁଗାଁ ଏନଏସିରେ ନିଖିଳ ଭାରତ ସ୍ୱାୟତ୍ତ ଶାସନ ଦିବସ ପାଳିତ

August 31, 2026

ବଜ୍ରକୋଟ ବିଦ୍ୟାଳୟରେ ସ୍ଥାନାନ୍ତରିତ ଶିକ୍ଷକଙ୍କୁ ସେବା ସମ୍ବର୍ଦ୍ଧନା

August 30, 2026
Latest News

ସିମୁଳିଆରେ ଦୁର୍ଦ୍ଦାନ୍ତ ଅପରାଧୀ ଲୋକେଶକୁ ଏନକାଉଣ୍ଟର, ଅନ୍ୟଜଣେ ଫେରାର

September 4, 2026

ଓଡ଼ିଶାରେ ଜିଓ ଡିଜିଟାଲ କ୍ରାନ୍ତିର ସ୍ୱର୍ଣ୍ଣିମ ୧୦ ବର୍ଷ: ଯୋଡ଼ି ହେଲେ ପ୍ରାୟ ୨ କୋଟି ମୋବାଇଲ ଗ୍ରାହକ

September 4, 2026

ଅଭିଷେକ ବାନାର୍ଜୀଙ୍କ କାର୍ଯ୍ୟାଳୟ କୋଠାରେ ଲାଗିଲା ନୋଟିସ୍: ଖାଲି କରିବାକୁ ନିର୍ଦ୍ଦେଶ

September 4, 2026

ଏବେ WhatsApp ମାଧ୍ୟମରେ ପୈଠ କରନ୍ତୁ ବିଦ୍ୟୁତ୍ ଏବଂ ପାଣି ବିଲ୍: ଆରମ୍ଭ ହେଲା ନୂତନ ବୈଶିଷ୍ଟ୍ୟ

September 4, 2026

ବଡଗାମରେ ଜଣେ ଆତଙ୍କବାଦୀ ନିହତ: ସର୍ଚ୍ଚ ଅପରେସନ ଜାରି

September 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.